Breaking News

ଗଜପତି ଜିଲ୍ଲା ନୁଆଁ ଗଡ଼ ପଞ୍ଚାୟତ ରେ ଜିଲ୍ଲପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (10-Aug-2026)       ||      ଜଣେ ମହିଳା ତାଙ୍କ ଲମ୍ବା କେଶ ପାଇଁ ଗିନିଜ ବୁକ ଅଫ ରେକର୍ଡ କରିଛନ୍ତି |   (10-Aug-2026)       ||      ଦ୍ୱତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ ||   (10-Aug-2026)       ||      ଖଲ୍ଲିକୋଟ ରେ ପାଚିକା, ସହାୟିକା ଙ୍କ ତାଲିମ ଶିବିର ଆୟୋଜିତ |   (10-Aug-2026)       ||      ପୂର୍ବତନ ରାଷ୍ଟ୍ରପତି ଭି ଭି ଗିରି ଙ୍କ 132ତମ ଜୟନ୍ତୀ ପାଳିତ |    (10-Aug-2026)       ||      ବାଲିଗୁଡା ବ୍ଲକ ଓଏହାର ସମସ୍ତ ଶୈବ ପୀଠରେ ଶ୍ରାବଣ ଦ୍ୱତୀୟ ସୋମବାର ରେ ଜଳାଭିଷେକ,|   (10-Aug-2026)       ||      ସାପ କାମୁଡା ରେ ଦୁଇ ମାସ ଶିଶୁ ମୃତ, ବାପା ଗୁରୁତର |    (10-Aug-2026)       ||      ଲକ୍ଷାଧିକ ଟଙ୍କା, ସୁନା ଓ ଅନ୍ୟନ୍ୟ ସାମଗ୍ରୀ କୁ କେସିଙ୍ଗା ର ଏକ ଘରୁ ଚୋରି କଲେ ଚୋର |    (10-Aug-2026)       ||      ଶ୍ରୀକ୍ଷେତ୍ରପୋଢୁଆଁ ଯାତ୍ରାର ଅନ୍ୟତମ ପ୍ରବର୍ତ୍ତକ ସରୋଜ ନାୟକ ସମ୍ବର୍ଦ୍ଧିତ ||   (10-Aug-2026)       ||      କ୍ରୀଡା ଶିକ୍ଷକଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା |   (10-Aug-2026)       ||      ଜମି ମାଲିକ ନଆସିଲେ ମଧ୍ୟ ଭାଗ ଚାଷୀ ପଞ୍ଜିକରଣ କରିପାରିବେ ||   (10-Aug-2026)       ||      ପୋଲସରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (10-Aug-2026)       ||      ହଜି ଯାଇଥିବା ସାମାନ କୁ ଫେରାଇ ମାନବିକତାଦେଖାଇଲେ ପୋଲିସ |    (10-Aug-2026)       ||      ଖଲ୍ଲିକୋଟ ରେ ବିଶ୍ୱ ଆଦିବାସୀ ଦିବସ ପାଳିତ!|    (09-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ଉଦଘାଟିତ!|   (09-Aug-2026)       ||      ଯାତ୍ରା ମଞ୍ଚ ରେ ଜୀବନ୍ତ ଅଭିନୟ ଦେଖି ଦର୍ଶକ ଫିଙ୍ଗିଲେ ଚେୟାର!|    (09-Aug-2026)       ||      ମିଥୁନ ଚକ୍ରବର୍ତ୍ତୀ ଙ୍କ ଅସ୍ତ୍ରୋ ପଚାର ସଫଳ ହେଲା ||   (09-Aug-2026)       ||      ସଂଘବଦ୍ଧ ଭାବେ କଲେଜ ଛାତ୍ର ଆକ୍ରମଣ ଘଟଣାରେ ପୋଲିସ ହାତ ଖାଲି |   (09-Aug-2026)       ||      ପୋଲସରା କଲେଜ ରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (09-Aug-2026)       ||      ଦୁଇ ଦଫା ଦାବି ନେଇ ତାତିଲେ ପେନସନ ଧାରୀ |    (09-Aug-2026)       ||     

ଖୋର୍ଦ୍ଧା ଉପଜିଲ୍ଲାପାଳ ଙ୍କୁ ଭେଟିଲେ ଅଧିବକ୍ତା ଓ ଲିଗାଲ ସେଲ ||

20-Jan-2026

ଖୋର୍ଦ୍ଧା ଉପଜିଲ୍ଲାପାଳ ଙ୍କୁ ଭେଟିଲେ ଅଧିବକ୍ତା ଓ ଲିଗାଲ ସେଲ

ଓଡିଶା ଜନମତ, ଖୋର୍ଦ୍ଧା, ଗୋପାଳ କୃଷ୍ଣ ପ୍ରଧାନ
)ଆଜି ଖୋର୍ଦ୍ଧା ଉପଜିଲ୍ଲାପାଳ ଭାବେ ସଂକଳ୍ପ ସ୍ୱସ୍ତିକ ସାହୁ ଯୋଗ ଦେବା ପରେ ଖୋର୍ଦ୍ଧା ଜିଲ୍ଲା ଅଧିବକ୍ତା ଓ ଲିଗାଲ ସେଲ ପକ୍ଷରୁ ସଭାପତି ପବିତ୍ର ମୋହନ ରାଜଗୁରୁ ସମ୍ପାଦକ ମନୋଜ କୁମାର ପଟ୍ଟନାୟକ, ସଂଯୋଜକ ଲୋତକ ବିନ୍ଦୁ ପଟ୍ଟନାୟକ, ପ୍ରଦୀପ ରାମ, ଅଜିତ ମିଶ୍ର, ପ୍ରଭାତ ମହାପାତ୍ର, ପ୍ରମୁଖ ଉପସ୍ଥିତ ହୋଇ ପୁଷ୍ପଗୁଛ ଦେବା ସହିତ ଖୋର୍ଦ୍ଧା ଆଗମନ ରେ ଅଭିନନ୍ଦନ ଜଣାଇଥିଲେ l ସେହିପରି ଖୋର୍ଦ୍ଧା ର ସାମଗ୍ରିକ ବିକାଶ, ଉପରେ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ l ସରାକାରଙ୍କ ନୀତି ନିୟମ ଭିତରେ ଖୋର୍ଦ୍ଧା ବିକାଶ କାମ କରାଯିବ ବୋଲି ଉପଜିଲ୍ଲାପାଳ ପ୍ରତିଶୃତି ଦେଇଥିଲେl 

News Comment

You Might Also Like

BACK TO TOP