Breaking News

ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||     

ଚୂଡାନ୍ତ ପର୍ଯ୍ୟାୟ ରେ ଦାରିଙ୍ଗବାଡି ର ଶୀତ ମହୋତ୍ସଚ, ମଶାଲ କୁ ଧରି ସହର ପରିକ୍ରମା |

04-Jan-2026

ଚୁଡାନ୍ତ ପର୍ଯ୍ୟାୟ ରେ ଦାରିଙ୍ଗବାଡି ର ଶୀତ ମହୋତ୍ସବ: ମଶାଲକୁ ଧରି ସହର ପରିକ୍ରମା ସହ ସଚେତନତା  

ଓଡିଶା ଜନମତ, ବାଲିଗୁଡା, ତା, ୦୪/୦୧:

ସଞ୍ଜୟ କୁମାର ପାଣିଗ୍ରାହୀ:  ଓଡିଶାର କାଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଚଳିତ ମାସ ୮ତାରିଖ ଠାରୁ ୧୧ ତାରିଖ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଆୟୋଜିତ ହେବ। ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ପ୍ରଶାସନ ଓ ସ୍ଥାନୀୟ ବାସିନ୍ଦାଙ୍କ ପକ୍ଷରୁ ପ୍ରସ୍ତୁତି କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ରବିବାର ପୂର୍ବାହ୍ନରେ ଶୀତ ମହୋତ୍ସବ କମିଟି ପକ୍ଷରୁ ନିକଟସ୍ଥ ମା’ପଟ୍ଟଖଣ୍ଡାଙ୍କ ପୀଠରେ ପୂଜାର୍ଚ୍ଚନା ସହ ମହୋତ୍ସବକୁ ସଫଳ ଆୟୋଜିତ କରିବା ପାଇଁ ମା’ଙ୍କ ନିକଟରେ ଗୁହାରି କରି ସେଠାରୁ ମଶାଲ ବାହାର କରାଯାଇଥିଲା। ମହୋତ୍ସବ କମିଟିର ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନଙ୍କ ସମେତ ସମ୍ପାଦକ ତଥା ବିଡିଓ ପ୍ରୀତିରଞ୍ଜନ ରଥ, କୋଷାଧ୍ୟକ୍ଷ ତଥା ତହସିଲଦାର ଧୀରଜ ପାତ୍ର, ସହକାରୀ ନିର୍ବାହୀ ଯନ୍ତ୍ରୀ ସଞ୍ଜୟ ରଥ, ଜାଗୃତି ସମ୍ପାଦକ କୈଳାସ ଚନ୍ଦ୍ର ଦଣ୍ଡପାଟ, ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ବିଶ୍ୱଜିତ ଜାଲି, ବିପିସି ଜଗନ୍ନାଥ ରଥଙ୍କ ସମେତ କମିଟିର ଅନ୍ୟ କର୍ମକର୍ତ୍ତା ପୀଠରେ ପୂଜାର୍ଚ୍ଚନା ପରେ ଶୀତ ମହୋତ୍ସବ ଓ କନ୍ଧମାଳ ମହୋତ୍ସବର ୨ଟି ମଶାଲକୁ ଧରି ସହର ପରିକ୍ରମା କରିଥିଲେ। ଜିଲାର ଫୁଲବାଣୀ ସହର ଓ ଦାରିଙ୍ଗବାଡ଼ି ଏହି ୨ଟି ସହର ଏବେ ମହୋତ୍ସବକୁ ନେଇ ଉତ୍ସବ ମୁଖର ରହିଥିବା ବେଳେ ମଶାଲ ମାଧ୍ୟମରେ ଲୋକଙ୍କୁ ଏହି ମହୋତ୍ସବକୁ ସ୍ବାଗତ କରାଯିବା ସହ ବ୍ୟାପକ ସଚେତନ କରାଯାଇଥିଲା। ଶୀତ ମହୋତ୍ସବର ମଶାଲ ମହୋତ୍ସବ ପଡ଼ିଆରେ ପହଞ୍ଚିଥିବା ବେଳେ କନ୍ଧମାଳ ମହୋତ୍ସବ ମଶାଲ ଟି ଦାରିଙ୍ଗବାଡ଼ି ଦେଇ ଅନ୍ୟ ବ୍ଲକ ଅଭିମୁଖେ ଯାତ୍ରା କରିଥିଲା। ଏହି ମଶାଲ ଯାତ୍ରାବେଳେ ବଣିକ ସଂଘର ଉପସଭାପତି ଦିଲୀପ ସାହୁ, ଓକିଲ ସଂଘର ସଭାପତି ପ୍ରଦୀପ ସାହୁ, ଡ୍ରାଇଭର ମହାସଂଘର ବ୍ଲକ ସଭାପତି ପ୍ରଭଞ୍ଜନ ନାୟକ, ବରିଷ୍ଠ ଶିକ୍ଷକ ମୋହନ ସାହୁଙ୍କ ସମେତ ବହୁ କର୍ମକର୍ତ୍ତା, ଅଞ୍ଚଳବାସୀ ସାମିଲ ହୋଇଥିଲେ।

News Comment

You Might Also Like

BACK TO TOP