Breaking News

କଲ୍ୟାଣ ସିଂହପୁର ବ୍ଲକରେ ସ୍ୱତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ |    (12-Aug-2026)       ||      ସମ୍ବାଦ ସାହିତ୍ୟ ଘର ପକ୍ଷରୁ 20 ହଜାର ଚାରା ରୋପଣ |   (12-Aug-2026)       ||      ଆର ଏସ ଏସ ପକ୍ଷରୁ ହୁମ୍ମା ଠାରେ ଗୁରୁପୂର୍ଣ୍ଣିମା ପାକିତ |    (12-Aug-2026)       ||      ପୋଲସରା ରେ ବିଶାଳ ତ୍ରିରଙ୍ଗା ଶୋଭା ଯାତ୍ରା |    (12-Aug-2026)       ||      କଲ୍ୟାଣ ସିଂହ ପୁର ବ୍ଲକରେ ସ୍ୱତନ୍ତ୍ର ସମିତି ସମୀକ୍ଷା ବୈଠକ ଅନୁଷ୍ଠିତ ||   (12-Aug-2026)       ||      ବସ ଧକ୍କାରେ ଦୁଇ ଛେଳି ମୃତ, ଗାଈ ଓ ବଳଦ ଗୁରୁତର |   (12-Aug-2026)       ||      ନିଜ ପୈତୃକ ଗାଁ ଉତ୍ତରାଖଣ୍ଡ ର ପୀଥୋରାଗଡ଼ଜିଲ୍ଲା ରେ ରିଷଭ ପନ୍ତ ଙ୍କ ପାଇଁ ତାଙ୍କ ମା ଘର କରିବେ |   (12-Aug-2026)       ||      ଶୌଚାଳୟ ଅକାମି ଲୋକେ ହନ୍ତ ସନ୍ତ |    (12-Aug-2026)       ||      ପ୍ରଥମ ପୋଷ୍ଟିଙ୍ଗ ରେ କୋଟିଏ ଟଙ୍କା ର ଲାଞ୍ଚ ନେଇ ସିବିଆଇ ଜାଲରେ ଏସିପି |   (11-Aug-2026)       ||      ଗଞ୍ଜେଇ ଚୋରା ଚାଲାଣ ବେଳେ ଗିରଫ କଲା ପୋଲିସ |    (11-Aug-2026)       ||      ନିଜକୁ ଅବକାରୀ ଅଧିକାରୀ କହି ମଦ ଦୋକାନ ଯାଞ୍ଚ ବେଳେ ପୋଲିସ ଦ୍ୱାରା ଗିରଫ!|    (11-Aug-2026)       ||      ଦୁଇ ବାଇକ ସାମନା, ସାମାନି ଧକ୍କା 3 ଗୁରୁତର |    (11-Aug-2026)       ||      ନୂତନ ଧାନ ସଂଗ୍ରହ ନୀତି କୁ ପରିବର୍ତ୍ତନ ପାଇଁ ଦାବୀ |   (11-Aug-2026)       ||      ଛତ୍ରପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ବିଦ୍ୱତ ପରିଷଦ ଆଲୋଚନା ଅନୁଷ୍ଠିତ |    (11-Aug-2026)       ||      ସ୍ତ୍ରୀକୁ ହତ୍ୟା ଘଟଣାରେ ସ୍ୱାମୀକୁ ଆଜୀବନ ଜେଲ |   (11-Aug-2026)       ||      ସ୍ୱାମୀ ଲକ୍ଷ୍ମଣା ନନ୍ଦ ସରସ୍ବତୀ ମେଡିକାଲ ନାମ କରଣ ନିଷ୍ପତି କୁ ସ୍ୱାଗତ କଲେ ଜିଲ୍ଲା ବାସୀ |    (11-Aug-2026)       ||      ମନରେଗା କାମରେ ଦୁର୍ନୀତି ନେଇ ବିଡ଼ିଓ ଙ୍କ ଦ୍ୱାରସ୍ତ ହେଲେ ତିରିଡା ଗ୍ରାମ୍ୟ ସଭାପତି ||   (11-Aug-2026)       ||      ପୋଲସରା ମହାବିଦ୍ୟାଳୟ ରେ ଇ- ଗ୍ରନ୍ଥାଗାର ସହିତ ଅତିରିକ୍ତ ଗୃହ କୁ ଉଦଘାଟନ କଲେ ମନ୍ତ୍ରୀ ଗୋକୁଳା ନନ୍ଦ ମଲ୍ଲିକ |    (11-Aug-2026)       ||      ସ୍କାଉଟ ଓଗାଇଡ଼ସ ର ଦୀକ୍ଷାନ୍ତ ଦିବସ ସମାରୋହ |   (11-Aug-2026)       ||      ସ୍ୱାଧୀନତା ଦିବସ ପୂର୍ବରୁ ଖଲ୍ଲିକୋଟ ବିଜେପିର ଘର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ |    (11-Aug-2026)       ||     

ଯୁବମୋର୍ଚା ପକ୍ଷରୁ ରାଷ୍ଟ୍ରୀୟ ଯୁବ ଦିବସ ପାଳିତ |

12-Jan-2026

ଯୁବମୋର୍ଚ୍ଚା ପକ୍ଷରୁ ରାଷ୍ଟ୍ରୀୟ ଯୁବ ଦିବସ ପାଳନ ଓ ସ୍ୱଦେଶୀ ସଂକଳ୍ପ

ଓଡିଶା ଜନମତ, ଖୋର୍ଦ୍ଧା, ଗୋପାଳ କୃଷ୍ଣ ପ୍ରଧାନ,

ବିଜେପି ଯୁବମୋର୍ଚ୍ଚା ଖୋର୍ଦ୍ଧା ପକ୍ଷରୁ ସ୍ଵାମୀ ବିବେକାନନ୍ଦଙ୍କ ଜୟନ୍ତୀ ତଥା ରାଷ୍ଟ୍ରୀୟ ଯୁବ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଯୁବ ବନ୍ଧୁ ମାନେ ଆତ୍ମନିର୍ଭର ଭାରତ ନିମନ୍ତେ ସ୍ୱଦେଶୀ ଆପଣେବା ପାଇଁ ସଙ୍କଳ୍ପ ନେଇଥିଲେ। ଯୁବ ସମ୍ପାଦକ ଗୋପବନ୍ଧୁ ଜେନାଙ୍କ ନେତୃତ୍ବରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରାଣନାଥ ସ୍ଵୟଂଶାସିତ ମହାବିଦ୍ୟାଳୟ  ଏବଂ ମିଶନ ପସିବୁଲର ବିଦ୍ୟାର୍ଥୀ ଅଂଶଗ୍ରହଣ କରିଥିଲେ।କାର୍ଯ୍ଯକ୍ରମର ପ୍ରାରମ୍ଭରେ ଯୁବ ମାନସର ପ୍ରତୀକ ସ୍ବାମୀ ବିବେକାନନ୍ଦଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ଯ ଅର୍ପଣ କରି ଛାତ୍ରଛାତ୍ରୀମାନେ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ। ଏହି ଅବସରରେ ଗୋପବନ୍ଧୁ ଜେନା  ସ୍ବାମୀ ବିବେକାନନ୍ଦଙ୍କ ଜୀବନ ଦର୍ଶନ ସଂର୍ପକରେ ଆଲୋକପାତ କରିଥିଲା ବେଳେ ଯୁବକ ମାନେ ସ୍ୱାମୀଜଙ୍କ ପ୍ରେରଣାରେ ଅନୁପ୍ରାଣିତ ହୋଇ ରାଷ୍ଟ୍ର ଗଠନରେ ସାମିଲ୍ ହେବା ପାଇଁ ଆହ୍ବାନ ଦେଇଥିଲେ । ଭାରତ ବର୍ଷକୁ ପୁଣି ଥରେ ପରମ ବୈଭବଶାଳୀ ଆତ୍ମନିର୍ଭର ରାଷ୍ଟ୍ରରେ ପରିଣତ କରିବା ପାଇଁ ବିଦେଶୀ ଦ୍ରବ୍ଯକୁ ବର୍ଜନ କରି ସ୍ବଦେଶୀ ଦ୍ରବ୍ଯକୁ ସମସ୍ତେ ଗ୍ରହଣ କରିବା ନିମନ୍ତେ ସଂକଳ୍ପ ନେଇଥିଲେ।ଏହି କାର୍ଯ୍ୟକ୍ରମରେ ମାନସ ରଞ୍ଜନ ସ୍ବାଇଁ, ଶକ୍ତି ପ୍ରସାଦ ସ୍ୱାଇଁ, ପ୍ରଭୁଦତ୍ତ ଖୁଣ୍ଟିଆ, ରାଜେଶ ବାରିକ ପ୍ରମୁଖ ଉପସ୍ଥତ ଥିଲେ l ରିପୋର୍ଟ -ଗୋପାଳ କୃଷ୍ଣ ପ୍ରଧାନ

News Comment

You Might Also Like

BACK TO TOP