Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ପ୍ଲାଷ୍ଟିକ ମୁକ୍ତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ |

08-Jan-2026

ପ୍ଲାଷ୍ଟିକ ମୁକ୍ତ ସଚେତନତା କାର୍ଯ୍ୟକ୍ରମ

ବେଗୁନିଆପଡା-କୋଦଳା ଲଷ୍ମୀନାରାୟଣ ସ୍ନାତକ ମହାବିଦ୍ୟାଳୟ ପରିସରରେ ପରିବେଶ ସୁରକ୍ଷା ଏବଂ ପ୍ଲାଷ୍ଟିକ ମୁକ୍ତ ସ୍ଥାୟୀ କ୍ୟାମ୍ପସ ସୃଷ୍ଟି ନିମନ୍ତେ ସଚେତନତା କାର୍ଯ୍ୟକ୍ରମ ମହାବିଦ୍ୟାଳୟ ର ଅଧ୍ୟକ୍ଷ ଶ୍ରୀଯୁକ୍ତ ରଘୁନାଥ ମୁଦୁଲି ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ହୋଇଯାଇଛି l  ପ୍ରାରମ୍ଭରେ ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନର ସଂଯୋଜକ ଅଧ୍ୟାପକ ଭବାନୀ ଶଙ୍କର ଆଚାର୍ଯ୍ୟ କାର୍ଯ୍ୟକ୍ରମର ଆଭିମୁଖ୍ୟ ଉପରେ ଆଲୋଚନା କରିଥିଲେ l ମହାବିଦ୍ୟାଳୟ ଅଧ୍ୟକ୍ଷ ରଘୁନାଥ ମୁଦୁଲି ଉକ୍ତ କାର୍ଯ୍ୟକ୍ରମର ସମ୍ପର୍କେ ଆଲୋକପାତ କରିଥିଲେ । ଉପସ୍ଥିତ ଅତିଥି ମାନଙ୍କ ମଧ୍ୟରେ ପ୍ରଶାସନିକ ଅଧିକାରୀ ଅଧ୍ୟାପିକା ରଞ୍ଜୁବାଳା ନନ୍ଦ, ଅନ୍ତର୍ନିହିତ ଗୁଣାବଳୀ ବର୍ଦ୍ଧକ ସଂଯୋଜକ ଅଧ୍ୟାପକ ସପନ କୁମାର ଦାଶ,  ଅଧ୍ୟାପକ  ଆଲୋକ ଜେନା, ଅଧ୍ୟାପିକା ସୁଶ୍ରୀ ମନୀଷା ପଟ୍ଟନାୟକ ଆଦି ପ୍ଲାଷ୍ଟିକ ମୁକ୍ତ ପରିବେଶ ଗଠନପାଇଁ ଛାତ୍ରଛାତ୍ରୀ ଙ୍କ ନିକଟରେ ସୁଚିନ୍ତିତ ବକ୍ତବ୍ୟ ରଖିଥିଲେ । ଉକ୍ତ କାର୍ଯ୍ୟକ୍ରମ ପରିଚାଳନା ନିମନ୍ତେ ଅଧ୍ୟାପିକ ସୁଶ୍ରୀ ପ୍ରିୟଦର୍ଶନୀ ସାହୁ ସହଯୋଗ କରିଥିଲେ । ସମସ୍ତ ବିଭାଗୀୟ ଅଧ୍ୟାପକ ଅଧ୍ୟାପିକା ଙ୍କ ଉପସ୍ଥିତିରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱଲାଭ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା । ପରିଶେଷରେ ଅଧ୍ୟାପକ  ଲିପୁନ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।

News Comment

You Might Also Like

BACK TO TOP