Breaking News

କେନ୍ଦୁବାଡି ପଞ୍ଚାୟତରେ ଦୁତୀୟ ପର୍ଯ୍ୟାୟ ଜନ ଅଭିଯୋଗ ଶୁଣାଣି |   (13-Apr-2026)       ||      କୋଦଳା ମହାବିଦ୍ୟାଳୟ ରେ ମାତୃ ଭାଷା ର ଐତିହ୍ୟ ସମ୍ପର୍କ ରେ ପାଠ ଚକ୍ର |    (12-Apr-2026)       ||      ବିଦ୍ୟୁତ ଆଘାତ ରେ ବିଦ୍ୟୁତ କର୍ମଚାରୀ ଙ୍କ ମୃତ୍ୟୁ |    (12-Apr-2026)       ||      ବେଲଘର ବନାଞ୍ଚଳ ରେ ପୁଣି ହାତି ଆତଙ୍କ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      କ ନୂଆଙ୍ଗା ବ୍ଳକ ଶିକ୍ଷା ବିଭାଗ ଅଫିସିରେ 5ମାସ ହେଲା ବିଇଓ ପଦବୀ ଖାଲି ||   (12-Apr-2026)       ||      ଗୋଳନ୍ଥରା ଥାନା ପଞ୍ଚାମା ଅଞ୍ଚଳ ରେ ପାନ ବ୍ୟବସାୟୀ ଙ୍କୁ ନିର୍ମମ ହତ୍ୟା |   (12-Apr-2026)       ||      ଖଲ୍ଲିକୋଟ ନଗର କଂଗ୍ରେସ ସଭାପତି ହେଲେ ମନ ମଦନ ସାହୁ |   (11-Apr-2026)       ||      ବାଲିଗୁଡା ଆଦିବାସୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ +2ଅନ ଲାଇନ ଓ ଅଫଲାଇନ ମୂଲ୍ୟାୟନ କେନ୍ଦ୍ର ଅନୁଷ୍ଠିତ |    (11-Apr-2026)       ||      ଓଡ଼ିଆ ପକ୍ଷ ଉପଲକ୍ଷେ ରକ୍ତ ଦାନ ଶିବିର,   (11-Apr-2026)       ||      ବାର୍ଷିକ ବିବରଣୀ ପତ୍ର 2025-26ର ଅବଲୋକନ ଓ 2026-27ବର୍ଷ ପାଇଁ କାର୍ଯ୍ୟ ଯୋଜନା ପ୍ରସ୍ତୁତି କରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ||   (10-Apr-2026)       ||      ପୋଲସରା ପୌର ପରିଷଦ ପକ୍ଷରୁ ଓଡ଼ିଆ ପକ୍ଷ ଅବସର ରେ କଳାକାର ମାନଙ୍କୁ ସମ୍ବର୍ଦ୍ଧନା ଅନୁଷ୍ଠିତ ||   (10-Apr-2026)       ||      ପଶ୍ଚିମ ଓଡ଼ିଶାର ସିନେକଳାକାର ମାନେ ତାରା ତାରିଣୀ ଙ୍କ ପୀଠରେ କଲେ ପୂଜାର୍ଚନା |   (09-Apr-2026)       ||      ଟିକାବାଲି ବ୍ଲକରେ ଲକ୍ଷାଧିକ ଟଙ୍କାରେ ନିର୍ମିତ ପାନୀୟ ଜଳ ପ୍ରକଳ୍ପ ଅଟକ |   (09-Apr-2026)       ||      ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମ ହତ୍ୟା ||   (07-Apr-2026)       ||      ନୂଆଗଡ ଗ୍ରାମରେ ଚୋରି ଘଟଣାରେ ସାତ ଜଣ ଗିରଫ ||   (07-Apr-2026)       ||      ରୁପା ବ୍ୟବସାୟୀ ଙ୍କଆକ୍ରମଣ କରି ତାଙ୍କଠାରୁ 7କେଜିର ରୁପା ବେଗ ଧରି ଛୁ ମାରିଲେ ଦୁଇ ଲୁଟେରା |    (06-Apr-2026)       ||      ଓଡ଼ିଶା ସାହିତ୍ୟ ଏକାଡେମୀ ଏବଂ ଉତ୍କଳ ସଂସ୍କୃତି ବିଶ୍ୱ ବିଦ୍ୟାଳୟ ର ମିଳିତ ଆନୁକୂଲ୍ୟରେ ଓଡ଼ିଆ ପକ୍ଷ -2026 ପାଳନ ||   (06-Apr-2026)       ||      ରକ୍ତ ଚାପ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର    (06-Apr-2026)       ||     

ବ୍ରହ୍ମପୁର ନୁଆଁ ବସଷ୍ଟାଣ୍ଡ କାଳୀ ମନ୍ଦିର ନିକଟରେ ଯୁବକ ଙ୍କୁ ଅତର୍କିତ ଆକ୍ରମଣ, ମେଡିକାଲ ରେ ଭର୍ତ୍ତି ||

15-Jan-2026

ଯୁବକ କୁ ଆତର୍କିତ ଆକ୍ରମଣ, ଗୁରୁତର ଯୁବକ ଡାକ୍ତରଖାନାରେ ଭର୍ତ୍ତି

ଓଡିଶା ଜନ ମତ,କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର,

ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ନୁଆଁ ବସଷ୍ଟାଣ୍ଡ କାଳି ମନ୍ଦିର ନିକଟରେ ଅମିତ୍ ମୁଖୀ ନାମକ ଜଣେ ଯୁବକ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ବେଳେ ହଠାତ୍ କିଛି ଯୁବକ ଆସି ତାଙ୍କୁ ଖଣ୍ଡାରେ ଆକ୍ରମଣ କରି ଘଟଣାସ୍ଥଳରୁ ଚମ୍ପଟ୍ ମାରିଥିବା ଜଣାପଡିଛି। ଗୁରୁତର ଅବସ୍ଥାରେ ଯୁବକ ଜଣକ ବଡଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି ଓ ଖବର ପାଇ ପୋଲିସ ଓ ବ୍ରହ୍ମପୁର ଏସପି ଡାକ୍ତରଖାନାରେ ପହଞ୍ଚି ଯୁବକ ସହ ସାକ୍ଷାତ କରି ଆଲୋଚନା କରିଛନ୍ତି ବୋଲି ଜଣାପଡିଛି। ଆହତ ଯୁବକ ଜଣକର ନିଜ ଘର ବଡ଼ବଜାର ଥାନା ଅନ୍ତର୍ଗତ ଧାନମେରା ସାହି ହୋଇଥିବା ବେଳେ କିଛି ଯୁବକ ମାନଙ୍କ ସହ ତାର ମନୋମାଳିନ୍ୟ ହୋଇଥିଲା ।ତେଣୁ କରି ପୁର୍ବ ଶତୃତା କୁ ନେଇ ଏହି ଭଳି ଆକ୍ରମଣ ହୋଇଛି ବୋଲି ଶୁଣିବାକୁ ମିଳୁଛି।

News Comment

You Might Also Like

BACK TO TOP