Breaking News

ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||     

ଶୀତଦିନେ ଶିଶୁଙ୍କ ସ୍ୱାସ୍ଥ୍ୟ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ||

07-Jan-2026

ଶୀତଦିନେ ଶିଶୁଙ୍କ ସ୍ଵାସ୍ଥ୍ଯ ସଚେତନା ଓ ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ ।

ଓଡିଶା ଜନ ମତ, କୈଳାଶ ଚନ୍ଦ୍ର ଚୌଧୁରୀ,ବ୍ରହ୍ମପୁର

 ସହର ହରିହର ନଗର ସ୍ଥିତ ଭରଦ୍ବାଜ ପ୍ରତିଷ୍ଠାନ ଠାରେ ଆଜି ଶୀତଦିନେ ଶିଶୁଙ୍କ ସ୍ଵାସ୍ଥ୍ୟ ରକ୍ଷା ସଚେତନା ଓ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି l ଆରୋଗ୍ୟ ଭାରତୀର ଅଧ୍ୟକ୍ଷ ଡା.ନକୁଳ ସାହୁ ଉପସ୍ଥିତ ରହି କହିଲେ ଶୀତଋତୁରେ ଭୂତାଣୁ, ଥଣ୍ଡା, କଫ ଓ ଚର୍ମ ରୋଗର ଭୟ ଥାଏ।ଶିଶୁକୁ କୋଳରେ ଚାପି ରଖନ୍ତୁ, ଶୀତ ଲୁଗା,ଗରମ ଜଳ ସ୍ନାନ ପାନ,ସୂର୍ଯ୍ୟ କିରଣରେ ବସାନ୍ତୁ।ଖଟା ରସ କିଛି ପିଆନ୍ତୁ ନାହିଁ।ଥଣ୍ଡା, କାଶ ହେଲେ ତୁଳସୀ ରସ, ଅଦା ରସ ଅଧିକ ମହୁ ମିଶାଇ ପିଅlନ୍ତୁ, ସାଧାରଣ ଜ୍ୱର ରହିଲେ ମକରଧ୍ଵଜ ମିଶାନ୍ତୁ ।ଅଧିକ ଜ୍ୱର ରହିଲେ, ଧଇଁସଇଁ ହେଲେ ତୁରନ୍ତ ଡାକ୍ତରଙ୍କୁ ଦେଖାନ୍ତୁ। କୁଣ୍ଡାଇ ହେଲେ ଗରମ ପାଣିରେ ନିମ୍ବ ପତ୍ର ପକାଇ ଗାଧାନ୍ତୁ, ମୁଗ ବଟା ବା ବେସନ ଲଗାଇ ଦେହ ସଫା କରନ୍ତୁ, ହଳଦୀ ଲଗାନ୍ତୁ। ଦେହ ଶୁଖିଲା ନରଖି ସୋରିଷତେଲ କିମ୍ବା ନଡ଼ିଆତେଲ ଲଗାନ୍ତୁ। ଅଳ୍ପ ଅଳ୍ପ ଅଧିକ ଥର ଖୁଆନ୍ତୁ।ଓଠ,ଗାଲ ଓ ନେଡିରେ ଗାଈଘିଅ ଲଗାନ୍ତୁ oଏହି ଅବସରରେ ରୋଗୀଙ୍କ ନାଡୀ, ରକ୍ତଚାପ, ରକ୍ତ ଶର୍କରା, ଗଣ୍ଠିବାତ,ସ୍ନାୟୁ ରୋଗ, ଅମ୍ଳପିତ୍ତ, ସ୍ତ୍ରୀରୋଗଆଦି ବିଭିନ୍ନ ରୋଗର ପରୀକ୍ଷା କରି ଚିକିତ୍ସା ପରାମର୍ଶ ଓ ଔଷଧ ବିତରଣ କରାଯାଇଥିଲା।ଶିବିରର ପରିଚାଳନାରେ ସହଯୋଗ କରିଥିଲେ ଡି.ଶ୍ରୀନିବାସ ରାଓ।

News Comment

You Might Also Like

BACK TO TOP