Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ବିଦ୍ୟୁତ ଆଘାତରେ ଗୃହ ରଖିଙ୍କ ଅକାଳ ବିୟୋଗ,

08-Jan-2026

ବିଦ୍ୟୁତ୍ ଆଘାତରେ ଗୃହରକ୍ଷୀ ଙ୍କର ଅକାଳ ବିୟୋଗ

ଓଡିଶ ଜନ ମତ  କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର,

ଛତ୍ରପୁର ଥାନା ଅନ୍ତର୍ଗତ ପୁରୁଣା ପାଟଣା ଗ୍ରାମର ଦିବାକର ଗୌଡ ନାମକ ଜଣେ ବ୍ୟକ୍ତି ଙ୍କର ମୃତ୍ୟୁ ଘଟିଛି ଓ ସେ ଗୃହରକ୍ଷୀ ଭାବେ କାର୍ଯ୍ୟରତ ବୋଲି ଜଣାପଡିଛି। ଘଟଣାରୁ ପ୍ରକାଶ ଯେ ନିଜ ଘର ସାମନାରେ ଏକ ଭୋଜି କାର୍ଯ୍ୟକ୍ରମ ରେ କାମ କରୁଥିବା ବେଳେ ଅସାବଧାନତା ବଶତଃ ବିଦ୍ୟୁତ୍ ସଂଯୋଗ ରେ ଗୁରୁତର ଆହତ ହୋଇ ଚିକିତ୍ସା ପାଇଁ  ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଥିଲେ। କିନ୍ତୁ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଡାକ୍ତରଖାନାରେ ପହଞ୍ଚି ମୃତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।

News Comment

You Might Also Like

BACK TO TOP