Breaking News

ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||     

ଋଷିକୁଲ୍ୟା ରୟତ ମହାସଭା ର ବିକ୍ଷୋଭ ଏବଂ ଦାବିପତ୍ର ପ୍ରଦାନ ||

10-Jan-2026

ୠଷିକୂଲ୍ୟା ରୟତ ମହାସଭାର ବିକ୍ଷୋଭ ଏଵଂ ଦାବୀପତ୍ର ପ୍ରଦାନ।

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା

  ତା.୧୦/୦୧/୨୦୨୬:

 ଚଳିତ ମାସ ୯ ତାରିଖ ଶୁକ୍ରବାର ଦିନ ୠଷିକୂଲ୍ୟା ରୟତ ମହାସଭା ପକ୍ଷରୁ ସ୍ଥାନୀୟ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖରେ ୮ ଦଫା ଦାବି ପୁରଣ ନେଇ ବିକ୍ଷୋଭ ଏଵଂ ଦାବୀପତ୍ର ପ୍ରଦାନ କାର୍ଯ୍ୟକ୍ରମ କରାଯାଇଥିଲା। ପୋଲସରା ଶାଖା ଆବାହକ ସିଦ୍ଧ ପ୍ରସାଦ ସାହୁ ଓ ପ୍ରମୋଦ ସ୍ୱାଇଁ ଉଭୟଙ୍କ ଆବାହକତ୍ଵରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଜ୍ୟସ୍ତରୀୟ କଟକ ମଜଦୁର ମହାସଂଘର ରାଜ୍ୟ ସଭାପତି ସଚିନ ମହାପାତ୍ର ଅତିଥି ଭାବେ ଯୋଗ ଦେଇଥିଲେ।ଏହି ଅବସରରେ ଅତିଥି ମହାପାତ୍ର ଚଳିତ ବର୍ଷ ଚାଷୀଙ୍କ ଧାନମଣ୍ଡି ସମସ୍ୟା, ସାଙ୍ଗକୁ ଧାନ ବିକ୍ରିବେଳେ ମିଲର ମାନେ ଯେଉଁ ଓଜନରେ କଟନି ଛଟନି କରିବା ସହିତ ସରକାର ଯେଉଁଭଳି ଭାବେ ଅଣଦେଖା କରୁଛନ୍ତି ଏବଂ ଚାଷୀଙ୍କ ସମସ୍ୟାକୁ ସମ୍ମାନର ସହିତ ଗୁରୁତ୍ଵ ଦେଇ ପ୍ରଶାସନିକ ଅଧିକାରୀମାନଙ୍କ ସହଯୋଗ ଇତ୍ୟାଦି ସମ୍ବନ୍ଧରେ ବକ୍ତବ୍ୟ ରଖିଥିଲେ। ପରେ ୮ ଦଫା ଦାବିପତ୍ର ସହିତ ଶଶିଭୂଷଣ ମହାପାତ୍ରଙ୍କୁ ପଞ୍ଚାୟତରେ ସ୍ଥାନୀୟ ତହସିଲ କାର୍ଯ୍ୟାଳୟକୁ ଯାଇ ଉପସ୍ଥିତ ତହସିଲଦାର ଦୀପ୍ତିମୟୀ ମହାପାତ୍ରଙ୍କୁ ମଧ୍ୟ ଦାବିପତ୍ର ଦେବା ସହ ବ୍ଲକ୍ ମୁଖ୍ୟ କାର୍ଯ୍ୟାଳୟରେ ଜନ ସାଧାରଣଙ୍କ ସୁବିଧା ସକାଶେ କେତେକ ଭବନ ନିର୍ମାଣ କରିବାକୁ ଦାବି କରିଥିଲେ। କାର୍ଯ୍ୟକ୍ରମରେ ପୋଲସରା ଶାଖାର ସମସ୍ତ କର୍ମକର୍ତ୍ତା ଏବଂ ସମେତ ବହୁ ସଂଖ୍ୟାରେ କୃଷକମାନେ ଯୋଗଦେଇଥିଲେ।

News Comment

You Might Also Like

BACK TO TOP