Breaking News

ସ୍ୱାଧୀନତା ଦିବସ ପୂର୍ବରୁ ଖଲ୍ଲିକୋଟ ବିଜେପିର ଘର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ |    (11-Aug-2026)       ||      ମନରେଗା କାମରେ ଦୁର୍ନୀତି କୁ ନେଇ ବିଡ଼ିଓ ଙ୍କ ଦ୍ୱାରସ୍ତ ହେଲେ ପୀଡିତା ||   (11-Aug-2026)       ||      ପିତା ମାତାଙ୍କ ମୃତ୍ୟୁ ପରେ ବେସାହାରା ହେଲେ ଚାରି କୁନି ଚୁଆ |    (11-Aug-2026)       ||      ପ୍ରଭୁ ଗୋରେଖ ନାଥ ଙ୍କ ପୀଠରେ ଅପର୍ଯ୍ୟାପ୍ତ କାଉଡିଆ ଙ୍କ ଭିଡ଼ ,|    (11-Aug-2026)       ||      ବସ ଦୁର୍ଘଟଣାରେ ଅଟୋ ଚାଳକ ମୃତ, ଓଜଣେ ଗୁରୁତର |    (11-Aug-2026)       ||      ସାର୍ଟିଫିକେଟ ବନ୍ଧା ପଡିଥିବାରୁ ମିଳିଲାନି ଚାକିରୀ, ସ୍ୱାମୀ ସ୍ତ୍ରୀ ଦୁହେଁ ଏବେ ଦିନ ମଜୁରିଆ    (11-Aug-2026)       ||      ଜିଲ୍ଲପାଳ ଙ୍କ ଆହ୍ୱାନ " ଘରେ ଘରେ ତ୍ରିରଙ୍ଗା "କାର୍ଯ୍ୟକ୍ରମ ରେ ସାମିଲ ହୁଅନ୍ତୁ |   (11-Aug-2026)       ||      ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ ରେଯୁବ ରେଡ଼କ୍ରସ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ |    (11-Aug-2026)       ||      ଛତ୍ରପୁର ଶାଖା ଅବସର ସରକାରୀ କର୍ମଚାରୀ ସଙ୍ଘର ମାସିକ ବୈଠକ ଅନୁଷ୍ଠିତ ||   (11-Aug-2026)       ||      ବିନାୟକ ମନ୍ଦିର ର ଉନ୍ନତି ଲାଗି ହାତ ବଢ଼ାଇଲେ ସମାଜ ସେବୀ ଦୀପକ ମୁଦୁଲି |    (11-Aug-2026)       ||      ମାଲେସିଆ ରୁ କଲିକତା ଆସୁଥିବା ବିମାନ ପାଇଲେଟ ଙ୍କଉପସ୍ଥିତ ବୁଦ୍ଧିଯୋଗୁ ସମସ୍ତ ଯାତ୍ରୀ ସୁରକ୍ଷିତ ରେ ଓଲ୍ଲାହିଁଲେ |   (11-Aug-2026)       ||      ଗଜପତି ଜିଲ୍ଲା ନୁଆଁ ଗଡ଼ ପଞ୍ଚାୟତ ରେ ଜିଲ୍ଲପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (10-Aug-2026)       ||      ଜଣେ ମହିଳା ତାଙ୍କ ଲମ୍ବା କେଶ ପାଇଁ ଗିନିଜ ବୁକ ଅଫ ରେକର୍ଡ କରିଛନ୍ତି |   (10-Aug-2026)       ||      ଦ୍ୱତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ ||   (10-Aug-2026)       ||      ଖଲ୍ଲିକୋଟ ରେ ପାଚିକା, ସହାୟିକା ଙ୍କ ତାଲିମ ଶିବିର ଆୟୋଜିତ |   (10-Aug-2026)       ||      ପୂର୍ବତନ ରାଷ୍ଟ୍ରପତି ଭି ଭି ଗିରି ଙ୍କ 132ତମ ଜୟନ୍ତୀ ପାଳିତ |    (10-Aug-2026)       ||      ବାଲିଗୁଡା ବ୍ଲକ ଓଏହାର ସମସ୍ତ ଶୈବ ପୀଠରେ ଶ୍ରାବଣ ଦ୍ୱତୀୟ ସୋମବାର ରେ ଜଳାଭିଷେକ,|   (10-Aug-2026)       ||      ସାପ କାମୁଡା ରେ ଦୁଇ ମାସ ଶିଶୁ ମୃତ, ବାପା ଗୁରୁତର |    (10-Aug-2026)       ||      ଲକ୍ଷାଧିକ ଟଙ୍କା, ସୁନା ଓ ଅନ୍ୟନ୍ୟ ସାମଗ୍ରୀ କୁ କେସିଙ୍ଗା ର ଏକ ଘରୁ ଚୋରି କଲେ ଚୋର |    (10-Aug-2026)       ||      ଶ୍ରୀକ୍ଷେତ୍ରପୋଢୁଆଁ ଯାତ୍ରାର ଅନ୍ୟତମ ପ୍ରବର୍ତ୍ତକ ସରୋଜ ନାୟକ ସମ୍ବର୍ଦ୍ଧିତ ||   (10-Aug-2026)       ||     

ଭି ଭି ଗିରି ବାଳିକା ଊଚ୍ଚ ବିଦ୍ୟାଳୟ ରେ ପିଏମ ଶ୍ରୀ ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମ ଉଦଯାପିତ |

17-Jan-2026

ଭି ଭି ଗିରି ବାଳିକା ଉଚ୍ଚ ବିଦ୍ୟାଳୟରେ ପିଏମ୍ ଶ୍ରୀ ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମ ଉଦଯାପିତ।

 ଓଡିଶା  ଜନ ମତ, କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର,

ରେଶମ ନଗରୀ ବ୍ରହ୍ମପୁର ସହର ରେ ଅବସ୍ଥିତ ବହୁ ପୁରାତନ ଶିକ୍ଷାନୁଷ୍ଠାନ ଭି ଭି ଗିରି ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଗତକାଲି ଓ ଆଜି ଦୁଇ ଦିନ ଧରି ଚାଲିଥିବା ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି। ଆଜିର ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପ୍ରାକ୍ତନ ନିର୍ଦେଶକ ଡଃ ହୃଷୀକେଶ ପାଣିଗ୍ରାହୀ ପ୍ରଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମ ଉଦଘାଟନ କରିଥିଲେ। ଏତଦବ୍ୟତୀତ ଅନ୍ୟତମ ଅତିଥି ଭାବେ ବ୍ରହ୍ମପୁର ଶିକ୍ଷା ଅଧିକାର, ସ୍କୁଲ ପରିସରରେ ଅବସ୍ଥିତ ସିଟି ଟ୍ରେନିଂ ସ୍କୁଲ୍ ର ଅଧ୍ୟକ୍ଷା ରଶ୍ମିତା ପାଢ଼ୀ ପ୍ରମୁଖ ଯୋଗ ଦେଇଥିଲେ। ସ୍କୁଲ ଛାତ୍ରୀ ମାନଙ୍କ ଦ୍ଵାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଯଥା ରାମାୟଣ,ଓଡିଶୀ ନୃତ୍ୟ, ସମ୍ବଲପୁରୀ ନୃତ୍ୟ, ରକ୍ତ ଚରିତ୍ର, ମାଁ ମାଗେ ମମତା ଭଳି ବହୁ ସୁନ୍ଦର ମନଛୁଆଁ ଅନୁଷ୍ଠିତ ହୋଇଥିଲା।ଏଥି ସହିତ ବିଭିନ୍ନ ପ୍ରତିଯୋଗିତାରେ କୃତି ପ୍ରତିଯୋଗୀଙ୍କୁ ଉପସ୍ଥିତ ଅତିଥିମାନେ ମାନପତ୍ର ପ୍ରଦାନ କରାଯାଇଥିଲେ। ଆଜିର ଏହି କାର୍ଯ୍ୟକ୍ରମରେ ସ୍କାଉଟ୍ ଗାଇଡ୍ ଛାତ୍ରୀ, ବିଭିନ୍ନ ବର୍ଗର ଶିକ୍ଷୟତ୍ରୀ ଓ ବିଦ୍ୟାଳୟ କର୍ମଚାରୀ ଙ୍କ ପୁର୍ଣ୍ଣ ସହଯୋଗ ରେ ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମ ସମାପ୍ତ ହୋଇଥିଲା।

News Comment

You Might Also Like

BACK TO TOP