Breaking News

ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା |   (12-Aug-2026)       ||      ପାର୍ଥନା ବାହାନା ରେ ଡାକି ମହିଳା ଙ୍କୁ କଲେ ବଳତ୍କାର |   (12-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ଓ ୟୁ ଡବ୍ଲ୍ୟୁ ଜେ ର ସଂଙ୍ଘଠନିକ ବୈଠକ ଓ ନୂତନ ସଦସ୍ୟ ଙ୍କୁ ଆଇକାର୍ଡ ପ୍ରଦାନ |   (12-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ସ୍ୱତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ |    (12-Aug-2026)       ||      ସମ୍ବାଦ ସାହିତ୍ୟ ଘର ପକ୍ଷରୁ 20 ହଜାର ଚାରା ରୋପଣ |   (12-Aug-2026)       ||      ଆର ଏସ ଏସ ପକ୍ଷରୁ ହୁମ୍ମା ଠାରେ ଗୁରୁପୂର୍ଣ୍ଣିମା ପାକିତ |    (12-Aug-2026)       ||      ପୋଲସରା ରେ ବିଶାଳ ତ୍ରିରଙ୍ଗା ଶୋଭା ଯାତ୍ରା |    (12-Aug-2026)       ||      କଲ୍ୟାଣ ସିଂହ ପୁର ବ୍ଲକରେ ସ୍ୱତନ୍ତ୍ର ସମିତି ସମୀକ୍ଷା ବୈଠକ ଅନୁଷ୍ଠିତ ||   (12-Aug-2026)       ||      ବସ ଧକ୍କାରେ ଦୁଇ ଛେଳି ମୃତ, ଗାଈ ଓ ବଳଦ ଗୁରୁତର |   (12-Aug-2026)       ||      ନିଜ ପୈତୃକ ଗାଁ ଉତ୍ତରାଖଣ୍ଡ ର ପୀଥୋରାଗଡ଼ଜିଲ୍ଲା ରେ ରିଷଭ ପନ୍ତ ଙ୍କ ପାଇଁ ତାଙ୍କ ମା ଘର କରିବେ |   (12-Aug-2026)       ||      ଶୌଚାଳୟ ଅକାମି ଲୋକେ ହନ୍ତ ସନ୍ତ |    (12-Aug-2026)       ||      ପ୍ରଥମ ପୋଷ୍ଟିଙ୍ଗ ରେ କୋଟିଏ ଟଙ୍କା ର ଲାଞ୍ଚ ନେଇ ସିବିଆଇ ଜାଲରେ ଏସିପି |   (11-Aug-2026)       ||      ଗଞ୍ଜେଇ ଚୋରା ଚାଲାଣ ବେଳେ ଗିରଫ କଲା ପୋଲିସ |    (11-Aug-2026)       ||      ନିଜକୁ ଅବକାରୀ ଅଧିକାରୀ କହି ମଦ ଦୋକାନ ଯାଞ୍ଚ ବେଳେ ପୋଲିସ ଦ୍ୱାରା ଗିରଫ!|    (11-Aug-2026)       ||      ଦୁଇ ବାଇକ ସାମନା, ସାମାନି ଧକ୍କା 3 ଗୁରୁତର |    (11-Aug-2026)       ||      ନୂତନ ଧାନ ସଂଗ୍ରହ ନୀତି କୁ ପରିବର୍ତ୍ତନ ପାଇଁ ଦାବୀ |   (11-Aug-2026)       ||      ଛତ୍ରପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ବିଦ୍ୱତ ପରିଷଦ ଆଲୋଚନା ଅନୁଷ୍ଠିତ |    (11-Aug-2026)       ||      ସ୍ତ୍ରୀକୁ ହତ୍ୟା ଘଟଣାରେ ସ୍ୱାମୀକୁ ଆଜୀବନ ଜେଲ |   (11-Aug-2026)       ||      ସ୍ୱାମୀ ଲକ୍ଷ୍ମଣା ନନ୍ଦ ସରସ୍ବତୀ ମେଡିକାଲ ନାମ କରଣ ନିଷ୍ପତି କୁ ସ୍ୱାଗତ କଲେ ଜିଲ୍ଲା ବାସୀ |    (11-Aug-2026)       ||      ମନରେଗା କାମରେ ଦୁର୍ନୀତି ନେଇ ବିଡ଼ିଓ ଙ୍କ ଦ୍ୱାରସ୍ତ ହେଲେ ତିରିଡା ଗ୍ରାମ୍ୟ ସଭାପତି ||   (11-Aug-2026)       ||     

ଜାତୀୟ ସେବା ଯୋଜନା ୟୁନିଟ -2-ଦ୍ୱାରା ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ |

12-Jan-2026

ଜାତୀୟ ସେବା ଯୋଜନା ୟୁନିଟ୍–୨ ଦ୍ୱାରା ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ,

      ଓଡିଶା ଜନ ମତ ବ୍ୟୁରୋ, 

ପୁରୁଷୋତ୍ତମପୁର, ତା. ୧୨/୦୧/୨୬ – ସ୍ଥାନୀୟ ତାରାତାରିଣୀ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା (NSS) ୟୁନିଟ୍–୨ (ମହିଳା ବିଭାଗ) ପକ୍ଷରୁ, କାର୍ଯ୍ୟକ୍ରମ ଅଧିକାରୀ ଡଃ ସ୍ୱାଗତିକା ଦାଶଙ୍କ ତତ୍ତ୍ୱାବଧାନରେ ଏବଂ ଭାଟକୁମାରଡା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରର ସହଯୋଗରେ ପୋଷ୍ୟଗ୍ରାମରେ ଏକ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଓ ଚିକିତ୍ସା ଶିବିର ଆୟୋଜିତ ହୋଇଥିଲା।ଏହି ଶିବିରରେ ଡଃ ସୁଶାନ୍ତ କୁମାର ବେହେରା (ମେଡିକାଲ ଅଫିସର, ଆୟୁଷ), ଡଃ ଗୋସ୍ଥା ବିହାରୀ ପାତ୍ର, ଶ୍ରୀମତୀ ସଂଗୀତା କୁମାରୀ ପ୍ରଧାନ (ANM, RBSK) ଓ ପ୍ରଦ୍ୟୁମ୍ନ କୁମାର ସ୍ୱାଇଁ (LT) ପ୍ରମୁଖଙ୍କ ସହ ଗ୍ରାମ ପଞ୍ଚାୟତର ସମସ୍ତ ଆଶାକର୍ମୀ ଉପସ୍ଥିତ ରହି ବିଭିନ୍ନ ପ୍ରକାର ସ୍ୱାସ୍ଥ୍ୟ ପରୀକ୍ଷା ଓ ଚିକିତ୍ସା ସେବା ପ୍ରଦାନ କରିଥିଲେ।ଶିବିର ମାଧ୍ୟମରେ ଆଖପାଖ ଗ୍ରାମଗୁଡ଼ିକର ବହୁ ସଂଖ୍ୟକ ଜନସାଧାରଣ ଉପକୃତ ହୋଇଥିଲେ। NSS ସ୍ୱୟଂସେବକମାନଙ୍କର ସକ୍ରିୟ ସହଯୋଗ ଓ ସୁଚାରୁ ପରିଚାଳନା ଦ୍ୱାରା କାର୍ଯ୍ୟକ୍ରମଟି ସଫଳ ଭାବେ ସମ୍ପନ୍ନ ହୋଇଥିଲା।

News Comment

You Might Also Like

BACK TO TOP