Breaking News

ପ୍ରଥମ ପୋଷ୍ଟିଙ୍ଗ ରେ କୋଟିଏ ଟଙ୍କା ର ଲାଞ୍ଚ ନେଇ ସିବିଆଇ ଜାଲରେ ଏସିପି |   (11-Aug-2026)       ||      ଗଞ୍ଜେଇ ଚୋରା ଚାଲାଣ ବେଳେ ଗିରଫ କଲା ପୋଲିସ |    (11-Aug-2026)       ||      ନିଜକୁ ଅବକାରୀ ଅଧିକାରୀ କହି ମଦ ଦୋକାନ ଯାଞ୍ଚ ବେଳେ ପୋଲିସ ଦ୍ୱାରା ଗିରଫ!|    (11-Aug-2026)       ||      ଦୁଇ ବାଇକ ସାମନା, ସାମାନି ଧକ୍କା 3 ଗୁରୁତର |    (11-Aug-2026)       ||      ନୂତନ ଧାନ ସଂଗ୍ରହ ନୀତି କୁ ପରିବର୍ତ୍ତନ ପାଇଁ ଦାବୀ |   (11-Aug-2026)       ||      ଛତ୍ରପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ବିଦ୍ୱତ ପରିଷଦ ଆଲୋଚନା ଅନୁଷ୍ଠିତ |    (11-Aug-2026)       ||      ସ୍ତ୍ରୀକୁ ହତ୍ୟା ଘଟଣାରେ ସ୍ୱାମୀକୁ ଆଜୀବନ ଜେଲ |   (11-Aug-2026)       ||      ସ୍ୱାମୀ ଲକ୍ଷ୍ମଣା ନନ୍ଦ ସରସ୍ବତୀ ମେଡିକାଲ ନାମ କରଣ ନିଷ୍ପତି କୁ ସ୍ୱାଗତ କଲେ ଜିଲ୍ଲା ବାସୀ |    (11-Aug-2026)       ||      ମନରେଗା କାମରେ ଦୁର୍ନୀତି ନେଇ ବିଡ଼ିଓ ଙ୍କ ଦ୍ୱାରସ୍ତ ହେଲେ ତିରିଡା ଗ୍ରାମ୍ୟ ସଭାପତି ||   (11-Aug-2026)       ||      ପୋଲସରା ମହାବିଦ୍ୟାଳୟ ରେ ଇ- ଗ୍ରନ୍ଥାଗାର ସହିତ ଅତିରିକ୍ତ ଗୃହ କୁ ଉଦଘାଟନ କଲେ ମନ୍ତ୍ରୀ ଗୋକୁଳା ନନ୍ଦ ମଲ୍ଲିକ |    (11-Aug-2026)       ||      ସ୍କାଉଟ ଓଗାଇଡ଼ସ ର ଦୀକ୍ଷାନ୍ତ ଦିବସ ସମାରୋହ |   (11-Aug-2026)       ||      ସ୍ୱାଧୀନତା ଦିବସ ପୂର୍ବରୁ ଖଲ୍ଲିକୋଟ ବିଜେପିର ଘର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ |    (11-Aug-2026)       ||      ପିତା ମାତାଙ୍କ ମୃତ୍ୟୁ ପରେ ବେସାହାରା ହେଲେ ଚାରି କୁନି ଚୁଆ |    (11-Aug-2026)       ||      ପ୍ରଭୁ ଗୋରେଖ ନାଥ ଙ୍କ ପୀଠରେ ଅପର୍ଯ୍ୟାପ୍ତ କାଉଡିଆ ଙ୍କ ଭିଡ଼ ,|    (11-Aug-2026)       ||      ବସ ଦୁର୍ଘଟଣାରେ ଅଟୋ ଚାଳକ ମୃତ, ଓଜଣେ ଗୁରୁତର |    (11-Aug-2026)       ||      ସାର୍ଟିଫିକେଟ ବନ୍ଧା ପଡିଥିବାରୁ ମିଳିଲାନି ଚାକିରୀ, ସ୍ୱାମୀ ସ୍ତ୍ରୀ ଦୁହେଁ ଏବେ ଦିନ ମଜୁରିଆ    (11-Aug-2026)       ||      ଜିଲ୍ଲପାଳ ଙ୍କ ଆହ୍ୱାନ " ଘରେ ଘରେ ତ୍ରିରଙ୍ଗା "କାର୍ଯ୍ୟକ୍ରମ ରେ ସାମିଲ ହୁଅନ୍ତୁ |   (11-Aug-2026)       ||      ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ ରେଯୁବ ରେଡ଼କ୍ରସ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ |    (11-Aug-2026)       ||      ଛତ୍ରପୁର ଶାଖା ଅବସର ସରକାରୀ କର୍ମଚାରୀ ସଙ୍ଘର ମାସିକ ବୈଠକ ଅନୁଷ୍ଠିତ ||   (11-Aug-2026)       ||      ବିନାୟକ ମନ୍ଦିର ର ଉନ୍ନତି ଲାଗି ହାତ ବଢ଼ାଇଲେ ସମାଜ ସେବୀ ଦୀପକ ମୁଦୁଲି |    (11-Aug-2026)       ||     

ଗଞ୍ଜାମ ଜିଲ୍ଳାର ବିଭିନ୍ନ ସ୍ଥାନରେ ଇଡିବିଭାଗ ପକ୍ଷରୁ ଚଢ଼ାଉ |

16-Jan-2026

ଗଞ୍ଜାମ ଜିଲ୍ଲାର ବିଭିନ୍ନ ସ୍ଥାନରେ ଇଡି ବିଭାଗ ପକ୍ଷରୁ ଚଢାଉ।,

ଓଡିଶା ଜନ ମତ,କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର,

କେନ୍ଦ୍ର ସରକାରଙ୍କ ଇଡି ବିଭାଗ ପକ୍ଷରୁ ଗଞ୍ଜାମ ଜିଲ୍ଲାର ବିଭିନ୍ନ ସ୍ଥାନ ସହ କଟକ ଓ ଭୁବନେଶ୍ୱରରେ ଚଢ଼ାଉ ଜାରି ରହିଛି। ଏହି ଭଳି ଚଢ଼ାଉ ବିଶେଷ କରି ଠିକାଦାର,ମଦ ବ୍ୟବସାୟୀ ଓ ବାଲି ମାଫିଆ ମାନଙ୍କ ଘରେ ଚଢ଼ାଉ କରିଛନ୍ତି। ଏହି ଚଢାଉ କାର୍ଯ୍ୟକ୍ରମ ରେ ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଶେରଗଡ ଅଞ୍ଚଳର ବରିଷ୍ଠ ବିଜେଡି ନେତା ତଥା ଠିକାଦାର ହୃଷୀକେଶ ପାଢ଼ୀ ଓ ତାଙ୍କ ପୁଅ ସଚିନ୍ ପାଢ଼ୀ, ଆସ୍କା ଅଞ୍ଚଳର ମଦ ବ୍ୟବସାୟୀ ଭଗବାନ ସାହୁ, ବ୍ରହ୍ମପୁର ବିଜିପୁର ଅଞ୍ଚଳର ବିଶ୍ଵଜିତ ପାତ୍ର, ସୁନୀଲ ପାତ୍ର ଓ ପୁରୁଷୋତ୍ତମ ପୁର ଅଞ୍ଚଳର ବାଲି ଘାଟ ବ୍ୟବସାୟୀ କୃପାସିନ୍ଧୁ ମୁଦୁଲି ଙ୍କର ବିଭିନ୍ନ ସ୍ଥାନରେ ଥିବା ଘର ଏବଂ ବ୍ୟବସାୟ ଅନୁଷ୍ଠାନ ଉପରେ ଚଢ଼ାଉ ଜାରି ରହିଛି। ବିଶେଷ କରି ହୃଷିକେଶ ପାଢ଼ୀ ଙ୍କ ଘରେ ଚଢ଼ାଉ ବେଳେ ତାଙ୍କ ଘରେ ଏକ ଟଙ୍କା ଭର୍ତ୍ତି ଆଲମାରୀ ଦେଖି ବିଭାଗୀୟ କର୍ମଚାରୀ ମାନେ ଆଶ୍ଚର୍ଯ୍ୟ ପ୍ରକଟ କରିଛନ୍ତି। ବର୍ତ୍ତମାନ୍ ସୁଦ୍ଧା ଚଢ଼ାଉ ଜାରି ରହିଥିବା ଜଣାପଡିଛି।

News Comment

You Might Also Like

BACK TO TOP