Breaking News

କୋଦଳା ମହାବିଦ୍ୟାଳୟ ରେ ମାତୃ ଭାଷା ର ଐତିହ୍ୟ ସମ୍ପର୍କ ରେ ପାଠ ଚକ୍ର |    (12-Apr-2026)       ||      ବିଦ୍ୟୁତ ଆଘାତ ରେ ବିଦ୍ୟୁତ କର୍ମଚାରୀ ଙ୍କ ମୃତ୍ୟୁ |    (12-Apr-2026)       ||      ବେଲଘର ବନାଞ୍ଚଳ ରେ ପୁଣି ହାତି ଆତଙ୍କ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      କ ନୂଆଙ୍ଗା ବ୍ଳକ ଶିକ୍ଷା ବିଭାଗ ଅଫିସିରେ 5ମାସ ହେଲା ବିଇଓ ପଦବୀ ଖାଲି ||   (12-Apr-2026)       ||      ଗୋଳନ୍ଥରା ଥାନା ପଞ୍ଚାମା ଅଞ୍ଚଳ ରେ ପାନ ବ୍ୟବସାୟୀ ଙ୍କୁ ନିର୍ମମ ହତ୍ୟା |   (12-Apr-2026)       ||      ଖଲ୍ଲିକୋଟ ନଗର କଂଗ୍ରେସ ସଭାପତି ହେଲେ ମନ ମଦନ ସାହୁ |   (11-Apr-2026)       ||      ବାଲିଗୁଡା ଆଦିବାସୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ +2ଅନ ଲାଇନ ଓ ଅଫଲାଇନ ମୂଲ୍ୟାୟନ କେନ୍ଦ୍ର ଅନୁଷ୍ଠିତ |    (11-Apr-2026)       ||      ଓଡ଼ିଆ ପକ୍ଷ ଉପଲକ୍ଷେ ରକ୍ତ ଦାନ ଶିବିର,   (11-Apr-2026)       ||      ବାର୍ଷିକ ବିବରଣୀ ପତ୍ର 2025-26ର ଅବଲୋକନ ଓ 2026-27ବର୍ଷ ପାଇଁ କାର୍ଯ୍ୟ ଯୋଜନା ପ୍ରସ୍ତୁତି କରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ||   (10-Apr-2026)       ||      ପୋଲସରା ପୌର ପରିଷଦ ପକ୍ଷରୁ ଓଡ଼ିଆ ପକ୍ଷ ଅବସର ରେ କଳାକାର ମାନଙ୍କୁ ସମ୍ବର୍ଦ୍ଧନା ଅନୁଷ୍ଠିତ ||   (10-Apr-2026)       ||      ପଶ୍ଚିମ ଓଡ଼ିଶାର ସିନେକଳାକାର ମାନେ ତାରା ତାରିଣୀ ଙ୍କ ପୀଠରେ କଲେ ପୂଜାର୍ଚନା |   (09-Apr-2026)       ||      ଟିକାବାଲି ବ୍ଲକରେ ଲକ୍ଷାଧିକ ଟଙ୍କାରେ ନିର୍ମିତ ପାନୀୟ ଜଳ ପ୍ରକଳ୍ପ ଅଟକ |   (09-Apr-2026)       ||      ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମ ହତ୍ୟା ||   (07-Apr-2026)       ||      ନୂଆଗଡ ଗ୍ରାମରେ ଚୋରି ଘଟଣାରେ ସାତ ଜଣ ଗିରଫ ||   (07-Apr-2026)       ||      ରୁପା ବ୍ୟବସାୟୀ ଙ୍କଆକ୍ରମଣ କରି ତାଙ୍କଠାରୁ 7କେଜିର ରୁପା ବେଗ ଧରି ଛୁ ମାରିଲେ ଦୁଇ ଲୁଟେରା |    (06-Apr-2026)       ||      ଓଡ଼ିଶା ସାହିତ୍ୟ ଏକାଡେମୀ ଏବଂ ଉତ୍କଳ ସଂସ୍କୃତି ବିଶ୍ୱ ବିଦ୍ୟାଳୟ ର ମିଳିତ ଆନୁକୂଲ୍ୟରେ ଓଡ଼ିଆ ପକ୍ଷ -2026 ପାଳନ ||   (06-Apr-2026)       ||      ରକ୍ତ ଚାପ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର    (06-Apr-2026)       ||      କଳମ୍ବ ରେ ଦୁତୀୟ ପର୍ଯ୍ୟାୟ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଅନୁଷ୍ଠିତ |   (06-Apr-2026)       ||     

କେଶପୁର ସ୍ନାତକ ମହାବିଦ୍ୟାଳୟ ଠାରେ ଜାତୀୟ ସେବା ଶିବିର ଉଦଘାଟିତ ||

16-Jan-2026

କେଶପୁର ସ୍ନାତକ ମହାବିଦ୍ୟାଳୟ ଠାରେ ଜାତୀୟ ସେବା ଶିବିର ଉଦଘାଟିତ,

    ଓଡିଶା ଜନ ମତ, ଖଲ୍ଲିକୋଟ, ବିକା କୁମା ସାହ, ୫-୧-୨୦୨୬:

 ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ କେଶପୁର ଠାରେ ଥିବା  କେଶପୁର ସ୍ନାତକ ମହାବିଦ୍ୟାଳୟ ପରିସର ରେ ଜାତୀୟ ସେବା ଯୋଜନା ଅଧୀନରେ  ୭ ଦିନିଆ ସେବା ଶିବିର ଉଦଘାଟିତ ହୋଇଯାଇଛି । ଏହି ଶିବିର କୁ ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀଯୁକ୍ତ ଅଶୋକ କୁମାର ପଲେଇ ଉଦ୍ଘାଟନ କରିଥିଲେ। ଏହି ଉଦଘାଟନି ସଭାରେ  ଅଧ୍ୟକ୍ଷ  ଅଶୋକ ପଲେଇ ଏବଂ ଅଧ୍ୟାପକ ଗଗନ ଗଉଡ଼ ଏହାର ଉଦ୍ଦେଶ୍ୟ, ନୀତି, କାର୍ଯ୍ୟ ସଂପର୍କରେ ମତବ୍ୟକ୍ତ କରିଥିଲେ।୫୦ ରୁ ଉର୍ଦ୍ଧ୍ବ  ଛାତ୍ରୀଛାତ୍ର ଉପସ୍ଥିତି ରହି ଅଂଶ ଗ୍ରହଣ କରିଛନ୍ତି।  ଏହା ସାତ ଧୀନ ଧରି ଅନୁଷ୍ଠିତ ହେବ।ଆଜିର ଏହି କାର୍ଯ୍ୟକ୍ରମ ରେ ଇଂରାଜୀ ବିଭାଗର ଅଧ୍ୟାପିକା ଶ୍ରୀମତୀ ସବିତା ପାଢ଼ୀ ଓ ରାଜନୀତି ବିଭାଗ ଅଧ୍ୟାପକ ଘନଶ୍ୟାମ ମହାରଣା ଉପସ୍ଥିତ ରହି ଛାତ୍ରଛାତ୍ରୀ ମାନଙ୍କୁ ପ୍ରେରଣା ପ୍ରଦାନ କରିଥିଲେ। ପରିଶେଷରେ ଅଧ୍ୟାପକ ଦକ୍ଷିଣେଶ୍ୱର ଜେନା ଧନ୍ୟବାଦ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP