Breaking News

ମାଲେସିଆ ରୁ କଲିକତା ଆସୁଥିବା ବିମାନ ପାଇଲେଟ ଙ୍କଉପସ୍ଥିତ ବୁଦ୍ଧିଯୋଗୁ ସମସ୍ତ ଯାତ୍ରୀ ସୁରକ୍ଷିତ ରେ ଓଲ୍ଲାହିଁଲେ |   (11-Aug-2026)       ||      ଗଜପତି ଜିଲ୍ଲା ନୁଆଁ ଗଡ଼ ପଞ୍ଚାୟତ ରେ ଜିଲ୍ଲପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (10-Aug-2026)       ||      ଜଣେ ମହିଳା ତାଙ୍କ ଲମ୍ବା କେଶ ପାଇଁ ଗିନିଜ ବୁକ ଅଫ ରେକର୍ଡ କରିଛନ୍ତି |   (10-Aug-2026)       ||      ଦ୍ୱତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ ||   (10-Aug-2026)       ||      ଖଲ୍ଲିକୋଟ ରେ ପାଚିକା, ସହାୟିକା ଙ୍କ ତାଲିମ ଶିବିର ଆୟୋଜିତ |   (10-Aug-2026)       ||      ପୂର୍ବତନ ରାଷ୍ଟ୍ରପତି ଭି ଭି ଗିରି ଙ୍କ 132ତମ ଜୟନ୍ତୀ ପାଳିତ |    (10-Aug-2026)       ||      ବାଲିଗୁଡା ବ୍ଲକ ଓଏହାର ସମସ୍ତ ଶୈବ ପୀଠରେ ଶ୍ରାବଣ ଦ୍ୱତୀୟ ସୋମବାର ରେ ଜଳାଭିଷେକ,|   (10-Aug-2026)       ||      ସାପ କାମୁଡା ରେ ଦୁଇ ମାସ ଶିଶୁ ମୃତ, ବାପା ଗୁରୁତର |    (10-Aug-2026)       ||      ଲକ୍ଷାଧିକ ଟଙ୍କା, ସୁନା ଓ ଅନ୍ୟନ୍ୟ ସାମଗ୍ରୀ କୁ କେସିଙ୍ଗା ର ଏକ ଘରୁ ଚୋରି କଲେ ଚୋର |    (10-Aug-2026)       ||      ଶ୍ରୀକ୍ଷେତ୍ରପୋଢୁଆଁ ଯାତ୍ରାର ଅନ୍ୟତମ ପ୍ରବର୍ତ୍ତକ ସରୋଜ ନାୟକ ସମ୍ବର୍ଦ୍ଧିତ ||   (10-Aug-2026)       ||      କ୍ରୀଡା ଶିକ୍ଷକଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା |   (10-Aug-2026)       ||      ଜମି ମାଲିକ ନଆସିଲେ ମଧ୍ୟ ଭାଗ ଚାଷୀ ପଞ୍ଜିକରଣ କରିପାରିବେ ||   (10-Aug-2026)       ||      ପୋଲସରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (10-Aug-2026)       ||      ହଜି ଯାଇଥିବା ସାମାନ କୁ ଫେରାଇ ମାନବିକତାଦେଖାଇଲେ ପୋଲିସ |    (10-Aug-2026)       ||      ଖଲ୍ଲିକୋଟ ରେ ବିଶ୍ୱ ଆଦିବାସୀ ଦିବସ ପାଳିତ!|    (09-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ଉଦଘାଟିତ!|   (09-Aug-2026)       ||      ଯାତ୍ରା ମଞ୍ଚ ରେ ଜୀବନ୍ତ ଅଭିନୟ ଦେଖି ଦର୍ଶକ ଫିଙ୍ଗିଲେ ଚେୟାର!|    (09-Aug-2026)       ||      ମିଥୁନ ଚକ୍ରବର୍ତ୍ତୀ ଙ୍କ ଅସ୍ତ୍ରୋ ପଚାର ସଫଳ ହେଲା ||   (09-Aug-2026)       ||      ସଂଘବଦ୍ଧ ଭାବେ କଲେଜ ଛାତ୍ର ଆକ୍ରମଣ ଘଟଣାରେ ପୋଲିସ ହାତ ଖାଲି |   (09-Aug-2026)       ||      ପୋଲସରା କଲେଜ ରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (09-Aug-2026)       ||     

ଗୁରୁଜଙ୍ଗ ପି ଏମ ଶ୍ରୀ ସରକାରୀ ବିଦ୍ୟାଳୟ ରେ ବାର୍ଷିକ ଉତ୍ସବ ଅନୁଷ୍ଠିତ |

20-Jan-2026

ଗୁରୁଜଙ୍ଗ ପି.ଏମ.ଶ୍ରୀ.ସରକାରୀ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

ଓଡିଶା ଜନମତ, ଖୋର୍ଦ୍ଧା, ଗୋପାଳ କୃଷ୍ଣ ପ୍ରଧାନ

ଗୁରୁଜଂଗ ରେ ଥିବା ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ଗୁରୁଜଙ୍ଗ ର ବାର୍ଷିକ  ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୁଚିତ୍ରା ନାୟକଙ୍କ ସଭାପତିତ୍ବରେ ଅତିଥି ରୂପେ ପୌର ପରିଷଦ ଅଧ୍ୟକ୍ଷା କନକଲକ୍ଷ୍ମୀ ମହାନ୍ତି, ଗୋଷ୍ଠି ଶିକ୍ଷା ଅଧିକାରୀ ଯାଜ୍ଞସେନୀ ସାହୁ, ବିଦ୍ୟାଳୟର ପରିଚାଳନା କମିଟିର ସଭାପତି ସମରେନ୍ଦ୍ର ନାଥ ଶତପଥୀ, ପଞ୍ଚ ଶଖା ଶିକ୍ଷା ସେତୁର ସଭାପତି ଅନ୍ତର୍ଯ୍ୟାମି ଭୂୟାଁ,କାଉନ୍‌ସିଲର ଲୀନା ସ୍ୱାଇଁ ଯୋଗ ଦେଇ  ଦେଶର ଆସନ୍ତାକାଲି ଭବିଷ୍ୟତ, ଅବାଟରେ ନ ଯିବାପାଇଁ ପିଲାମାନଙ୍କୁ କହିବା ସହିତ  ଶିକ୍ଷକ, ଶିକ୍ଷୟିତ୍ରୀ ମାନେ ଗୁଣାତ୍ମକ ଶିକ୍ଷା ପ୍ରତି ଗୁରୁତ୍ୱ ଦେବାକୁ ପରାମର୍ଶ ଦେଇଥିଲେ l. ପରେ ଅତିଥି ମାନେ କୃତି ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କୃତ କରିଥିଲେ।ମଞ୍ଚ ପରିଚାଳନା ଶିକ୍ଷକ ବିରଞ୍ଚି କୁମାର ସାହୁ   ଶିକ୍ଷୟିତ୍ରୀ ସୁଭଶ୍ରୀ ପ୍ରଧାନ ମଞ୍ଚ ପରିଚାଳନା କରିଥିଲେ l ଛାତ୍ରୀ ଦେବୀ ରଥ ଉତ୍ସବ ପ୍ରାରମ୍ଭରେ ଓଡ଼ିଶି ନୃତ୍ୟ ପରିବେଷଣ କରି ସମସ୍ତଙ୍କୁ ଉତ୍ସାହିତ କରିଥିଲେ।ଅନ୍ତିମ ପର୍ଯ୍ୟାୟରେ ଛାତ୍ରଛାତ୍ରୀ ମାନଙ୍କୁ ନେଇ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା । ବିଦ୍ୟାଳୟ ର ଶିକ୍ଷକ,ଶିକ୍ଷୟତ୍ରୀ, ପରିଚାଳନା କମିଟି ଓ ସେବକ ସେବିକା ମାନେ କାର୍ଯ୍ୟରେ ସହଯୋଗ କରିଥିଲେ। 

News Comment

You Might Also Like

BACK TO TOP