Breaking News

ସାର୍ଟିଫିକେଟ ବନ୍ଧା ପଡିଥିବାରୁ ମିଳିଲାନି ଚାକିରୀ, ସ୍ୱାମୀ ସ୍ତ୍ରୀ ଦୁହେଁ ଏବେ ଦିନ ମଜୁରିଆ    (11-Aug-2026)       ||      ଜିଲ୍ଲପାଳ ଙ୍କ ଆହ୍ୱାନ " ଘରେ ଘରେ ତ୍ରିରଙ୍ଗା "କାର୍ଯ୍ୟକ୍ରମ ରେ ସାମିଲ ହୁଅନ୍ତୁ |   (11-Aug-2026)       ||      ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ ରେଯୁବ ରେଡ଼କ୍ରସ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ |    (11-Aug-2026)       ||      ଛତ୍ରପୁର ଶାଖା ଅବସର ସରକାରୀ କର୍ମଚାରୀ ସଙ୍ଘର ମାସିକ ବୈଠକ ଅନୁଷ୍ଠିତ ||   (11-Aug-2026)       ||      ବିନାୟକ ମନ୍ଦିର ର ଉନ୍ନତି ଲାଗି ହାତ ବଢ଼ାଇଲେ ସମାଜ ସେବୀ ଦୀପକ ମୁଦୁଲି |    (11-Aug-2026)       ||      ମାଲେସିଆ ରୁ କଲିକତା ଆସୁଥିବା ବିମାନ ପାଇଲେଟ ଙ୍କଉପସ୍ଥିତ ବୁଦ୍ଧିଯୋଗୁ ସମସ୍ତ ଯାତ୍ରୀ ସୁରକ୍ଷିତ ରେ ଓଲ୍ଲାହିଁଲେ |   (11-Aug-2026)       ||      ଗଜପତି ଜିଲ୍ଲା ନୁଆଁ ଗଡ଼ ପଞ୍ଚାୟତ ରେ ଜିଲ୍ଲପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (10-Aug-2026)       ||      ଜଣେ ମହିଳା ତାଙ୍କ ଲମ୍ବା କେଶ ପାଇଁ ଗିନିଜ ବୁକ ଅଫ ରେକର୍ଡ କରିଛନ୍ତି |   (10-Aug-2026)       ||      ଦ୍ୱତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ ||   (10-Aug-2026)       ||      ଖଲ୍ଲିକୋଟ ରେ ପାଚିକା, ସହାୟିକା ଙ୍କ ତାଲିମ ଶିବିର ଆୟୋଜିତ |   (10-Aug-2026)       ||      ପୂର୍ବତନ ରାଷ୍ଟ୍ରପତି ଭି ଭି ଗିରି ଙ୍କ 132ତମ ଜୟନ୍ତୀ ପାଳିତ |    (10-Aug-2026)       ||      ବାଲିଗୁଡା ବ୍ଲକ ଓଏହାର ସମସ୍ତ ଶୈବ ପୀଠରେ ଶ୍ରାବଣ ଦ୍ୱତୀୟ ସୋମବାର ରେ ଜଳାଭିଷେକ,|   (10-Aug-2026)       ||      ସାପ କାମୁଡା ରେ ଦୁଇ ମାସ ଶିଶୁ ମୃତ, ବାପା ଗୁରୁତର |    (10-Aug-2026)       ||      ଲକ୍ଷାଧିକ ଟଙ୍କା, ସୁନା ଓ ଅନ୍ୟନ୍ୟ ସାମଗ୍ରୀ କୁ କେସିଙ୍ଗା ର ଏକ ଘରୁ ଚୋରି କଲେ ଚୋର |    (10-Aug-2026)       ||      ଶ୍ରୀକ୍ଷେତ୍ରପୋଢୁଆଁ ଯାତ୍ରାର ଅନ୍ୟତମ ପ୍ରବର୍ତ୍ତକ ସରୋଜ ନାୟକ ସମ୍ବର୍ଦ୍ଧିତ ||   (10-Aug-2026)       ||      କ୍ରୀଡା ଶିକ୍ଷକଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା |   (10-Aug-2026)       ||      ଜମି ମାଲିକ ନଆସିଲେ ମଧ୍ୟ ଭାଗ ଚାଷୀ ପଞ୍ଜିକରଣ କରିପାରିବେ ||   (10-Aug-2026)       ||      ପୋଲସରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (10-Aug-2026)       ||      ହଜି ଯାଇଥିବା ସାମାନ କୁ ଫେରାଇ ମାନବିକତାଦେଖାଇଲେ ପୋଲିସ |    (10-Aug-2026)       ||      ଖଲ୍ଲିକୋଟ ରେ ବିଶ୍ୱ ଆଦିବାସୀ ଦିବସ ପାଳିତ!|    (09-Aug-2026)       ||     

ବେଲଘର ବନାଞ୍ଚଳ ରେ ହାତୀ ମୃତ୍ୟୁ ଘଟଣା , ତଦନ୍ତ ପାଈଁ ପହଂଚିଲେ ଡ଼ିଏଫଓ |

19-Jan-2026

ବେଲଘର ବନାଞ୍ଚଳରେ ହାତୀ ମୃତ୍ୟୁ ଘଟଣା: ତଦନ୍ତ ପାଇଁ ପହଞ୍ଚିଲେ ଡିଏଫଓ : ମୃତ୍ୟୁ ରହସ୍ୟ ଖୋଲିବ କି ?  

ଓଡିଶା ଜନମତ, ବାଲିଗୁଡା, ତା, ୧୯/୦୧ : 

ସଞ୍ଜୟ କୁମାର ପାଣିଗ୍ରାହୀ): 

କନ୍ଧମାଳ ଜିଲ୍ଲା ବାଲିଗୁଡା ବନଖଣ୍ଡ ର ବେଲଘର ରେଞ୍ଜ ଝିରିପାଣି ପଞ୍ଚାୟତର ସିମିଲିପଦର ନିକଟସ୍ଥ ମୁଣ୍ଡୁଟି ଜଙ୍ଗଲରେ ଏକ ହାତୀ ଜାନୁୟାରୀ ୫ ତାରିଖ ରେ ମୃତ୍ୟୁ ବରଣ କରିଥିବା ବେଳେ ଏହା ଲୋକ ଲୋଚନକୁ ନ ଆସିବା ଏବଂ ଏହାର ତଦନ୍ତ ପାଇଁ କୌଣସି ଅଧିକାରୀ ନ ଆସିବାକୁ ନେଇ ଲୋକଙ୍କ ମନରେ ସନ୍ଦେହ ସୃଷ୍ଟି ହେବାରୁ ଏହି ଘଟଣା ଜଙ୍ଗଲ ମଧ୍ୟରେ ନ ରହି ବାହାରକୁ ଆସିଲା। ସେଥିରୁ ଜଣାପଡ଼ିଲା ହାତୀ ଟିର ମୃତ ଦେହ ସେହି ସ୍ଥାନ ରେ ନ ରଖି ତାହାକୁ ଖଣ୍ଡ ଖଣ୍ଡ କରି ଜରୀ ଅଖା ରେ ଭର୍ତ୍ତି କରି ଏକ ପିକ୍ପପ ରେ ଅନ୍ୟ ସ୍ଥାନକୁ ସ୍ଥାନାନ୍ତର କରି ଦିଆଯାଇଥିଲା। ହାତୀ ମୃତ କୁ ସମ୍ପୂର୍ଣ୍ଣ ଭାବରେ ଲୁଚାଇ ରଫା ଦଫା କରିବା ପାଇଁ ବନ ବିଭାଗର କିଛି ଅଧିକାରୀ ମସୁଧା କରୁଥିବା ଜଣାପଡିଛି । ଏ ନେଇ ତୁମୁଡିବନ୍ଧ ରେଞ୍ଜର ଙ୍କ ଠାରୁ ଆରମ୍ଭ କରି ବାଲିଗୁଡା ଡିଏଫଓ କେହିବି ଘଟଣା ସମ୍ପର୍କ ରେ ମୁହଁ ଖୋଲୁ ନାହାନ୍ତି କି ଅଭିଯୋଗ ପରେ ମଧ୍ୟ ଘଟଣା ସ୍ଥଳକୁ କେହିବି ନ ଯିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଏ ସମ୍ପର୍କ ରେ ଗଣ ମାଧ୍ୟମ ପ୍ରତିନିଧି ମାନେ ପଚାରିବା ପରେ ବେଲଘର ରେ ଡିଏଫଓ ଘନଶ୍ୟାମ ମହାନ୍ତ ଙ୍କ ସହ ଏସିଏଫ ସୂର୍ଯ୍ୟକାନ୍ତ ବେହେରା, ମନୋରଞ୍ଜନ ବାଗ, ବେଲଘର ରେଞ୍ଜ ଅଫିସରେ ପହଞ୍ଚିଛନ୍ତି। ବେଲଘର ରେଞ୍ଜର ବିନୟ କୁମାର ବିଶି, ଫରେଷ୍ଟ ର ବୁଦ୍ଧଦେବ କହଁର କୁ ପଚରା ଉଚରା କରିଥିବା ଜଣାପଡିଛି । ତେବେ ତଦନ୍ତ କରି ଅଧିକାରୀ ମାନେ ଫେରିଛନ୍ତି। ତଦନ୍ତ ରିପୋର୍ଟ ରେ ହାତୀ ମୃତ ର ସତ୍ୟ ଖବର ଉପରୁ ପରଦା ହଟିବ ନା ମିଳି ମିଶି ଘଟଣା ନିଜ ଅଧିକାରୀ ଙ୍କୁ ବଞ୍ଚାଇ ଦିଆଯିବ ତାହାକୁ ନେଇ ଏବେ ଆଲୋଚନା ବିଷୟ ପାଲଟିଛି। ପରିବେଶବିତ କହିଛନ୍ତି ଏହାର ଏକ ଉଚ୍ଚ ସ୍ତରୀୟ ତଦନ୍ତ କରାଯିବା ଆବଶ୍ୟକ ରହିଛି। ନ ହେଲେ ନିଜ କର୍ମଚାରୀ ଡାହାଣୀ ନିଜ ଅଧିକାରୀ ଗୁଣିଆ ହୋଇ ଘଟଣା କୁ ଚାପି ଦିଆଯିବ। ତାହାକୁ ନେଇ ସମସ୍ତଙ୍କ ନଜର ରହିଛି l

News Comment

You Might Also Like

BACK TO TOP