Breaking News

ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||     

ରାସ୍ତା କଦକୁ ଖସି ମୋଟର ଆରୋହୀଙ୍କ ମୃତ୍ୟୁ |

08-Jan-2026

ରାସ୍ତା କଡ଼କୁ ଖସି ମୋଟରସାଇକେଲ ଆରୋହୀ ମୃତ

 ଓଡିଶା ଜନ ମତ,କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର,

ପୁରୁଷୋତ୍ତମ ପୁର ସହର ନନ୍ଦିକ ସାହିର କୃଷ୍ଣ ଚନ୍ଦ୍ର ଗୌଡ ନାମକ ଜଣେ ଯୁବକ ଭୋଜି କାର୍ଯ୍ୟକ୍ରମ ରେ ଯୋଗ ଦେଇ ଘରକୁ ଫେରିବା ବେଳେ  ବାଲିଆଶଙ୍ଖ ନିକଟସ୍ଥ ରାସ୍ତା କଡ଼କୁ ଖସି ପଡ଼ିଥିଲେ। ନିକଟସ୍ଥ ଗ୍ରାମ ବାସିନ୍ଦା ତାଙ୍କୁ ସେଠାରୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ପୁରୁଷୋତ୍ତମ ପୁର ଡାକ୍ତରଖାନାକୁ ଚିକିତ୍ସା ପାଇଁ ପଠାଇଥିଲେ। କିନ୍ତୁ କୃଷ୍ଣଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। କିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୋଟରସାଇକେଲ ଉଦ୍ଧାର କରିଛନ୍ତି ଓ ଡାକ୍ତରଖାନାରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣା ର ତଦନ୍ତ ଆରମ୍ଭ କରିଛନ୍ତି।ମୃତ କୃଷ୍ଣ ଜଣେ ଜଳଖିଆ ଦୋକାନ କରି ଘର ଚଳାଉଥିଲେ। ବର୍ତମାନ ତାଙ୍କ ଘରେ ଆଉ ରୋଜଗାରୀଆ କେହି ନାହାନ୍ତି। ପ୍ରଶାସନ ପକ୍ଷରୁ ସହଯୋଗ ର ଆବଶ୍ୟକତା ରହିଛି ବୋଲି ଗ୍ରାମବାସୀ କହିଛନ୍ତି।

News Comment

You Might Also Like

BACK TO TOP