Breaking News

ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||     

ଗଛକୁ ମୋଟର ସାଇକେଲ ଧକ୍କାଡ଼େଇ ଦୁଇ ମୃତ, ଜଣେ ଗୁରୁତର ଆହାତ,

08-Jan-2026

ଗଛକୁ ମୋଟରସାଇକେଲ ଧକ୍କାଦେବା  ଫଳରେ ଦୁଇ ମୃତ ଜଣେ ଗୁରୁତର ଆହତ( 

ଓଡିଶା ଜନ ମତ,କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର,

ଗଞ୍ଜାମ ଜିଲ୍ଲା ଜରଡା ଥାନା ଅନ୍ତର୍ଗତ ସୁରଙ୍ଗୀ ମନ୍ଦରଡା ରାସ୍ତାରେ ଗୋଟିଏ ଗଛକୁ ମୋଟରସାଇକେଲ ଧକ୍କା ଫଳରେ କେଦାର ନାଇକ ଓ ରାହୁଳ ନାଇକ ନାମକ ଦୁଇ ଜଣ ଯୁବକଙ୍କ ମୃତ୍ୟୁ ଘଟିଥିଲା ବେଳେ ଅନ୍ୟ ଜଣେ ବନ୍ଧୁ ରଞ୍ଜନ ନାଇକ ଗୁରୁତର ଆହତ ହୋଇ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଘଟଣାରୁ ପ୍ରକାଶ ଯେ ଉକ୍ତ ତିନି ବନ୍ଧୁ ଗୋଟିଏ ମୋଟରସାଇକେଲ ରେ ନିକଟସ୍ଥ ତିତିଗାଁ ରୁ ମୋଟରସାଇକେଲ ଯୋଗେ ମନ୍ଦରଡା ଗାଁ କୁ ଫେରୁଥିବା ବେଳେ ଭାରସାମ୍ୟ ହରାଇ ରାସ୍ତା କଡ଼ ଗଛକୁ ଜୋରରେ ଧକ୍କା ଦେଇଥିଲା ଓ ତିନି ଯୁବକ ଗୁରୁତର ଆହତ ହୋଇ ରାସ୍ତା କଡ଼ରେ ଛିଟିକି ହୋଇ କଷ୍ଟ ପାଉଥିବା ବେଳେ ସ୍ଥାନୀୟ ଲୋକେ ସମସ୍ତଙ୍କୁ ଆମ୍ବୁଲାନ୍ସ ଯୋଗେ ପାତ୍ରପୁର ଡାକ୍ତରଖାନାକୁ ପଠାଇ ଥିଲେ। ଡାକ୍ତର କେଦାର ଓ ରାହୁଳ କୁ ମୃତ ଘୋଷଣା କରିଛନ୍ତି ଓ ଗୁରୁତର ରଞ୍ଜନ କୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତରିତ କରିଛନ୍ତି। ଖବର ପାଇ ଜରଡା ପୋଲିସ ଘଟଣାସ୍ଥଳରେ ଓ ଡାକ୍ତରଖାନାରେ ପହଞ୍ଚି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣା ର ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP