Breaking News

"କଟିବ୍ୟଥା ସଚେତନତା ଓ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ |    (21-Apr-2026)       ||      କାର ଧକ୍କାରେ ମହିଳା ମୃତ |    (21-Apr-2026)       ||      ଭଞ୍ଜନଗର ଜଳ ଭଣ୍ଡାର ରେ ବୁଡି ଦୁଇ ଛାତ୍ର ମୃତ ||   (20-Apr-2026)       ||      ଦୁଇ ବେଆଇନ ଗୋ ଚାଲାଣ କାରୀ ଗାଈ ଗାଡି ଜବତ କଲା ବୁଗୁଡ଼ା ପୋଲିସ |   (20-Apr-2026)       ||      ଭରସାମ୍ୟ ହରାଇ ଓଲଟିଲା ମାଛ ବୋଝେଇ ଅଟୋ |    (20-Apr-2026)       ||      ଦାନ ପୁର ଉଚ୍ଛ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଙ୍କୁ ବିଦାୟ ସମ୍ବର୍ଦ୍ଧନା |   (19-Apr-2026)       ||      କନ୍ଧ ମାଳ ଜିଲ୍ଲରେ ମାଳ, ମାଳ ସାମ୍ବାଦିକ, କିଏ ଅସଲି ଆଉ କିଏ ନକଲି |   (19-Apr-2026)       ||      ଦୁଇ ପଡୋଶୀଙ୍କ ଗଣ୍ଡଗୋଳ ରେବଳୀ ପଡିଲେ ଯୁବକ |    (19-Apr-2026)       ||      ପୋଲସରା ମାଳ ତେନ୍ତୁଳିଆ ରେ ଯୁବକ ଙ୍କୁ ଅପହରଣ ପରେ ହତ୍ୟା ଅଭିଯୁକ୍ତ ଗିରଫ |    (19-Apr-2026)       ||      ବେଲ ଘର ରେ ପୁଣି ଏକ ଦନ୍ତା ହାତୀର ମୃତ୍ୟୁ, ବର୍ତମାନ ସୁଦ୍ଧା ମଲେଣି 3ହାତୀ |   (19-Apr-2026)       ||      ଜଗନ୍ନାଥ ପୁର ପଞ୍ଚାୟତ ରେ ବରିଷ୍ଟ ବ୍ୟକ୍ତି ଙ୍କୁ ଆକ୍ରମଣ , ଥାନାରେ ଏତଲା |    (18-Apr-2026)       ||      ଇତିହାସ ବିଭାଗ ରେ ଶେଷବର୍ଷ ର ଛାତ୍ରଛାତ୍ରୀ ଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ଅନୁଷ୍ଠିତ |   (18-Apr-2026)       ||      କନ୍ଧମାଳ ଜିଲ୍ଲା ପାଳ ଦାରିଙ୍ଗି ବାଡ଼ି ବ୍ଳକର ବିଭିନ୍ନ ଦୁର୍ଗମ ଅଞ୍ଚଳର ପ୍ରକଳ୍ପ ତଦାରଖା କଲେ |    (18-Apr-2026)       ||      ପୋଖରୀରେ ବୁଡି ଯୁବକ ମେତ୍ୟୁ |    (17-Apr-2026)       ||      ପୋଲସରା ରେ ବିଜୁ ବାବୁଙ୍କୁ ଭକ୍ତି ପୁତ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ |    (17-Apr-2026)       ||      ବିଜୁବାବୁ ଥିଲେ ଜଣେ ମହାନ ଜନ ନାୟକ ତଥା ଓଡ଼ିଶାର ଗର୍ବ ଗୌରବ |    (17-Apr-2026)       ||      ପୋଲିସ ପେଟ୍ରୋଲିଙ୍ଗ ସମୟ ରେ କାଠ ପଟା ବୋଝେଇ ମିନିଟ୍ରକ ଜବତ, ତିନି ଗିରଫ |   (17-Apr-2026)       ||      ପିକଅପ ଭେନ କୁ ଧକ୍କା ଦେଈ ବାଇକ ଚାଳକ ମୃତ ||   (16-Apr-2026)       ||      ରଙ୍ଗେଈଲୁଣ୍ଡା ବ୍ଳକର 17ଜଣ ସିଆରସିସି ମାନସିକ ଚାପର ଵଶବର୍ତ୍ତୀ ହୋଈ ବିଇଓ ଙ୍କୁ ଦେଲେ ସାମୁହିକ ଇସ୍ତଫାପତ୍ର |   (16-Apr-2026)       ||      ବାଇକ ଧକ୍କା ରେ ବରିଷ୍ଟ ନାଗରିକ ମୃତ |    (16-Apr-2026)       ||     

ତାରା ତାରିଣୀ ମହା ବିଦ୍ୟାଳୟ ଜାତୀୟ ସେବା ଯୋଜନା ୟୁନିଟ -2ର ଶୀତ କାଳୀନ ଉଦଯାପନୀ ଉତ୍ସବ ଅନୁଷ୍ଠିତ |

15-Jan-2026

ତାରାତାରିଣୀ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ୟୁନିଟ୍–୨ ର ଶୀତକାଳୀନ ଉଦଯାପନୀ ଉତ୍ସବ ଅନୁଷ୍ଠିତ,

   ଓଡିଶା ଜନ ମତ ବ୍ୟୁରୋ, 

ପୁରୁଷୋତ୍ତମପୁର, ତା. ୧୫/୦୧/୨୦୨୬ : ପୁରୁଷୋତ୍ତମପୁର ସ୍ଥିତ ତାରାତାରିଣୀ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା (NSS) ୟୁନିଟ୍–୨ ଆନୁକୁଲ୍ୟରେ ପୋଷ୍ୟ ଗ୍ରାମରେ ଆୟୋଜିତ ସପ୍ତଦିନିଆ ବିଶେଷ ଶୀତକାଳୀନ ଶିବିରର ଉଦଯାପନୀ ଉତ୍ସବ ଉତ୍ସାହ ଓ ଉଲ୍ଲାସମୟ ପରିବେଶରେ ସଫଳତାର ସହିତ ଅନୁଷ୍ଠିତ ହୋଇଛି।କାର୍ଯ୍ୟକ୍ରମରେ କାର୍ଯ୍ୟକ୍ରମ ଅଧିକାରୀ ଡଃ ସ୍ୱାଗତିକା ଦାଶ ଅତିଥି ପରିଚୟ ସହ ସପ୍ତଦିନର କାର୍ଯ୍ୟସୂଚୀର ସବିସ୍ତାର ବିବରଣୀ ଉପସ୍ଥାପନ କରିଥିଲେ। ସେଚ୍ଛାସେବୀ କେ. ସୌଭାଗ୍ୟଲକ୍ଷ୍ମୀ ରାଓଙ୍କ ପ୍ରାରମ୍ଭିକ ସଙ୍ଗୀତ ଗାନ ଦ୍ୱାରା କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା।
ମୁଖ୍ୟ ଅତିଥି ଭାବେ ଉପଖଣ୍ଡ ଆରକ୍ଷୀ ଅଧିକାରୀ ଶ୍ରୀ ସୁଜିତ୍ କୁମାର ନାୟକ ଯୋଗଦେଇ ସପ୍ତଦିନିଆ କାର୍ଯ୍ୟକ୍ରମର ବିଭିନ୍ନ କାର୍ଯ୍ୟକଳାପ ଉପରେ ଆଲୋଚନା କରିଥିଲେ ଏବଂ ଛାତ୍ରୀମାନଙ୍କ ସହ ପ୍ରଶ୍ନୋତ୍ତର ମାଧ୍ୟମରେ ସଚେତନତା ସୃଷ୍ଟି କରିଥିଲେ। ମହିଳାଙ୍କ ଉପରେ ହେଉଥିବା ଅତ୍ୟାଚାର, ତାହାର ପ୍ରତିରୋଧ ପାଇଁ ଆବଶ୍ୟକୀୟ ସତର୍କତା, ଆଇନଗତ ସହାୟତା ଓ ସ୍ୱୟଂ ସୁରକ୍ଷା ବିଷୟରେ ସେ ଛାତ୍ରୀମାନଙ୍କୁ ସଚେତନ କରିଥିଲେ।ଏହି କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ ପ୍ରଦୀପ କୁମାର ସାହୁ ସଭାପତିତ୍ୱ କରିଥିଲେ। ମୁଖ୍ୟବକ୍ତା ଭାବେ ଗଞ୍ଜାମ ଜିଲ୍ଲା ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଶ୍ରୀ ଗଣେଶ ସାହୁ ଯୋଗଦେଇ ଏନ୍‌ଏସ୍‌ଏସ୍‌ର ଲକ୍ଷ୍ୟ, କାର୍ଯ୍ୟ

କାରିତା ଓ ସମାଜ ଗଠନରେ ଏହାର ଗୁରୁତ୍ୱ ବିଷୟରେ ଆଲୋକପାତ କରିଥିଲେ।ମଞ୍ଚାସୀନ ଅନ୍ୟାନ୍ୟ ଉପସ୍ଥିତ ଅତିଥିମାନଙ୍କ ମଧ୍ୟରେ ଡଃ ରମେଶ ଚନ୍ଦ୍ର ସେନାପତି, ଅଧ୍ୟାପିକା ସଂଧ୍ୟାରାଣି ପାତ୍ର, ସଦାଶିବ ପଣ୍ଡା ଓ ଶ୍ରୀ ସୁଧିର କୁମାର ଦାସ ଉପସ୍ଥିତ ଥିଲେ।ପରିଶେଷରେ ଶିବିରରେ ଭାଗନେଇଥିବା ସମସ୍ତ ସ୍ବେଛାସେବୀଙ୍କୁ ମାନପତ୍ର ପ୍ରଦାନ କରାଯାଇଥିଲା। ସ୍ବେଛାସେବୀ କେ. ବିଜୟଲକ୍ଷ୍ମୀ ରାଓ ଧନ୍ୟ

ବାଦ୍ ଅର୍ପଣ କରି କାର୍ଯ୍ୟକ୍ରମର ସମାପନ ଘୋଷଣା କରିଥିଲେ।

News Comment

You Might Also Like

BACK TO TOP