Breaking News

ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||     

ସଫେଇ କର୍ମଚାରୀ ଙ୍କୁ ଶୀତ ବସ୍ତ୍ର ପ୍ରଦାନ,

11-Jan-2026

ସଫେଇ କର୍ମଚାରୀମାନଙ୍କୁ ଶୀତ ବସ୍ତ୍ର ପ୍ରଦାନ।

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ, ; 

ଆଜି  ସାନ ଓ ନୀଳ ଫାଉଣ୍ଡେସନ ତରଫରୁ ସ୍ଥାନୀୟ  ରାଉତପେଣ୍ଠା ସାହି ସ୍ଥିତ ଶ୍ରୀ ରଘୁନାଥ ମନ୍ଦିର କଲ୍ୟାଣ ମଣ୍ଡପରେ ସମସ୍ତ ସଫେଇ କର୍ମଚାରୀ ଙ୍କୁ ଓ ଅନ୍ୟ ନିରୀହ ଲୋକଙ୍କୁ ଶୀତ ବସ୍ତ୍ର ବଣ୍ଟନ କରାଗଲା. ସାନ ଓ ନୀଳ ଫାଉଣ୍ଡେସନର ଅଧ୍ୟକ୍ଷ ଶ୍ରୀ ପି. ଧର୍ମା ରାଓ, ଉପ ସଭାପତି  ଏସ.ଚିଟ୍ଟୀ ବାବୁ, ସଦସ୍ୟ ଏସ ସୁଶୀଳା ଦେବୀ,ଶମୀର ସିଂ, ଦୁର୍ଗାପ୍ରାସାଦ ଆଚlରୀ, ସମାଜ ସେବୀ ଶ୍ରୀ ତ୍ରିନାଥ ମହାରଣା,ପୂର୍ଣ୍ଣ ଚନ୍ଦ୍ର ସାହୁ, ଦିଗାମ୍ବର ସାହୁ, ମଙ୍ଗୁଳୁ ନାୟକ ଉପସ୍ଥିତ ଥିଲେ.ଶ୍ରୀ ଧର୍ମା ରାଓ କହିଲେ ଯେ ଗତ ଦୁଇ ମାସ ହେଲା  ସହର ର ବିଭିନ୍ନ ସ୍ଥାନ ରେ ଶୀତ ବସ୍ତ୍ର ଗରିବ ଓ ନିରୀହ ଲୋକଙ୍କୁ ବଣ୍ଟନ କରାଯାଇଛି।ବ୍ରହ୍ମପୁର ର ବିଭିନ୍ନ ୱାର୍ଡ ର ସୋଫାଇ କର୍ମଚାରୀଙ୍କୁ ଦିଆଯାଇଛି।ଆଗାମୀ ଦିନ ରେ ମଧ୍ୟ ଏ ସେବା କାର୍ଯ୍ୟ ଚାଲିବ ଓ ଗରିବ ନିଷ୍ପେସିତ ବ୍ୟକ୍ତି ବିଶେଷଙ୍କ ସେବା ପାଇଁ ଆମେ ପ୍ରତିଶ୍ରୁତି ବଦ୍ଧ. ତ୍ରିନାଥ ମହାରଣା ସଂଘ ଚଳାଇଥିବା ସମସ୍ତ ସେବା କାର୍ଯ୍ୟ କୁ ସମସ୍ଥଙ୍କୁ ଅବଗତ କରାଇବା ସହ ଏସ ଚିଟ୍ଟୀ ବାବୁ ଧନ୍ୟବାଦ ଅର୍ପଣ କରିଛନ୍ତି।

News Comment

You Might Also Like

BACK TO TOP