Breaking News

ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||     

ବୁଗୁଡ଼ା ବ୍ଳକର ପିତାମହ ଆଉନାହାନ୍ତି |

10-Jan-2026

ବୁଗୁଡା ବ୍ଳକର ପିତାମହ ରେବତୀ ବାବୁ ଆଉ ନାହାଁନ୍ତି,

ଓଡ଼ିଶା ଜନମତ,ପୋଲସରା ସନ୍ତୋଷ କୁମାର ପଣ୍ଡା
ବୁଗୁଡ଼ା,  ୧୦/୦୧/୨୬ : 

ଗଞ୍ଜାମ ଜିଲ୍ଲା ତଥା ବୁଗୁଡା ବ୍ଳକର ବରିଷ୍ଠ ରାଜନେତା ରେବତୀ ମୋହନ ନାୟକଙ୍କ ୧୦/୦୧/୨୬ ତାରିଖ ଅପରାହ୍ନ ପ୍ରାୟ ୫ ସମୟରେ ବ୍ରହ୍ମପୁର ସମ ହସପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ୯୦ ବର୍ଷ ବୟସରେ ଦେହାନ୍ତ ହୋଇଯାଇଛି। ସ୍ବର୍ଗତ ରେବତୀ ମୋହନ ନାୟକ ବିଜୁ ବାବୁଙ୍କ ଘନିଷ୍ଠ ସହଯୋଗୀ ସହ ତାଙ୍କର ଦୃଢ଼ ସମର୍ଥକ ଥିଲେ। ରେବତୀ ବାବୁଙ୍କ ଦେହାନ୍ତ ବୁଗୁଡା ବ୍ଳକ ପାଇଁ ଏକ ଅପୁରାଣୀୟ କ୍ଷତି। ସ୍ବର୍ଗତ ରେବତୀ ମୋହନ ନାୟକ ଦଳ ମତ ନିର୍ବିଶେଷରେ ସମସ୍ତଙ୍କ ପ୍ରିୟପାତ୍ର ଥିଲେ। ସ୍ୱର୍ଗତ ଶ୍ରୀ ନାୟକ ଭୂଉନ୍ନୟନ ସମବାୟ ବ୍ୟାଙ୍କର ରାଜ୍ୟ ଚେୟାରମ୍ୟାନ, ଗଞ୍ଜାମ ଜିଲ୍ଲା ପରିଷଦର ଅଧ୍ୟକ୍ଷ, ଗଞ୍ଜାମ ଜିଲ୍ଲା ବିଜୁ ଜନତା ଦଳର ସଭାପତି, ବୁଗୁଡା ବ୍ଳକର ବହୁଥର ଅଧ୍ୟକ୍ଷ ଭାବେ କାର୍ଯ୍ୟ ସୁଚାରୁଭାବେ ପରିଚାଳନା କରି ପ୍ରସଂଶନୀୟ ହୋଇଛନ୍ତି। ତାଙ୍କର ଦେହାନ୍ତ ଖବର ପ୍ରଚାର ହେବା ପରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

News Comment

You Might Also Like

BACK TO TOP