Breaking News

ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||     

ତାରା ତାରିଣୀ ମହାବିଦ୍ୟାଳୟ ଏନ ଏସ ଏସ ମହିଳା ବିଭାଗର ଶୀତ କାଳୀନ ସ୍ୱତନ୍ତ୍ର ଶିବିର ଉଦ ଘାଟିତ ||

09-Jan-2026

ତାରାତାରିଣୀ ମହାବିଦ୍ୟାଳୟ ଏନ୍‌ଏସ୍‌ଏସ୍‌ ମହିଳା ବିଭାଗର ଶୀତକାଳୀନ ସ୍ୱତନ୍ତ୍ର ଶିବିର ଉଦ୍ଘାଟିତ, 

ପୁରୁଷୋତ୍ତମପୁର : ସ୍ଥାନୀୟ ତାରାତାରିଣୀ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ମହିଳା ବିଭାଗର ତରଫରୁ ପୋଷ୍ୟଗ୍ରାମ ଭୂତସରସିଙ୍ଗି ଗ୍ରାମରେ ଶୀତକାଳୀନ ସ୍ୱତନ୍ତ୍ର ଶିବିରର ଉଦ୍ଘାଟନ ଉତ୍ସବ ଡଃ ସ୍ୱାଗତିକା ଦାଶଙ୍କ ତତ୍ତ୍ୱାବଧାନରେ ସଫଳତାର ସହିତ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ଡଃ ଦାଶ ଅତିଥି ପରିଚୟ ପ୍ରଦାନ କରିଥିବାବେଳେ ମୁଖ୍ୟ ଅତିଥି ଭାବେ ପୁରୁଷୋତ୍ତମପୁର ବ୍ଲକ ବିଡିଓ ଶ୍ରୀ ଶରତ କୁମାର ପାତ୍ର ଯୋଗଦେଇ ଏନ୍‌ଏସ୍‌ଏସ୍‌ର କାର୍ଯ୍ୟକାରିତା, ଗଠନମୂଳକ କାର୍ଯ୍ୟ ଏବଂ ମୂଳତତ୍ତ୍ୱ ସମ୍ପର୍କରେ ସ୍ୱେଚ୍ଛାସେବୀମାନଙ୍କୁ ଆଲୋକିତ କରିଥିଲେ।କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ ପ୍ରଦୀପ କୁମାର ସାହୁ ଅଧ୍ୟକ୍ଷତା କରିଥିବାବେଳେ ସମ୍ମାନିତ ଅତିଥି ଭାବେ ବରିଷ୍ଠ ଅଧ୍ୟାପକ ଓ ଉପଯେଷ୍ଠା କମିଟିର ସଦସ୍ୟ ଡଃ ରମେଶ ଚନ୍ଦ୍ର ସେନାପତି ଯୋଗଦେଇ ସପ୍ତଦିନୀୟ ଶିବିରର କାର୍ଯ୍ୟସୂଚୀ ଉପରେ ଆଲୋଚନା କରିବା ସହ ସ୍ୱେଚ୍ଛାସେବୀମାନେ କିପରି ସାମାଜିକ ସଚେତନତା ସୃଷ୍ଟି କରିପାରିବେ ସେଥିପାଇଁ ଗୁରୁତ୍ୱ ଦେଇଥିଲେ।ଅନ୍ୟତମ ବରିଷ୍ଠ ଅଧ୍ୟାପକ ଡଃ ପ୍ରମୋଦ କୁମାର ଚୌଧୁରୀ ସୁସମାଜ ଗଠନ ସହ ଗ୍ରାମବାସୀଙ୍କ ସହ ସୁସମ୍ପର୍କ ସ୍ଥାପନ କରି ତାଙ୍କ ସମସ୍ୟା ବୁଝି ସମାଧାନ ପାଇଁ ଚେଷ୍ଟା କରିବାକୁ ସ୍ୱେଚ୍ଛାସେବୀମାନଙ୍କୁ ପରାମର୍ଶ ଦେଇଥିଲେ। ସ୍ୱତନ୍ତ୍ର ଅତିଥି ଭାବେ ସରପଞ୍ଚ ଶ୍ରୀ ମନୋଜ ଦାସ ଯୋଗଦେଇଥିଲେ।ଶେଷରେ କେ. ବିଜୟଲକ୍ଷ୍ମୀ ରାଓ ଧନ୍ୟବାଦ ଅର୍ପଣ କରି କାର୍ଯ୍ୟକ୍ରମର ସମାପନ କରିଥିଲେ।

News Comment

You Might Also Like

BACK TO TOP