Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ଯୁବକଙ୍କ ଠେଙ୍ଗା ମାଡ଼ରେ ଟଳି ପଡିଲେ ବୃଦ୍ଧ |

06-Jan-2026

ଠେଙ୍ଗା ମାଡ଼ରେ ବଳି ପଡ଼ିଲେ ବୃଦ୍ଧ,

ଓଡିଶ ଜ ମ, କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର

ପ୍ରେମ ସମ୍ପର୍କ କୁ ନେଇ ସନିଆ ଗୌଡ ନାମକ ଜଣେ ବୃଦ୍ଧଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରିଛନ୍ତି ଦୁଇ ଯୁବକ ଶିବ ଗୌଡ ଓ ଚିକୁନ୍ ଗୌଡ।
ଘଟଣା ରୁ ପ୍ରକାଶ ଯେ ଗତ କିଛି ଦିନ ତଳେ ଶିବ ଗ୍ରାମର ଜଣେ ନାବାଳିକାକୁ ବଳାତ୍କାର ଉଦ୍ୟମ କରୁଥିବା ବେଳେ ମୃତ ସନିଆ ଆପତ୍ତି କରିଥିଲେ। ଯାହା ଫଳରେ ରାଗରେ ଜର୍ଜରିତ ଶିବ ତା ସାଙ୍ଗ ଚିକୁନ ସହ ସନିଆ ଘରକୁ ଯାଇ ଠେଙ୍ଗାରେ ସନ୍ନ୍ୟାସୀଙ୍କ ମୁଣ୍ଡକୁ ଶକ୍ତ ପ୍ରହାର ଦେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ପରିବାର ଲୋକେ ବୃଦ୍ଧ ସନିଆ କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଦିଗପହଣ୍ଡି ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। କିନ୍ତୁ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ଘଟଣା କୁ ନେଇ ପୁତ୍ର ବିଚିତ୍ର ଗୌଡ଼ ଥାନା ରେ ଅଭିଯୋଗ କରିଥିଲେ ଓ ପୋଲିସ ଅଭିଯୋଗ ଗ୍ରହଣ କରି ମାମଲା ରୁଜୁ କରି ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଥିବା ବେଳେ ଅଭିଯୁକ୍ତ ଦୁଇଜଣ କେ ନୁଆ ଗାଁ ଥାନା ରେ ଆତ୍ମସମର୍ପଣ କରିଥିବା ଜଣାପଡିଛି।

News Comment

You Might Also Like

BACK TO TOP