Breaking News

ନିଜ ପୈତୃକ ଗାଁ ଉତ୍ତରାଖଣ୍ଡ ର ପୀଥୋରାଗଡ଼ଜିଲ୍ଲା ରେ ରିଷଭ ପନ୍ତ ଙ୍କ ପାଇଁ ତାଙ୍କ ମା ଘର କରିବେ |   (12-Aug-2026)       ||      ଶୌଚାଳୟ ଅକାମି ଲୋକେ ହନ୍ତ ସନ୍ତ |    (12-Aug-2026)       ||      ପ୍ରଥମ ପୋଷ୍ଟିଙ୍ଗ ରେ କୋଟିଏ ଟଙ୍କା ର ଲାଞ୍ଚ ନେଇ ସିବିଆଇ ଜାଲରେ ଏସିପି |   (11-Aug-2026)       ||      ଗଞ୍ଜେଇ ଚୋରା ଚାଲାଣ ବେଳେ ଗିରଫ କଲା ପୋଲିସ |    (11-Aug-2026)       ||      ନିଜକୁ ଅବକାରୀ ଅଧିକାରୀ କହି ମଦ ଦୋକାନ ଯାଞ୍ଚ ବେଳେ ପୋଲିସ ଦ୍ୱାରା ଗିରଫ!|    (11-Aug-2026)       ||      ଦୁଇ ବାଇକ ସାମନା, ସାମାନି ଧକ୍କା 3 ଗୁରୁତର |    (11-Aug-2026)       ||      ନୂତନ ଧାନ ସଂଗ୍ରହ ନୀତି କୁ ପରିବର୍ତ୍ତନ ପାଇଁ ଦାବୀ |   (11-Aug-2026)       ||      ଛତ୍ରପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ବିଦ୍ୱତ ପରିଷଦ ଆଲୋଚନା ଅନୁଷ୍ଠିତ |    (11-Aug-2026)       ||      ସ୍ତ୍ରୀକୁ ହତ୍ୟା ଘଟଣାରେ ସ୍ୱାମୀକୁ ଆଜୀବନ ଜେଲ |   (11-Aug-2026)       ||      ସ୍ୱାମୀ ଲକ୍ଷ୍ମଣା ନନ୍ଦ ସରସ୍ବତୀ ମେଡିକାଲ ନାମ କରଣ ନିଷ୍ପତି କୁ ସ୍ୱାଗତ କଲେ ଜିଲ୍ଲା ବାସୀ |    (11-Aug-2026)       ||      ମନରେଗା କାମରେ ଦୁର୍ନୀତି ନେଇ ବିଡ଼ିଓ ଙ୍କ ଦ୍ୱାରସ୍ତ ହେଲେ ତିରିଡା ଗ୍ରାମ୍ୟ ସଭାପତି ||   (11-Aug-2026)       ||      ପୋଲସରା ମହାବିଦ୍ୟାଳୟ ରେ ଇ- ଗ୍ରନ୍ଥାଗାର ସହିତ ଅତିରିକ୍ତ ଗୃହ କୁ ଉଦଘାଟନ କଲେ ମନ୍ତ୍ରୀ ଗୋକୁଳା ନନ୍ଦ ମଲ୍ଲିକ |    (11-Aug-2026)       ||      ସ୍କାଉଟ ଓଗାଇଡ଼ସ ର ଦୀକ୍ଷାନ୍ତ ଦିବସ ସମାରୋହ |   (11-Aug-2026)       ||      ସ୍ୱାଧୀନତା ଦିବସ ପୂର୍ବରୁ ଖଲ୍ଲିକୋଟ ବିଜେପିର ଘର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ |    (11-Aug-2026)       ||      ପିତା ମାତାଙ୍କ ମୃତ୍ୟୁ ପରେ ବେସାହାରା ହେଲେ ଚାରି କୁନି ଚୁଆ |    (11-Aug-2026)       ||      ପ୍ରଭୁ ଗୋରେଖ ନାଥ ଙ୍କ ପୀଠରେ ଅପର୍ଯ୍ୟାପ୍ତ କାଉଡିଆ ଙ୍କ ଭିଡ଼ ,|    (11-Aug-2026)       ||      ବସ ଦୁର୍ଘଟଣାରେ ଅଟୋ ଚାଳକ ମୃତ, ଓଜଣେ ଗୁରୁତର |    (11-Aug-2026)       ||      ସାର୍ଟିଫିକେଟ ବନ୍ଧା ପଡିଥିବାରୁ ମିଳିଲାନି ଚାକିରୀ, ସ୍ୱାମୀ ସ୍ତ୍ରୀ ଦୁହେଁ ଏବେ ଦିନ ମଜୁରିଆ    (11-Aug-2026)       ||      ଜିଲ୍ଲପାଳ ଙ୍କ ଆହ୍ୱାନ " ଘରେ ଘରେ ତ୍ରିରଙ୍ଗା "କାର୍ଯ୍ୟକ୍ରମ ରେ ସାମିଲ ହୁଅନ୍ତୁ |   (11-Aug-2026)       ||      ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ ରେଯୁବ ରେଡ଼କ୍ରସ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ |    (11-Aug-2026)       ||     

ଟାଙ୍ଗି ବ୍ଳକ ଓଳସିଂହ ପଞ୍ଚାୟତ ରେ ଖୋର୍ଦ୍ଧା ଜିଲ୍ଲା ପାଳଙ୍କ ଜନ ଶୁଣାଣି ଶିବିର ଅନୁଷ୍ଠିତ |

13-Jan-2026

ଟାଙ୍ଗୀ ବ୍ଲକ ଓଳସିଂହ ପଞ୍ଚାୟତରେ ଖୋର୍ଦ୍ଧା ଜିଲ୍ଲାପାଳ ଙ୍କ ଜନଶୁଣାଣି ଶିବିର:::257 ଟି ଅଭିଯୋଗ ଦାଖଲ 11 ଟି ତତ୍କାଳ ସମାଧାନ

ଓଡିଶା, ଜନମତ, ଖୋର୍ଦ୍ଧା, ଗୋପାଳ କୃଷ୍ଣ ପ୍ରଧାନ

ଆଜି ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଖୋର୍ଦ୍ଧା ଅମ୍ରିତ୍ ଋତୁରାଜ ଙ୍କ ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ ଅଧୀନ ପୂର୍ବାହ୍ନରେ ଟାଙ୍ଗୀ ବ୍ଲକ ଅନ୍ତର୍ଗତ ଓଳସିଂହ ଗ୍ରାମ ପଂଚାୟତ କାର୍ଯ୍ୟାଳୟ ପରିସରରେ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଅଛି l ଉକ୍ତ ଜନଶୁଣାଣି ଶିବିରରେ ,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଖୋର୍ଦ୍ଧା ଜ୍ୟୋତି ଶଙ୍କର ସାହୁ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ, ଖୋର୍ଦ୍ଧା ଶ୍ରୀ ଅନାଦି ଚରଣ ସେଠୀ , ବି ଡି ଓ, ଟାଙ୍ଗୀ ରୂମାନା ଜାଫ୍ରି ତହସିଲଦାର, ଟାଙ୍ଗୀ, ମିଷ୍ଠା ମହାପାତ୍ର , ପ୍ରମୁଖ ଉପସ୍ଥିତ ଥିଲେ l ଏହି ଅବସରେ ଜିଲ୍ଲାପାଳ କହିଲେ  ଜନ ଶୁଣାଣି କାର୍ଯ୍ୟକ୍ରମ ସୁଶାସନ ବ୍ୟବସ୍ଥାର ଏକ ପ୍ରମୁଖ ଅଙ୍ଗ, ଏଣୁ ପ୍ରତ୍ୟେକ ଅଧିକାରୀ ନିଜ କାର୍ଯ୍ୟାଳୟ ଅଧୀନ କୌଣସି ଅଭିଯୋଗର  ସମାଧାନକୁ  ସ୍ଥଗିତ ନ ରଖିବାକୁ ନିର୍ଦେଶ ଦେଇଥିଲେ l  ସମସ୍ତ ଅଭିଯୋଗ ଗୁଡ଼ିକୁ ସରକାରଙ୍କର ଏବଂ ଜିଲ୍ଲା ପ୍ରଶାସନ ନିୟମାନୁସାରେ ସେଗୁଡିକୁ ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ l ଆଜିର ଅଭିଯୋଗ ଶୁଣାଣି ରେ ମୋଟ ୨୫୭ ଗୋଟି ଅଭିଯୋଗ ଆସିଥିବାବେଳେ ତନ୍ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ୨୩୬ ଗୋଟି ଏବଂ ଗ୍ରାମୀଣ ସମସ୍ୟା ଜନିତ ୨୧  ଗୋଟି ଅଭିଯୋଗ ଆସିଥିଲା l ଜିଲ୍ଲାପାଳ ତତ୍କାଳ ୧୧ ଗୋଟି ଅଭିଯୋଗ ର ସମାଧାନ କରିଥିବାବେଳେ ଅନ୍ୟ ଅଭିଯୋଗ ଗୁଡ଼ିକୁ ସଂପୃକ୍ତ ବିଭାଗୀୟ ଅଧିକାରୀ ଙ୍କୁ ଯଥାଶୀଘ୍ର ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ l ଅଭିଯୋଗ ଶୁଣାଣି ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମରେ ଆସିଷ୍ଟାଣ୍ଟ କଲେକ୍ଟର, ଅଭିଯୋଗ ଭୁବନେଶ୍ଵରୀ କଅଁର, ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ, ବିଭିନ୍ନ ଲାଇନ୍ ଡିପାର୍ଟମେଣ୍ଟ ଅଧିକାରୀ ମାନେ ଯୋଗଦେଇଥିଲେ l
 
News Comment

You Might Also Like

BACK TO TOP