Breaking News

ଶ୍ରଦ୍ଧା ଫାଉଣ୍ଡେସନ ର ବାର୍ଷିକ ଉତ୍ସବ ଅନୁଷ୍ଠିତ |    (21-Apr-2026)       ||      ଏଡସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ||   (21-Apr-2026)       ||      19 ଥର ରକ୍ତ ଦେଈ ଉଦାହରଣ ସାଜିଲେ ଦିବ୍ୟଙ୍ଗ ଶିକ୍ଷକ ରବୀନ୍ଦ୍ର ସେଠୀ |   (21-Apr-2026)       ||      ନୂତନ ଗୁରୁଣ୍ଠି ଠାରେ ମାଆ ମଙ୍ଗଳ ଙ୍କ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ପାଈଁ ଜଳ ଯାତ୍ରା ଅନୁଷ୍ଠିତ |    (21-Apr-2026)       ||      କଞ୍ଚଣା ଛକରେ ସ୍କୁଟି କାର ଧକ୍କା ଜଣେ ଯୁବକ ଗୁରୁତର |    (21-Apr-2026)       ||      ବିଗୁଡା ମେଡିକାଲ ରେ ଅଗ୍ନିଶମ ବିଭାଗ ତରଫରୁ ଆସୁ ବିପଦ ରୁ ରକ୍ଷା ପାଈଁ ମକ ଡ୍ରିଲ!   (21-Apr-2026)       ||      ଗଞ୍ଜାମ ଜିଲ୍ଲା ର ଲୋକ ମାନଙ୍କ ଲୁକାୟିତ ସଙ୍ଗୀତ ପ୍ରତିଭା କୁ ବିକଶିତ କରିବା ପାଈଁ ସିଙ୍ଗିଙ୍ଗ କଣ୍ଟେଷ୍ଟ ସିଜନ 2ର ଆରମ୍ଭ ନିମନ୍ତେ ସାମ୍ବାଦିକ ସମ୍ମିଳନୀ |    (21-Apr-2026)       ||      ପୁରୁଷୋତ୍ତମପୁର ବ୍ଳକର ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଙ୍ଘର ନୂତନ କର୍ମ କର୍ତ୍ତା ନିର୍ବାଚନ |    (21-Apr-2026)       ||      "କଟିବ୍ୟଥା ସଚେତନତା ଓ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ |    (21-Apr-2026)       ||      କାର ଧକ୍କାରେ ମହିଳା ମୃତ |    (21-Apr-2026)       ||      ଭଞ୍ଜନଗର ଜଳ ଭଣ୍ଡାର ରେ ବୁଡି ଦୁଇ ଛାତ୍ର ମୃତ ||   (20-Apr-2026)       ||      ଦୁଇ ବେଆଇନ ଗୋ ଚାଲାଣ କାରୀ ଗାଈ ଗାଡି ଜବତ କଲା ବୁଗୁଡ଼ା ପୋଲିସ |   (20-Apr-2026)       ||      ଭରସାମ୍ୟ ହରାଇ ଓଲଟିଲା ମାଛ ବୋଝେଇ ଅଟୋ |    (20-Apr-2026)       ||      ଦାନ ପୁର ଉଚ୍ଛ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଙ୍କୁ ବିଦାୟ ସମ୍ବର୍ଦ୍ଧନା |   (19-Apr-2026)       ||      କନ୍ଧ ମାଳ ଜିଲ୍ଲରେ ମାଳ, ମାଳ ସାମ୍ବାଦିକ, କିଏ ଅସଲି ଆଉ କିଏ ନକଲି |   (19-Apr-2026)       ||      ଦୁଇ ପଡୋଶୀଙ୍କ ଗଣ୍ଡଗୋଳ ରେବଳୀ ପଡିଲେ ଯୁବକ |    (19-Apr-2026)       ||      ପୋଲସରା ମାଳ ତେନ୍ତୁଳିଆ ରେ ଯୁବକ ଙ୍କୁ ଅପହରଣ ପରେ ହତ୍ୟା ଅଭିଯୁକ୍ତ ଗିରଫ |    (19-Apr-2026)       ||      ବେଲ ଘର ରେ ପୁଣି ଏକ ଦନ୍ତା ହାତୀର ମୃତ୍ୟୁ, ବର୍ତମାନ ସୁଦ୍ଧା ମଲେଣି 3ହାତୀ |   (19-Apr-2026)       ||      ଜଗନ୍ନାଥ ପୁର ପଞ୍ଚାୟତ ରେ ବରିଷ୍ଟ ବ୍ୟକ୍ତି ଙ୍କୁ ଆକ୍ରମଣ , ଥାନାରେ ଏତଲା |    (18-Apr-2026)       ||      ଇତିହାସ ବିଭାଗ ରେ ଶେଷବର୍ଷ ର ଛାତ୍ରଛାତ୍ରୀ ଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ଅନୁଷ୍ଠିତ |   (18-Apr-2026)       ||     

ନୂଆଗଡ଼ ଠାରେ ଓଡ୍ରା ଖଣ୍ଡାୟତ କାଳିଞ୍ଜି ସମାଜର ବୈଠକ ଅନୁଷ୍ଠିତ |

14-Jan-2026

ନୂଆଗଡ ଠାରେ ଓଡ୍ର ଖଣ୍ଡାୟତ କାଳଞ୍ଜି ସମାଜର ବୈଠକ ଅନୁଷ୍ଠିତ ।

ଓଡିଶା ଜନ ମତ,,ସୂର୍ଯ୍ୟ ନାରାୟଣ ଵଡୁ,ବେଗୁନିଆପଡ଼ା : 

ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଳକ ଅନ୍ତର୍ଗତ ଅଙ୍ଗାରଗାଁ ପଞ୍ଚାୟତର ନୂଆଗଡ ଗ୍ରାମ ପରିସରରେ ଆଜି ଓଡ଼୍ର ଖଣ୍ଡାୟତ କାଳଞ୍ଜି ସମାଜର ସମ୍ବଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଉପସ୍ଥିତ ସମାଜର କର୍ମକର୍ତ୍ତା ମାନେ ପ୍ରଥମେ କୁଳ ଦେବତାଙ୍କ ନିକଟରେ ପ୍ରଦୀପ ପ୍ରଜ୍ୟୁଳନ କରିବା ପରେ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା । ଏଥିରେ କେନ୍ଦ୍ର ପରିଷଦ ସଭାପତି ସନ୍ତୋଷ କୁମାର ଜେନା, ସଂପାଦକ ନୀଳାଞ୍ଚଳ ପୋଲେଇ, ଅଞ୍ଚଳ ପରିଷଦ  ସଭାପତି ଯୋଗିନ୍ଦ୍ର ବିଷୋୟୀ, ଉପ ସଭାପତି ମହେଶ୍ୱର ଭୂୟାଁ, ଅଞ୍ଚଳ ପରିଷଦ ସଂପାଦକ ପ୍ରକାଶ ଚନ୍ଦ୍ର ଭୂୟାଁ, ଅଞ୍ଚଳ ପରିଷଦ ସଂଗଠକ ସଂପାଦକ ମନୋଜ କୁମାର ପ୍ରଧାନ, କୋଷଧକ୍ଷ ପ୍ରଭାକର ନାହାକ, ଉପଦେଷ୍ଟା ନୀଳାଞ୍ଚଳ ସ୍ଵାଇଁ, ସଂଗଠକ ଗୌରୀ ଶଙ୍କର ସୁମନ୍ତରାୟ , ମଣ୍ଡଳ ଉପସଭାପତି ବସନ୍ତ କୁମାର ଭୂୟାଁ, ସଂପାଦକ କବିରାଜ ଜେନା, ନୂଆଗଡ କୁଳ ସଭାପତି ଆରତ କୁମାର ବେହେରା, ସଂପାଦକ ଶ୍ରୀକାନ୍ତ କୁମାର ସୁମନ୍ତରାୟ ସମେତ ବିଭିନ୍ନ କୁଳ କମିଟି ର କର୍ମକର୍ତ୍ତା ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ ମାନେ ଉପସ୍ଥିତ ଥିଲେ । ଅତିଥି ମାନଙ୍କୁ ପୁଷ୍ପଗୁଚ୍ଛ ଉତ୍ତରୀୟ ଆଦି ପ୍ରଦାନ କରାଯାଇ ସ୍ବାଗତ ସମ୍ବଦ୍ଧନା ପ୍ରଦାନ କରାଯାଇଥିଲା । ଏଥିରେ କାଳଞ୍ଜି ସମାଜର ଏତ୍ୟିହ, ପରମ୍ପରା ଏବଂ ସାଙ୍ଗଠନିକ ଦିଗ ବିଷୟରେ ଆଲୋଚନା ହୋଇଥିଲା । ଏଥିରେ ନୂଆଗଡ ମଣ୍ଡଳ ଏବଂ ସମସ୍ତ କୁଳ କମିଟିର କାର୍ଯ୍ୟକର୍ତ୍ତା ମାନେ ଉପସ୍ଥିତ ଥିଲେ । ନୂଆଗଡ କୁଳ କମିଟି ଏବଂ ଗ୍ରାମ୍ୟ କମିଟି ର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ରହିବା ସହ କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ ।

News Comment

You Might Also Like

BACK TO TOP