Breaking News

ସ୍ୱାମୀ ଲକ୍ଷ୍ମଣା ନନ୍ଦ ସରସ୍ବତୀ ମେଡିକାଲ ନାମ କରଣ ନିଷ୍ପତି କୁ ସ୍ୱାଗତ କଲେ ଜିଲ୍ଲା ବାସୀ |    (11-Aug-2026)       ||      ମନରେଗା କାମରେ ଦୁର୍ନୀତି ନେଇ ବିଡ଼ିଓ ଙ୍କ ଦ୍ୱାରସ୍ତ ହେଲେ ତିରିଡା ଗ୍ରାମ୍ୟ ସଭାପତି ||   (11-Aug-2026)       ||      ପୋଲସରା ମହାବିଦ୍ୟାଳୟ ରେ ଇ- ଗ୍ରନ୍ଥାଗାର ସହିତ ଅତିରିକ୍ତ ଗୃହ କୁ ଉଦଘାଟନ କଲେ ମନ୍ତ୍ରୀ ଗୋକୁଳା ନନ୍ଦ ମଲ୍ଲିକ |    (11-Aug-2026)       ||      ସ୍କାଉଟ ଓଗାଇଡ଼ସ ର ଦୀକ୍ଷାନ୍ତ ଦିବସ ସମାରୋହ |   (11-Aug-2026)       ||      ସ୍ୱାଧୀନତା ଦିବସ ପୂର୍ବରୁ ଖଲ୍ଲିକୋଟ ବିଜେପିର ଘର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ |    (11-Aug-2026)       ||      ପିତା ମାତାଙ୍କ ମୃତ୍ୟୁ ପରେ ବେସାହାରା ହେଲେ ଚାରି କୁନି ଚୁଆ |    (11-Aug-2026)       ||      ପ୍ରଭୁ ଗୋରେଖ ନାଥ ଙ୍କ ପୀଠରେ ଅପର୍ଯ୍ୟାପ୍ତ କାଉଡିଆ ଙ୍କ ଭିଡ଼ ,|    (11-Aug-2026)       ||      ବସ ଦୁର୍ଘଟଣାରେ ଅଟୋ ଚାଳକ ମୃତ, ଓଜଣେ ଗୁରୁତର |    (11-Aug-2026)       ||      ସାର୍ଟିଫିକେଟ ବନ୍ଧା ପଡିଥିବାରୁ ମିଳିଲାନି ଚାକିରୀ, ସ୍ୱାମୀ ସ୍ତ୍ରୀ ଦୁହେଁ ଏବେ ଦିନ ମଜୁରିଆ    (11-Aug-2026)       ||      ଜିଲ୍ଲପାଳ ଙ୍କ ଆହ୍ୱାନ " ଘରେ ଘରେ ତ୍ରିରଙ୍ଗା "କାର୍ଯ୍ୟକ୍ରମ ରେ ସାମିଲ ହୁଅନ୍ତୁ |   (11-Aug-2026)       ||      ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ ରେଯୁବ ରେଡ଼କ୍ରସ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ |    (11-Aug-2026)       ||      ଛତ୍ରପୁର ଶାଖା ଅବସର ସରକାରୀ କର୍ମଚାରୀ ସଙ୍ଘର ମାସିକ ବୈଠକ ଅନୁଷ୍ଠିତ ||   (11-Aug-2026)       ||      ବିନାୟକ ମନ୍ଦିର ର ଉନ୍ନତି ଲାଗି ହାତ ବଢ଼ାଇଲେ ସମାଜ ସେବୀ ଦୀପକ ମୁଦୁଲି |    (11-Aug-2026)       ||      ମାଲେସିଆ ରୁ କଲିକତା ଆସୁଥିବା ବିମାନ ପାଇଲେଟ ଙ୍କଉପସ୍ଥିତ ବୁଦ୍ଧିଯୋଗୁ ସମସ୍ତ ଯାତ୍ରୀ ସୁରକ୍ଷିତ ରେ ଓଲ୍ଲାହିଁଲେ |   (11-Aug-2026)       ||      ଗଜପତି ଜିଲ୍ଲା ନୁଆଁ ଗଡ଼ ପଞ୍ଚାୟତ ରେ ଜିଲ୍ଲପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (10-Aug-2026)       ||      ଜଣେ ମହିଳା ତାଙ୍କ ଲମ୍ବା କେଶ ପାଇଁ ଗିନିଜ ବୁକ ଅଫ ରେକର୍ଡ କରିଛନ୍ତି |   (10-Aug-2026)       ||      ଦ୍ୱତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ ||   (10-Aug-2026)       ||      ଖଲ୍ଲିକୋଟ ରେ ପାଚିକା, ସହାୟିକା ଙ୍କ ତାଲିମ ଶିବିର ଆୟୋଜିତ |   (10-Aug-2026)       ||      ପୂର୍ବତନ ରାଷ୍ଟ୍ରପତି ଭି ଭି ଗିରି ଙ୍କ 132ତମ ଜୟନ୍ତୀ ପାଳିତ |    (10-Aug-2026)       ||      ବାଲିଗୁଡା ବ୍ଲକ ଓଏହାର ସମସ୍ତ ଶୈବ ପୀଠରେ ଶ୍ରାବଣ ଦ୍ୱତୀୟ ସୋମବାର ରେ ଜଳାଭିଷେକ,|   (10-Aug-2026)       ||     

ଛୁରା ମାଡ଼ରେ ଗୁରୁତର ଯୁବକ ଡାକ୍ତର ଖାନାରେ ଭର୍ତ୍ତି ||

17-Jan-2026

ଛୁରା ମାଡ଼ରେ ଗୁରୁତର ଯୁବକ ଡାକ୍ତରଖାନାରେ ଭର୍ତ୍ତି,

 ଓଡିଶା   ଜନ ମତ,   କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର,

ବେଲଗୁଣ୍ଠା ଥାନା ଅନ୍ତର୍ଗତ ଚଢ଼େଇଆ ପଲ୍ଲୀ ଗ୍ରାମରେ ସାମାନ୍ୟ କଥାକୁ ନେଇ ସୁରଟ୍ ଫେରନ୍ତା ଯୁବକ ବସନ୍ତ ଗୌଡ କୁ ଛୁରା ମାଡ଼ ଫଳରେ ଚିକିତ୍ସା ପାଇଁ ସେ ପ୍ରଥମେ ଭଞ୍ଜନଗର ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। କିନ୍ତୁ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଗତକାଲି ସନ୍ଧ୍ୟାରେ ଗୋଟିଏ ଚା ଦୋକାନ ରେ ନିରାକାର ଖଣ୍ଡୁଆଳ ଓ ବସନ୍ତ ମିଶି ଚା ପିଉଥିବା ବେଳେ କୌଣସି କଥା କୁ ନେଇ ବଚସା ହୋଇଥିଲା ଓ ଏଥିରେ ଉତ୍ୟକ୍ତ ନିରାକାର ବସନ୍ତ କୁ ଛୁରୀ ରେ ଭୁଷି ହତ୍ୟା ଉଦ୍ୟମ କରି ଚମ୍ପଟ୍ ମାରିଛି। ପରିବାର ଲୋକେ ଓ ସ୍ଥାନୀୟ ଲୋକେ ଗୁରୁତର ବସନ୍ତ କୁ ଡାକ୍ତରଖାନାକୁ ପଠାଇ ଥାନା ରେ ଅଭିଯୋଗ କରିଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP