Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ଅର୍ଥ ଆତ୍ମ ସାତ ଅଭିଯୋଗ ରେ ଭିଜିଲାନ୍ସ ଦ୍ୱାରା ଫରେଷ୍ଟର ଗିରଫ ||

03-Jan-2026

ଟଙ୍କା ଆତ୍ମ ସାତ ଅଭିଯୋଗ ରେ ଭିଜିଲାନ୍ସ ଦ୍ୱାରା ବନ୍ଧାହେଲେଫରେଷ୍ଟର,

       ଓଡିଶା ଜନ ମତ ବ୍ୟୁରୋ,

ଭିଜିଲାନ୍ସ ଦ୍ୱାରା ବହୁ ସରକାରୀ ଲୋକ ବେଆଇନ ଅର୍ଥ ରୋଜଗାର କରିଥାନ୍ତି |ଏବଂ ଦୁର୍ନୀତି ନିବାରଣ ବିଭାଗ ଦ୍ୱାରା ଗିରଫ ହୋଇ ଜେଲ କୁ ଯାଆନ୍ତି | ସେପରି ଜଣେ ବନ ବିଭାଗ ଫରେଷ୍ଟ ର ଜେଲ ଜେଲ ଯାଇଛନ୍ତି ସେହେଲେ କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ଅନ୍ତର୍ଗତ ଥୁଆମୂଳ ରାମପୁର ରେଞ୍ଜର ପୂର୍ବତନ ଫରେଷ୍ଟର ଜୟ କୁମାର ଜୁଆଡ଼ଙ୍କୁ ୫୫ଲକ୍ଷ ଟଙ୍କା ଆତ୍ମସାତ୍ କରିଥ‌ିବା ଅଭିଯୋଗରେ ଗତକାଲି ଭିଜିଲାନ୍ସ ଗିରଫ କରିଛି। ଗତ ୨୦୨୪-୨୫ରେ ବୃକ୍ଷରୋପଣ ନାଁରେ ନକଲି ମଷ୍ଟର ରୋଲ୍ ଓ ଜବ କାର୍ଡ ଦେଖାଇ ଏହି ଟଙ୍କାକୁ ସେ ଆତ୍ମସାତ କରିଥିବା ଜଣାପଡ଼ିଛି। ବର୍ତ୍ତମାନ ସେ ଲାଞ୍ଜିଗଡ଼ ବ୍ଲକ ବିଶ୍ବନାଥପୁର ରେଞ୍ଜରେ ହାତୀର ଗତିବିଧୂ ତଦାରଖ କରିବା ପାଇଁ ନିୟୋଜିତ ଥୂଲେ। ତେବେ ଠକି ଅର୍ଥ ରୋଜଗାର କରି ସେ ଏବେ ଜେଲରେ ରହି ତାଙ୍କ  ପୂର୍ବ କର୍ମର ପ୍ରାୟଶ୍ଚିତ କରୁଛନ୍ତି |

News Comment

You Might Also Like

BACK TO TOP