Breaking News

ପୂର୍ବଶତ୍ରୁତାକୁ ନେଇ ଯୁବକ ଙ୍କୁ ନିର୍ମମ ହତ୍ୟା |    (15-Apr-2026)       ||      ସତାବନ ବର୍ଷ ରେ ବିବାହ ହେଲେ ଅଭିନେତା |    (15-Apr-2026)       ||      ମହା ବିଷୁବ ସଂକ୍ରାନ୍ତି ଉପଲକ୍ଷେ ମନ୍ଦାର ବେଶରେ ଦର୍ଶନ ଦେଲେ ମା ପାଟ ଖଣ୍ଡା |   (14-Apr-2026)       ||      ବିଶ୍ୱାସ ଓ ନିଷ୍ଠା ଦେଖାଇ 22ହାତ ନିଆଁ ଉପରେ ଚାଲିଲେ ମା ଅଁଳାଇ ଙ୍କ କାଳସୀ ଏବଂ ଶ୍ରଦ୍ଧାକୁ |    (14-Apr-2026)       ||      ପୁରୁଷୋତ୍ତମପୁର ସହର ସହିତ ବ୍ଳକର ବିଭିନ୍ନ ପଞ୍ଚାୟତରେ ଥିବା ମେରୁ ଯାତ୍ରା ଓ ହନୁମାନ ଜୟନ୍ତୀ ଶେଷ ହୋଇଛି |    (14-Apr-2026)       ||      ବୁଗୁଡ଼ାରେ ଗଞ୍ଜାମ କଳାକାର ଦିବସ -2026 ଅନୁଷ୍ଠିତ |   (14-Apr-2026)       ||      ବାଲିଗୁଡା ସହର ଓଏହାର ଆଖପାଖ ଅଞ୍ଚଳରେହନୁମାନ ଜୟନ୍ତୀ ଏବଂ ମହାବିଷୁବ ପଣା ସଂକ୍ରାନ୍ତି ଅନୁଷ୍ଠିତ |    (14-Apr-2026)       ||      ଭାଜପା ଘୁମୁସର ଏସିସି ମୋର୍ଚା ଜିଲ୍ଲା ସଭାପତି 2ଥର ହେଲେ ଗନ୍ଧ ମାର୍ଦନ ସେଠୀ |    (14-Apr-2026)       ||      କେନ୍ଦୁବାଡି ପଞ୍ଚାୟତରେ ଦୁତୀୟ ପର୍ଯ୍ୟାୟ ଜନ ଅଭିଯୋଗ ଶୁଣାଣି |   (13-Apr-2026)       ||      କୋଦଳା ମହାବିଦ୍ୟାଳୟ ରେ ମାତୃ ଭାଷା ର ଐତିହ୍ୟ ସମ୍ପର୍କ ରେ ପାଠ ଚକ୍ର |    (12-Apr-2026)       ||      ବିଦ୍ୟୁତ ଆଘାତ ରେ ବିଦ୍ୟୁତ କର୍ମଚାରୀ ଙ୍କ ମୃତ୍ୟୁ |    (12-Apr-2026)       ||      ବେଲଘର ବନାଞ୍ଚଳ ରେ ପୁଣି ହାତି ଆତଙ୍କ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      କ ନୂଆଙ୍ଗା ବ୍ଳକ ଶିକ୍ଷା ବିଭାଗ ଅଫିସିରେ 5ମାସ ହେଲା ବିଇଓ ପଦବୀ ଖାଲି ||   (12-Apr-2026)       ||      ଗୋଳନ୍ଥରା ଥାନା ପଞ୍ଚାମା ଅଞ୍ଚଳ ରେ ପାନ ବ୍ୟବସାୟୀ ଙ୍କୁ ନିର୍ମମ ହତ୍ୟା |   (12-Apr-2026)       ||      ଖଲ୍ଲିକୋଟ ନଗର କଂଗ୍ରେସ ସଭାପତି ହେଲେ ମନ ମଦନ ସାହୁ |   (11-Apr-2026)       ||      ବାଲିଗୁଡା ଆଦିବାସୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ +2ଅନ ଲାଇନ ଓ ଅଫଲାଇନ ମୂଲ୍ୟାୟନ କେନ୍ଦ୍ର ଅନୁଷ୍ଠିତ |    (11-Apr-2026)       ||      ଓଡ଼ିଆ ପକ୍ଷ ଉପଲକ୍ଷେ ରକ୍ତ ଦାନ ଶିବିର,   (11-Apr-2026)       ||      ବାର୍ଷିକ ବିବରଣୀ ପତ୍ର 2025-26ର ଅବଲୋକନ ଓ 2026-27ବର୍ଷ ପାଇଁ କାର୍ଯ୍ୟ ଯୋଜନା ପ୍ରସ୍ତୁତି କରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ||   (10-Apr-2026)       ||     

ସମାଜ ସେଵୀ ନଳିନୀ କାନ୍ତ ଶତପଥି ଙ୍କ ପରଲୋକ ||

15-Jan-2026

ସମାଜସେବୀ ନଳିନୀ କାନ୍ତ ଶତପଥିଙ୍କ ପରଲୋକ ।

 ଓଡିଶା ଜନ ମତ, ସୂର୍ଯ୍ୟ ନାରାୟଣ ବଡୁ,,ବେଗୁନିଆପଡ଼ା :

ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ  ଦିଗାପଡ଼ା  ଗ୍ରାମର ଅତି ପ୍ରିୟ ର ମଣିଷ ନଳିନୀ କାନ୍ତ ଶତପଥି (୫୬) ଙ୍କ ବୁଧବାର ରାତ୍ର ୧୦ ଘ ସମୟରେ ବ୍ରହ୍ମପୁର ସ୍ଥିତ ଏମ କେ ସି ଜି ମେଡ଼ିକାଲ ରେ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟବରଣ କରିଛନ୍ତି । ସେ ଏକାଧାରାରେ ଜଣେ ଦୃଢ଼ ସଙ୍ଗଠକ,ସମାସେବୀ, ଅଞ୍ଚଳ ରେ ପ୍ରତିଷ୍ଠିତ ଶାଳବଣ ଧୁଳିଆ ଦଣ୍ଡନାଚର ମୁଖ୍ୟ ହାସ୍ୟ ଅଭିନେତା ଓ ରୋଷେୟା , ଧର୍ମପରାୟଣ, ମେଳାପି, ଭଦ୍ର ଏବଂ ନମ୍ର ବ୍ୟକ୍ତିବିଶେଷ ଥିଲେ ।ଶେଷ ଦର୍ଶନ ନିମନ୍ତେ ଗୁରୁବାର ନିଜ ଗ୍ରାମ ଦିଗାପଡା ନିଜ ଘର କୁ ତାଙ୍କ ପାର୍ଥିବ ଶରୀର ପହଞ୍ଚିବା ଖବର ପ୍ରକାଶିତ ହେବା ପରେ  ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଥିବା ବେଳେ ସମାଜସେବୀ ବିଜେପି ନେତା ଚିତ୍ରସେନ ପରିଡା, ରବୀନ୍ଦ୍ର ମହାନ୍ତି, ବିଭୁତି ପାଣ୍ଡୀ,ଅଜୟ କୁମାର ମିଶ୍ର, ଭାସ୍କର ପାଢ଼ୀ, ପ୍ରଦୀପ ପ୍ରହରାଜ ସମେତ ଶତାଧିକ ହିତକାଂକ୍ଷୀ ପହଞ୍ଚି ସ୍ବର୍ଗତ ନଳିନୀ ଙ୍କ ଶେଷ ଦର୍ଶନ କରିଥିଲେ।  ଏହି ଦୁଖଦଃ ଖବର ଶୁଣିବା କ୍ଷଣୀ ସାମ୍ବାଦିକ ସୂର୍ଯ୍ୟନାରାୟଣ ବଡୁ, ଅଙ୍ଗନବାଡି କର୍ମୀ ସବିତା ପାଢ଼ୀ ଙ୍କ ସମେତ ବେଗୁନିଆପଡା ବ୍ଲକର ସମସ୍ତ ଅଙ୍ଗନବାଡି କର୍ମୀ ଓ ସହାୟିକା ଗଭୀର ଶୋକ ପ୍ରକାଶ କରିଛନ୍ତି। ଏହି ମହାନ ବ୍ୟକ୍ତିଙ୍କ ହୃଦଘାତ ରେ ମୃତ୍ୟୁ ବରଣ ହୋଇଥିବା ନେଇ ସୂଚନା ମିଳିଛି ।

News Comment

You Might Also Like

BACK TO TOP