Breaking News

ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||     

ଅଜଣା ଗାଡି ଧକ୍କାରେ ମହିଳା ଙ୍କ ମୃତ୍ୟୁ,

10-Jan-2026

ଅଜଣା ଗାଡ଼ି ଧକ୍କାରେ ମହିଳାଙ୍କ ମୃତ୍ୟୁ,

ଓଡିଶା ଜନ ମତ,କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର;

ଜାତୀୟ ରାଜପଥ ୧୬ ଗୋଳନ୍ଥରା ଥାନା ସମ୍ମୁଖରେ ଏକ ଅଜଣା ଟ୍ରକ୍ ଧକ୍କାରେ ନିକଟସ୍ଥ ଭାଲିଆଗଡ ଗ୍ରାମ ର ଡି ଦେବୀ ନାମ୍ନୀ ଜଣେ ମହିଳାଙ୍କର ଚିକିତ୍ସାଧୀନ ଅବସ୍ଥାରେ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ସନ୍ତୋଷୀ ମନ୍ଦିରକୁ ଯିବା ପାଇଁ ବସ୍ ଯୋଗେ ଆସି ଗୋଳନ୍ଥରା ଥାନା ସମ୍ମୁଖରେ ଓହ୍ଲାଇ ରାସ୍ତା ପାର ହେଉଥିବା ବେଳେ ଗୋଟିଏ ଟ୍ରକ ଧକ୍କା ଦେଇ ଘଟଣାସ୍ଥଳରୁ ଚମ୍ପଟ୍ ମାରିଛି। ଥାନା କର୍ମଚାରୀମାନେ ଗୁରୁତର ମହିଳାଙ୍କୁ ଚିକିତ୍ସା ପାଇଁ ବଡଡାକ୍ତରଖାନାରେ ଭର୍ତ୍ତି କରିଥିଲେ। କିନ୍ତୁ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।ଏ ସମ୍ପର୍କରେ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜ୍ଜୁ ହୋଇଛି ଓ ଜାତୀୟ ରାଜପଥ ରେ ଲାଗିଥିବା ବିଭିନ୍ନ ସି ସି ଟି ଭି ଫୁଟେଜ ଯାଞ୍ଚ କରି ଦୁର୍ଘଟଣାଗ୍ରସ୍ତ ଗାଡି କୁ ଧରାଯିବ ବୋଲି ଥାନା ସୁତ୍ରରୁ ପ୍ରକାଶ ପାଇଛି।

News Comment

You Might Also Like

BACK TO TOP