Breaking News

ମନ୍ଦିର କୁ ମଧ୍ୟ ଛାଡିଲେନି ଚୋର ||ଦକ୍ଷିଣ କାଳୀ ହୁଣ୍ଡୀ ଭାଙ୍ଗି ନେଇଗଲେ ଟଙ୍କା, ସୁନା|   (12-Aug-2026)       ||      ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା |   (12-Aug-2026)       ||      ପାର୍ଥନା ବାହାନା ରେ ଡାକି ମହିଳା ଙ୍କୁ କଲେ ବଳତ୍କାର |   (12-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ଓ ୟୁ ଡବ୍ଲ୍ୟୁ ଜେ ର ସଂଙ୍ଘଠନିକ ବୈଠକ ଓ ନୂତନ ସଦସ୍ୟ ଙ୍କୁ ଆଇକାର୍ଡ ପ୍ରଦାନ |   (12-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ସ୍ୱତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ |    (12-Aug-2026)       ||      ସମ୍ବାଦ ସାହିତ୍ୟ ଘର ପକ୍ଷରୁ 20 ହଜାର ଚାରା ରୋପଣ |   (12-Aug-2026)       ||      ଆର ଏସ ଏସ ପକ୍ଷରୁ ହୁମ୍ମା ଠାରେ ଗୁରୁପୂର୍ଣ୍ଣିମା ପାକିତ |    (12-Aug-2026)       ||      ପୋଲସରା ରେ ବିଶାଳ ତ୍ରିରଙ୍ଗା ଶୋଭା ଯାତ୍ରା |    (12-Aug-2026)       ||      କଲ୍ୟାଣ ସିଂହ ପୁର ବ୍ଲକରେ ସ୍ୱତନ୍ତ୍ର ସମିତି ସମୀକ୍ଷା ବୈଠକ ଅନୁଷ୍ଠିତ ||   (12-Aug-2026)       ||      ବସ ଧକ୍କାରେ ଦୁଇ ଛେଳି ମୃତ, ଗାଈ ଓ ବଳଦ ଗୁରୁତର |   (12-Aug-2026)       ||      ନିଜ ପୈତୃକ ଗାଁ ଉତ୍ତରାଖଣ୍ଡ ର ପୀଥୋରାଗଡ଼ଜିଲ୍ଲା ରେ ରିଷଭ ପନ୍ତ ଙ୍କ ପାଇଁ ତାଙ୍କ ମା ଘର କରିବେ |   (12-Aug-2026)       ||      ଶୌଚାଳୟ ଅକାମି ଲୋକେ ହନ୍ତ ସନ୍ତ |    (12-Aug-2026)       ||      ପ୍ରଥମ ପୋଷ୍ଟିଙ୍ଗ ରେ କୋଟିଏ ଟଙ୍କା ର ଲାଞ୍ଚ ନେଇ ସିବିଆଇ ଜାଲରେ ଏସିପି |   (11-Aug-2026)       ||      ଗଞ୍ଜେଇ ଚୋରା ଚାଲାଣ ବେଳେ ଗିରଫ କଲା ପୋଲିସ |    (11-Aug-2026)       ||      ନିଜକୁ ଅବକାରୀ ଅଧିକାରୀ କହି ମଦ ଦୋକାନ ଯାଞ୍ଚ ବେଳେ ପୋଲିସ ଦ୍ୱାରା ଗିରଫ!|    (11-Aug-2026)       ||      ଦୁଇ ବାଇକ ସାମନା, ସାମାନି ଧକ୍କା 3 ଗୁରୁତର |    (11-Aug-2026)       ||      ନୂତନ ଧାନ ସଂଗ୍ରହ ନୀତି କୁ ପରିବର୍ତ୍ତନ ପାଇଁ ଦାବୀ |   (11-Aug-2026)       ||      ଛତ୍ରପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ବିଦ୍ୱତ ପରିଷଦ ଆଲୋଚନା ଅନୁଷ୍ଠିତ |    (11-Aug-2026)       ||      ସ୍ତ୍ରୀକୁ ହତ୍ୟା ଘଟଣାରେ ସ୍ୱାମୀକୁ ଆଜୀବନ ଜେଲ |   (11-Aug-2026)       ||      ସ୍ୱାମୀ ଲକ୍ଷ୍ମଣା ନନ୍ଦ ସରସ୍ବତୀ ମେଡିକାଲ ନାମ କରଣ ନିଷ୍ପତି କୁ ସ୍ୱାଗତ କଲେ ଜିଲ୍ଲା ବାସୀ |    (11-Aug-2026)       ||     

କୋଦଳା ବ୍ଲକ ରେ ଦାଇତ୍ୱ ନେଲେ ନୂଆଁ ବିଡ଼ିଓ,,

12-Jan-2026

ବେଗୁନିଆପଡ଼ା ବ୍ଳକରେ ଦାୟିତ୍ବ ନେଲେ ନୂଆଁ ବିଡ଼ିଓ

 ଓଡିଶା ଜନ ମତ,କୋଦଳା, ସୂର୍ଯ୍ୟ ନାରାୟଣ ବଡୁ, 

ତା --୧୨/୦୧/୨୦୨୬,

ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଳକରେ ନୂତନ ବିଡିଓ ଭାବେ ଦାୟିତ୍ବ ଗ୍ରହଣ କଲେ ଦିବ୍ଯ ରଞ୍ଜନ ବିଶ୍ଵାଳ। ଆଜି ପୂର୍ବାହ୍ନରେ ବ୍ଲକ କାର୍ଯ୍ଯାଳୟରେ ପହଞ୍ଚି ସେ ଦାୟିତ୍ବ ଭାର ଗ୍ରହଣ କରିଛନ୍ତି। ଓ ଏ ଏସ୍ ଅଧିକାରୀ ଭାବେ ପ୍ରଥମ ପୋଷ୍ଟିଂ ଭାବେ ବେଗୁନିଆପଡ଼ା ବ୍ଲକରେ ଦାୟିତ୍ବ ନେଇଛନ୍ତି ଶ୍ରୀ ବିଶ୍ବାଳ।ଦାୟିତ୍ବ ନେବା ପରେ ବ୍ଲକର ସମସ୍ତ ଅଧିକାରୀ ମାନେ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧନା ଦେଇଥିଲେ। ଜନସାଧାରଣଙ୍କୁ ଶୃଙ୍ଖଳିତ ସେବା ଯୋଗାଇବା ସହିତ ଅଞ୍ଚଳର ସମସ୍ଯାକୁ ପ୍ରାଧାନ୍ୟ ଦିଆଯିବ ବୋଲି କହିଛନ୍ତି ନୂତନ ବିଡିଓ। ସୂଚନା ଅନୁଯାୟୀ ଦୀର୍ଘ ଏକ ବର୍ଷରୁ ଊର୍ଦ୍ଧ୍ବ ଧରି ଏଠାରେ ସ୍ଥାୟୀ ବିଡ଼ିଓ ନଥିବା ବେଳେ କୋଦଳା ତହସିଲଦାର ସଶ୍ମିତା ଶତପଥୀ ଅତିରିକ୍ତ ଦାୟିତ୍ବରେ ରହିଥିଲେ। ଯାହାକୁ ନେଇ ଅଞ୍ଚଳର ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିଲେ। ଏବେ ସ୍ଥାୟୀ ବିଡ଼ିଓ ନିଯୁକ୍ତି ହେବା ପରେ ଜନସାଧାରଣଙ୍କ ସମସ୍ଯା ସମାଧାନ ହେବ ବୋଲି ଆଶା କରାଯାଉଛି।

News Comment

You Might Also Like

BACK TO TOP