Breaking News

ଏଡସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ||   (21-Apr-2026)       ||      19 ଥର ରକ୍ତ ଦେଈ ଉଦାହରଣ ସାଜିଲେ ଦିବ୍ୟଙ୍ଗ ଶିକ୍ଷକ ରବୀନ୍ଦ୍ର ସେଠୀ |   (21-Apr-2026)       ||      ନୂତନ ଗୁରୁଣ୍ଠି ଠାରେ ମାଆ ମଙ୍ଗଳ ଙ୍କ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ପାଈଁ ଜଳ ଯାତ୍ରା ଅନୁଷ୍ଠିତ |    (21-Apr-2026)       ||      କଞ୍ଚଣା ଛକରେ ସ୍କୁଟି କାର ଧକ୍କା ଜଣେ ଯୁବକ ଗୁରୁତର |    (21-Apr-2026)       ||      ବିଗୁଡା ମେଡିକାଲ ରେ ଅଗ୍ନିଶମ ବିଭାଗ ତରଫରୁ ଆସୁ ବିପଦ ରୁ ରକ୍ଷା ପାଈଁ ମକ ଡ୍ରିଲ!   (21-Apr-2026)       ||      ଗଞ୍ଜାମ ଜିଲ୍ଲା ର ଲୋକ ମାନଙ୍କ ଲୁକାୟିତ ସଙ୍ଗୀତ ପ୍ରତିଭା କୁ ବିକଶିତ କରିବା ପାଈଁ ସିଙ୍ଗିଙ୍ଗ କଣ୍ଟେଷ୍ଟ ସିଜନ 2ର ଆରମ୍ଭ ନିମନ୍ତେ ସାମ୍ବାଦିକ ସମ୍ମିଳନୀ |    (21-Apr-2026)       ||      ପୁରୁଷୋତ୍ତମପୁର ବ୍ଳକର ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଙ୍ଘର ନୂତନ କର୍ମ କର୍ତ୍ତା ନିର୍ବାଚନ |    (21-Apr-2026)       ||      "କଟିବ୍ୟଥା ସଚେତନତା ଓ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ |    (21-Apr-2026)       ||      କାର ଧକ୍କାରେ ମହିଳା ମୃତ |    (21-Apr-2026)       ||      ଭଞ୍ଜନଗର ଜଳ ଭଣ୍ଡାର ରେ ବୁଡି ଦୁଇ ଛାତ୍ର ମୃତ ||   (20-Apr-2026)       ||      ଦୁଇ ବେଆଇନ ଗୋ ଚାଲାଣ କାରୀ ଗାଈ ଗାଡି ଜବତ କଲା ବୁଗୁଡ଼ା ପୋଲିସ |   (20-Apr-2026)       ||      ଭରସାମ୍ୟ ହରାଇ ଓଲଟିଲା ମାଛ ବୋଝେଇ ଅଟୋ |    (20-Apr-2026)       ||      ଦାନ ପୁର ଉଚ୍ଛ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଙ୍କୁ ବିଦାୟ ସମ୍ବର୍ଦ୍ଧନା |   (19-Apr-2026)       ||      କନ୍ଧ ମାଳ ଜିଲ୍ଲରେ ମାଳ, ମାଳ ସାମ୍ବାଦିକ, କିଏ ଅସଲି ଆଉ କିଏ ନକଲି |   (19-Apr-2026)       ||      ଦୁଇ ପଡୋଶୀଙ୍କ ଗଣ୍ଡଗୋଳ ରେବଳୀ ପଡିଲେ ଯୁବକ |    (19-Apr-2026)       ||      ପୋଲସରା ମାଳ ତେନ୍ତୁଳିଆ ରେ ଯୁବକ ଙ୍କୁ ଅପହରଣ ପରେ ହତ୍ୟା ଅଭିଯୁକ୍ତ ଗିରଫ |    (19-Apr-2026)       ||      ବେଲ ଘର ରେ ପୁଣି ଏକ ଦନ୍ତା ହାତୀର ମୃତ୍ୟୁ, ବର୍ତମାନ ସୁଦ୍ଧା ମଲେଣି 3ହାତୀ |   (19-Apr-2026)       ||      ଜଗନ୍ନାଥ ପୁର ପଞ୍ଚାୟତ ରେ ବରିଷ୍ଟ ବ୍ୟକ୍ତି ଙ୍କୁ ଆକ୍ରମଣ , ଥାନାରେ ଏତଲା |    (18-Apr-2026)       ||      ଇତିହାସ ବିଭାଗ ରେ ଶେଷବର୍ଷ ର ଛାତ୍ରଛାତ୍ରୀ ଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ଅନୁଷ୍ଠିତ |   (18-Apr-2026)       ||      କନ୍ଧମାଳ ଜିଲ୍ଲା ପାଳ ଦାରିଙ୍ଗି ବାଡ଼ି ବ୍ଳକର ବିଭିନ୍ନ ଦୁର୍ଗମ ଅଞ୍ଚଳର ପ୍ରକଳ୍ପ ତଦାରଖା କଲେ |    (18-Apr-2026)       ||     

ଶ୍ରୀରାମ ଆଦର୍ଶ ଶିକ୍ଷା ନିକେତନ ରେ ମକର ମେଳା ଅନୁଷ୍ଠିତ |

14-Jan-2026

 ଶ୍ରୀରାମ ଆଦର୍ଶ ଶିକ୍ଷା ନିକେତନ ରେ ମକର ମେଳା ଅନୁଷ୍ଠିତ  

        ଓଡିଶା ଜନ ମତ ବ୍ୟୁରୋ, 

ଶ୍ରୀରାମ ଆଦର୍ଶ ଶିକ୍ଷା ନିକେତନରେ
ଗତକାଲି ପବିତ୍ର ମକର ମିଳନ ଉତ୍ସବ ପାଳନ ହୋଇସାରିଛି। 
ଋଷିକୂଲ୍ୟ ହାଇସ୍କୁଲ ହିନ୍ଦୀ ଶିକ୍ଷକ ଶ୍ରୀଯୁକ୍ତ ମନୋରଞ୍ଜନ ପଣ୍ଡା ମହୋଦୟ ମକର ସଂକ୍ରାନ୍ତି ପାଳନ ର ଉଦ୍ଦେଶ୍ୟ ଓ ଆଭିମୁଖ୍ୟ ବିଷୟରେ ଛାତ୍ରଛାତ୍ରୀ ମାନଙ୍କୁ ଅବଗତ କରାଇଥିଲେ । ତତ୍ ସଙ୍ଗେ ସାଗର ସୀମା ସୁରକ୍ଷା ସମିତି ରାଜ୍ୟ ସଭାପତି, ଉତ୍କଳ ପ୍ରାନ୍ତ, ଶ୍ରୀଯୁକ୍ତ ପ୍ରତାପ ଦାମଲ ମହୋଦୟ ନିଜ ଜୀବନକୁ ସୂର୍ୟସମ କିପରି ତେଜମୟ କରିବାକୁ ହେବ ସେ ବିଷୟରେ ପିଲା ମାନଙ୍କୁ ଉପଦେଶ ଦେଇଥିଲେ । ଛାତ୍ରଛାତ୍ରୀ ମାନେ ସୁମଧୁର ଭଜନ ପରିବେଷଣ କରି ବାତାବରଣ କୁ ଆନନ୍ଦମୟ କରିଥିଲେ ।ଏହା ପରେ ପ୍ରସ୍ତୁତ ହୋଇଥିବା ମକର ଚାଉଳ ପ୍ରସାଦ ସମସ୍ତେ ଗ୍ରହଣ କରିବା ସହ ନଗର ରେ ପ୍ରସାଦ ବଣ୍ଟନ କରି ଭାତୃତ୍ବ ର ପର୍ବ ପାଳିଥିଲେ। ଶେଷରେ ଅନୁଷ୍ଠାନ ର ଉପଦେଷ୍ଟା ଶ୍ରୀ ରାମଚନ୍ଦ୍ର ପଣ୍ଡା ଉପସ୍ଥିତ ଅତିଥି ଙ୍କୁ ଧନ୍ୟବାଦ ଅର୍ପଣ ସହକାରେ ସମାରୋହ ସାଙ୍ଗ କରିଥିଲେ ।

News Comment

You Might Also Like

BACK TO TOP