Breaking News

ଶୌଚାଳୟ ଅକାମି ଲୋକେ ହନ୍ତ ସନ୍ତ |    (12-Aug-2026)       ||      ପ୍ରଥମ ପୋଷ୍ଟିଙ୍ଗ ରେ କୋଟିଏ ଟଙ୍କା ର ଲାଞ୍ଚ ନେଇ ସିବିଆଇ ଜାଲରେ ଏସିପି |   (11-Aug-2026)       ||      ଗଞ୍ଜେଇ ଚୋରା ଚାଲାଣ ବେଳେ ଗିରଫ କଲା ପୋଲିସ |    (11-Aug-2026)       ||      ନିଜକୁ ଅବକାରୀ ଅଧିକାରୀ କହି ମଦ ଦୋକାନ ଯାଞ୍ଚ ବେଳେ ପୋଲିସ ଦ୍ୱାରା ଗିରଫ!|    (11-Aug-2026)       ||      ଦୁଇ ବାଇକ ସାମନା, ସାମାନି ଧକ୍କା 3 ଗୁରୁତର |    (11-Aug-2026)       ||      ନୂତନ ଧାନ ସଂଗ୍ରହ ନୀତି କୁ ପରିବର୍ତ୍ତନ ପାଇଁ ଦାବୀ |   (11-Aug-2026)       ||      ଛତ୍ରପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ବିଦ୍ୱତ ପରିଷଦ ଆଲୋଚନା ଅନୁଷ୍ଠିତ |    (11-Aug-2026)       ||      ସ୍ତ୍ରୀକୁ ହତ୍ୟା ଘଟଣାରେ ସ୍ୱାମୀକୁ ଆଜୀବନ ଜେଲ |   (11-Aug-2026)       ||      ସ୍ୱାମୀ ଲକ୍ଷ୍ମଣା ନନ୍ଦ ସରସ୍ବତୀ ମେଡିକାଲ ନାମ କରଣ ନିଷ୍ପତି କୁ ସ୍ୱାଗତ କଲେ ଜିଲ୍ଲା ବାସୀ |    (11-Aug-2026)       ||      ମନରେଗା କାମରେ ଦୁର୍ନୀତି ନେଇ ବିଡ଼ିଓ ଙ୍କ ଦ୍ୱାରସ୍ତ ହେଲେ ତିରିଡା ଗ୍ରାମ୍ୟ ସଭାପତି ||   (11-Aug-2026)       ||      ପୋଲସରା ମହାବିଦ୍ୟାଳୟ ରେ ଇ- ଗ୍ରନ୍ଥାଗାର ସହିତ ଅତିରିକ୍ତ ଗୃହ କୁ ଉଦଘାଟନ କଲେ ମନ୍ତ୍ରୀ ଗୋକୁଳା ନନ୍ଦ ମଲ୍ଲିକ |    (11-Aug-2026)       ||      ସ୍କାଉଟ ଓଗାଇଡ଼ସ ର ଦୀକ୍ଷାନ୍ତ ଦିବସ ସମାରୋହ |   (11-Aug-2026)       ||      ସ୍ୱାଧୀନତା ଦିବସ ପୂର୍ବରୁ ଖଲ୍ଲିକୋଟ ବିଜେପିର ଘର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ |    (11-Aug-2026)       ||      ପିତା ମାତାଙ୍କ ମୃତ୍ୟୁ ପରେ ବେସାହାରା ହେଲେ ଚାରି କୁନି ଚୁଆ |    (11-Aug-2026)       ||      ପ୍ରଭୁ ଗୋରେଖ ନାଥ ଙ୍କ ପୀଠରେ ଅପର୍ଯ୍ୟାପ୍ତ କାଉଡିଆ ଙ୍କ ଭିଡ଼ ,|    (11-Aug-2026)       ||      ବସ ଦୁର୍ଘଟଣାରେ ଅଟୋ ଚାଳକ ମୃତ, ଓଜଣେ ଗୁରୁତର |    (11-Aug-2026)       ||      ସାର୍ଟିଫିକେଟ ବନ୍ଧା ପଡିଥିବାରୁ ମିଳିଲାନି ଚାକିରୀ, ସ୍ୱାମୀ ସ୍ତ୍ରୀ ଦୁହେଁ ଏବେ ଦିନ ମଜୁରିଆ    (11-Aug-2026)       ||      ଜିଲ୍ଲପାଳ ଙ୍କ ଆହ୍ୱାନ " ଘରେ ଘରେ ତ୍ରିରଙ୍ଗା "କାର୍ଯ୍ୟକ୍ରମ ରେ ସାମିଲ ହୁଅନ୍ତୁ |   (11-Aug-2026)       ||      ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ ରେଯୁବ ରେଡ଼କ୍ରସ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ |    (11-Aug-2026)       ||      ଛତ୍ରପୁର ଶାଖା ଅବସର ସରକାରୀ କର୍ମଚାରୀ ସଙ୍ଘର ମାସିକ ବୈଠକ ଅନୁଷ୍ଠିତ ||   (11-Aug-2026)       ||     

ଫେରାର ଥିବା ଅନ୍ତ ରାଜ୍ୟ କୁଖ୍ୟାତ ଗଞ୍ଜେଇ ମାଫିଆ ଗିରଫ |

14-Jan-2026

ଫେରାର ଥିବା ଆନ୍ତରାଜ୍ୟ କୁଖ୍ୟାତ ଗଞ୍ଜେଇ ମାଫିଆ ଗିରଫ :

ଓଡିଶା ଜନମତ, ବାଲିଗୁଡା, ତା, ୧୪/୦୧:

ସଞ୍ଜୟ କୁମାର ପାଣିଗ୍ରାହୀ:  

ସମଗ୍ର କନ୍ଧମାଳ ଜିଲ୍ଲାରୁ ଗଞ୍ଜେଇ ସଂଗ୍ରହ କରି ରାଜ୍ୟ ତଥା ରାଜ୍ୟ ବାହାରକୁ ବାରମ୍ବାର ଚାଲାଣ କରି ଜେଲ କୁ ଯାଇ ପୁଣି ହାଇକୋର୍ଟ ରୁ ବେଲ ଆଣି ଖୁଲମ ଖୁଲା ଭାବେ ପୁଣି ଗଞ୍ଜେଇ ଚାଲାଣ କରି ଫେରାର ଥିବା ଜଣେ କୁଖ୍ୟାତ ଗଞ୍ଜେଇ ବେପାରୀ କୁ ବାଲିଗୁଡା ପୋଲିସ ତାଙ୍କ ନିଜ ଘରୁ ବୁଧବାର ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡିଛି। ଏହାକୁ ନେଇ ସ୍ଥାନୀୟ ଉପଖଣ୍ଡ ଆରକ୍ଷୀ ଅଧିକାରୀ ଶୁଭମ ଭୋସଲେ ଏକ ଖବର ଦାତା ସମ୍ମିଳନୀ କରି ବୁଧବାର ସନ୍ଧ୍ୟାରେ ସୂଚନା ଦେଇଛନ୍ତି। ଘଟଣା ରୁ ପ୍ରକାଶ ଯେ, ବାଲିଗୁଡା ଥାନା ସିନ୍ଦ୍ରିଗାଁ ପଞ୍ଚାୟତ ତିଲାପାଙ୍ଗା ଗ୍ରାମର ରାଜେଶ ଓରଫ ନକୁଳ ଦିଗାଳ (୩୯) ଙ୍କ ନାମରେ ପୂର୍ବରୁ ବାଲିଗୁଡ଼ା ଥାନାରେ ଦୁଇଟି, ଦାରିଙ୍ଗବାଡି ଥାନାରେ ଦୁଇଟି ଓ ନୟାଗଡ ଥାନାରେ ଗୋଟିଏ ଏପରି ୫ଟି ଗଞ୍ଜେଇ ଚୋରା ଚାଲାଣ ମାମଲାର କେଶ୍ ରହିଛି ଓ ଗୋଟିଏ ଗଞ୍ଜେଇ ମାମଲାରେ ପୁର୍ବରୁ ଜେଲ ଯାଇଥିଲା ଏବଂ ହାଇକୋର୍ଟ ରୁ ବେଲରେ ବାହାରକୁ ଆସିଥିଲା । ଗତ ୨୦୨୫ ମସିହା ଏପ୍ରିଲ ମାସ ୨୦ ତାରିଖରେ ବାଲିଗୁଡ଼ା ଥାନା ଅନ୍ତର୍ଗତ ପରୁଭଟ୍ଟା ଜଙ୍ଗଲର ଗୋଟିଏ ସ୍ଥାନରେ ୪୧୫ କେଜି ଗଞ୍ଜେଇ ୨୦ ଟି ପ୍ଲାଷ୍ଟିକ୍ ବ୍ୟାଗରେ ବାହାର ରାଜ୍ୟକୁ ଚାଲାଣ କରିବା ପାଇଁ ଯୋଜନା କରୁଥିବା ବେଳେ କୌଣସି ସୂତ୍ରରୁ ପୋଲିସ ଖବର ପାଇ ସେହି ସ୍ଥାନରେ ଚଢାଉ କରି ଗଞ୍ଜେଇ କୁ ଜବତ କରିଥିଲେ l କିନ୍ତୁ ପୋଲିସ କୁ ଚକମା ଦେଇ ସେଠାରୁ ଫେରାର ହୋଇଯାଇଥିଲା ଅଭିଯୁକ୍ତ। ସେହିଦିନ ଠାରୁ ବାଲିଗୁଡା ପୋଲିସ ଅଭିଯୁକ୍ତ ନକୁଳ କୁ ଖୋଜୁଥିଲା, ଏ ନେଇ ବାଲିଗୁଡ଼ା ଆଇଆଇସିଙ୍କ ନେତୃତ୍ବରେ ଏକ ଟିମ ମଧ୍ୟ ଗଠନ କରି ନକୁଳ ର ନିଜ ଗାଁ ଘରୁ ସଫଳତା ର ସହ ଗିରଫ କରି ତାକୁ କୋର୍ଟ ଚାଲାଣ କରିଥିଲା l ଏତଦ ବ୍ୟତୀତ ଏହି ଗଞ୍ଜେଇ କାରବାର ରେ ଆଉ କିଏ କିଏ ସମ୍ପୃକ୍ତ ଅଛନ୍ତି, ସେ ନେଇ ଆହୁରି ଅଧିକ ତଦନ୍ତ କରାଯାଉଛି ବୋଲି ଏସଡିପିଓ ଶୁଭମ ଭୋସଲେ ସୁଚନା ଦେଇଛନ୍ତି । ଏହି ସମୟରେ ଆଇଆଇସି ଶିବ ରଂଜନ ସିଂଘା ମଧ୍ୟ ଉପସ୍ଥିତ ଥିଲେ ।

News Comment

You Might Also Like

BACK TO TOP