Breaking News

କୋଦଳା ମହାବିଦ୍ୟାଳୟ ରେ ମାତୃ ଭାଷା ର ଐତିହ୍ୟ ସମ୍ପର୍କ ରେ ପାଠ ଚକ୍ର |    (12-Apr-2026)       ||      ବିଦ୍ୟୁତ ଆଘାତ ରେ ବିଦ୍ୟୁତ କର୍ମଚାରୀ ଙ୍କ ମୃତ୍ୟୁ |    (12-Apr-2026)       ||      ବେଲଘର ବନାଞ୍ଚଳ ରେ ପୁଣି ହାତି ଆତଙ୍କ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      କ ନୂଆଙ୍ଗା ବ୍ଳକ ଶିକ୍ଷା ବିଭାଗ ଅଫିସିରେ 5ମାସ ହେଲା ବିଇଓ ପଦବୀ ଖାଲି ||   (12-Apr-2026)       ||      ଗୋଳନ୍ଥରା ଥାନା ପଞ୍ଚାମା ଅଞ୍ଚଳ ରେ ପାନ ବ୍ୟବସାୟୀ ଙ୍କୁ ନିର୍ମମ ହତ୍ୟା |   (12-Apr-2026)       ||      ଖଲ୍ଲିକୋଟ ନଗର କଂଗ୍ରେସ ସଭାପତି ହେଲେ ମନ ମଦନ ସାହୁ |   (11-Apr-2026)       ||      ବାଲିଗୁଡା ଆଦିବାସୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ +2ଅନ ଲାଇନ ଓ ଅଫଲାଇନ ମୂଲ୍ୟାୟନ କେନ୍ଦ୍ର ଅନୁଷ୍ଠିତ |    (11-Apr-2026)       ||      ଓଡ଼ିଆ ପକ୍ଷ ଉପଲକ୍ଷେ ରକ୍ତ ଦାନ ଶିବିର,   (11-Apr-2026)       ||      ବାର୍ଷିକ ବିବରଣୀ ପତ୍ର 2025-26ର ଅବଲୋକନ ଓ 2026-27ବର୍ଷ ପାଇଁ କାର୍ଯ୍ୟ ଯୋଜନା ପ୍ରସ୍ତୁତି କରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ||   (10-Apr-2026)       ||      ପୋଲସରା ପୌର ପରିଷଦ ପକ୍ଷରୁ ଓଡ଼ିଆ ପକ୍ଷ ଅବସର ରେ କଳାକାର ମାନଙ୍କୁ ସମ୍ବର୍ଦ୍ଧନା ଅନୁଷ୍ଠିତ ||   (10-Apr-2026)       ||      ପଶ୍ଚିମ ଓଡ଼ିଶାର ସିନେକଳାକାର ମାନେ ତାରା ତାରିଣୀ ଙ୍କ ପୀଠରେ କଲେ ପୂଜାର୍ଚନା |   (09-Apr-2026)       ||      ଟିକାବାଲି ବ୍ଲକରେ ଲକ୍ଷାଧିକ ଟଙ୍କାରେ ନିର୍ମିତ ପାନୀୟ ଜଳ ପ୍ରକଳ୍ପ ଅଟକ |   (09-Apr-2026)       ||      ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମ ହତ୍ୟା ||   (07-Apr-2026)       ||      ନୂଆଗଡ ଗ୍ରାମରେ ଚୋରି ଘଟଣାରେ ସାତ ଜଣ ଗିରଫ ||   (07-Apr-2026)       ||      ରୁପା ବ୍ୟବସାୟୀ ଙ୍କଆକ୍ରମଣ କରି ତାଙ୍କଠାରୁ 7କେଜିର ରୁପା ବେଗ ଧରି ଛୁ ମାରିଲେ ଦୁଇ ଲୁଟେରା |    (06-Apr-2026)       ||      ଓଡ଼ିଶା ସାହିତ୍ୟ ଏକାଡେମୀ ଏବଂ ଉତ୍କଳ ସଂସ୍କୃତି ବିଶ୍ୱ ବିଦ୍ୟାଳୟ ର ମିଳିତ ଆନୁକୂଲ୍ୟରେ ଓଡ଼ିଆ ପକ୍ଷ -2026 ପାଳନ ||   (06-Apr-2026)       ||      ରକ୍ତ ଚାପ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର    (06-Apr-2026)       ||      କଳମ୍ବ ରେ ଦୁତୀୟ ପର୍ଯ୍ୟାୟ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଅନୁଷ୍ଠିତ |   (06-Apr-2026)       ||     

ପୁରୁଷୋତ୍ତମପୁର ସନ ସାଇନ ଇଣ୍ଟେର ନେସନାଲ ସ୍କୁଲ ର ବାର୍ଷିକ ଉତ୍ସବ ଅନୁଷ୍ଠିତ |

18-Jan-2026

ସନ ସାଇନ ର ଇଣ୍ଟେରଣସନଲ ସ୍କୁଲ ରବାର୍ଷିକ ଉତ୍ସବ ଅନୁଷ୍ଠିତ,

ପୁରୁଷୋତ୍ତମପୁର ଏନଏସି କୁମାରୀ ସ୍ଥିତ ସନ ସାଇନସ୍କୁଲ ରେ 11ତମ ବାର୍ଷିକ ଉତ୍ସବ ଅନୁଷ୍ଠାନ ର ସଭାପତିପ୍ରଫୁଲ କୁମାର  ରଥ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ହୋଇ ଯାଇଛି | ଏହାକୁସଂଯୋଜନ କରିଥିଲେ ସ୍କୁଲ ର ଅଧକ୍ଷ ସୁନୀଲ କୁମାର  ମହାନ୍ତିଏହିକାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ପୁରୁଷୋତ୍ତମପୁର ତହସିଲଦାର ବିନୋଦକୁମାରବେହେରା ଯୋଗଦେଇ ଥିଲା ବେଳେ ସମ୍ମାନିତ ଅତିଥି ଭାବେ ଏସ ଡିପିଓ ସୁଜିତ କୁମାର ନାୟକ,ଏନଏସି ଅଧକ୍ଷ କୃଷ୍ଣ ଚନ୍ଦ୍ର ପଣ୍ଡା,  ମୁଖ୍ୟ ବକ୍ତା ଭାବେ ଡକ୍ଟର ମାନସରଞ୍ଜନ ବେହେରା, ଡକ୍ଟର ଆଲୋକ ପାଣିଗ୍ରାହୀ, ମଞ୍ଚାସିନ ଥିଲେ | ପ୍ରଥମେ  ଉପସ୍ଥିତ ଅତିଥି ମାନେ ଦୀପପ୍ରଜ୍ବଳନ କରି ଥିଲେ | ଅନୁଷ୍ଠାନ ତରଫରୁ ମଞ୍ଚାସିନ ଅତିଥି ମାନଙ୍କୁ ପୁଷ୍ପ ଗୁଚ୍ଛ ଓ ଉତ୍ତରୀୟ ଦେଈ  ସ୍ୱାଗତ କରିଥିଲେ | ପରେ ଜଣେ ଜଣେ ଅତିଥି ମାନେ ନିଜ ନିଜ ବକ୍ତବ୍ୟ ଉପସ୍ଥାପନ କରିଥିଲେ I ମୁଖ୍ୟ ଅତିଥି ତାଙ୍କ ବକ୍ତବ୍ୟ ରେ କହିଥିଲେ ଯେ ଛାତ୍ର ଛାତ୍ରୀ ମାନେ ହେଉ ହେଉଛନ୍ତି ଦେଶର ଉଜ୍ଜଳ ଭବିଷ୍ୟତ ସେମାନଙ୍କ ଉର୍ନତି ରେ ଦେଶର ଉର୍ନତି ହୋଇ ପାରିବ |ମୁଖ୍ୟ ବକ୍ତା ଡ଼କ୍ଟର ମାନସ ରଞ୍ଜନ ବେହେରା ଛାତ୍ର,ଛାତ୍ରୀ ମାନଙ୍କୁ ଉଚିତ ଶିକ୍ଷା, ସଂସ୍କାର ଓ ନୈତିକଜ୍ଞାନ ଅର୍ଜନ କରିବା ଉପରେ  ମତ ଦେଇଥିଲେ |ଅନ୍ୟ ଅତିଥି ମାନେ ମଧ୍ୟ ଛାତ୍ର, ଛାତ୍ରୀ ଙ୍କ ଭବିଷ୍ୟତଓ ନୈତିକ ଶିକ୍ଷା ଉପରେ ଗୁରୁତ୍ୱ ଦେବାକୁ ପରାମର୍ଶ ଦେଇଥିଲେ |  ଶେଷରେ  ସ୍କୁଲ ର ଅଧ୍ୟକ୍ଷ ସୁନୀଲ ମହାନ୍ତି ଉପସ୍ଥିତ ଛାତ୍ର, ଛାତ୍ରୀ ଙ୍କ ପିତା ମାତାମାନଙ୍କୁ ସେମାନଙ୍କ ସନ୍ତାନ ଙ୍କ ମାନଙ୍କ ଉପରେ ଗୁରୁତ୍ୱ ଦେଈ ସେମାନଙ୍କ ଭିବିଷ୍ୟତ  କିପରି ଉନ୍ନତି ହୋଇ ପାରିବ ତା ଉପରେ ଗୁରୁତ୍ୱ ଦେବାକୁ ଅନୁରୋଧ କରିଥିଲେ |  ଶେଷରେ ବିଦ୍ୟାଳୟର ବିଭିର୍ଣ୍ଣ ପ୍ରତିଯୋଗିତାରେ ଭାଗ ନେଇ ନେଇ ଉତୀର୍ଣ୍ଣ ହୋଇଥିବା ଛାତ୍ର ଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ବାରା ପୁରସ୍କାର ବଣ୍ଟନ କରାଯାଉ ଥିଲା । ଓ ଶେଷରେ କୁନି କୁନି କଳାକାର ମାନଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା | ଏଥିରେ ବିଦ୍ୟାଳୟର ସମସ୍ତ ଗୁରୁଜୀ ଓ ଗୁରୁମା ମାନେ ସହଯୋଗ କରିଥିଲେ।

News Comment

You Might Also Like

BACK TO TOP