Breaking News

ଗଜପତି ଜିଲ୍ଲା ନୁଆଁ ଗଡ଼ ପଞ୍ଚାୟତ ରେ ଜିଲ୍ଲପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (10-Aug-2026)       ||      ଜଣେ ମହିଳା ତାଙ୍କ ଲମ୍ବା କେଶ ପାଇଁ ଗିନିଜ ବୁକ ଅଫ ରେକର୍ଡ କରିଛନ୍ତି |   (10-Aug-2026)       ||      ଦ୍ୱତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ ||   (10-Aug-2026)       ||      ଖଲ୍ଲିକୋଟ ରେ ପାଚିକା, ସହାୟିକା ଙ୍କ ତାଲିମ ଶିବିର ଆୟୋଜିତ |   (10-Aug-2026)       ||      ପୂର୍ବତନ ରାଷ୍ଟ୍ରପତି ଭି ଭି ଗିରି ଙ୍କ 132ତମ ଜୟନ୍ତୀ ପାଳିତ |    (10-Aug-2026)       ||      ବାଲିଗୁଡା ବ୍ଲକ ଓଏହାର ସମସ୍ତ ଶୈବ ପୀଠରେ ଶ୍ରାବଣ ଦ୍ୱତୀୟ ସୋମବାର ରେ ଜଳାଭିଷେକ,|   (10-Aug-2026)       ||      ସାପ କାମୁଡା ରେ ଦୁଇ ମାସ ଶିଶୁ ମୃତ, ବାପା ଗୁରୁତର |    (10-Aug-2026)       ||      ଲକ୍ଷାଧିକ ଟଙ୍କା, ସୁନା ଓ ଅନ୍ୟନ୍ୟ ସାମଗ୍ରୀ କୁ କେସିଙ୍ଗା ର ଏକ ଘରୁ ଚୋରି କଲେ ଚୋର |    (10-Aug-2026)       ||      ଶ୍ରୀକ୍ଷେତ୍ରପୋଢୁଆଁ ଯାତ୍ରାର ଅନ୍ୟତମ ପ୍ରବର୍ତ୍ତକ ସରୋଜ ନାୟକ ସମ୍ବର୍ଦ୍ଧିତ ||   (10-Aug-2026)       ||      କ୍ରୀଡା ଶିକ୍ଷକଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା |   (10-Aug-2026)       ||      ଜମି ମାଲିକ ନଆସିଲେ ମଧ୍ୟ ଭାଗ ଚାଷୀ ପଞ୍ଜିକରଣ କରିପାରିବେ ||   (10-Aug-2026)       ||      ପୋଲସରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (10-Aug-2026)       ||      ହଜି ଯାଇଥିବା ସାମାନ କୁ ଫେରାଇ ମାନବିକତାଦେଖାଇଲେ ପୋଲିସ |    (10-Aug-2026)       ||      ଖଲ୍ଲିକୋଟ ରେ ବିଶ୍ୱ ଆଦିବାସୀ ଦିବସ ପାଳିତ!|    (09-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ଉଦଘାଟିତ!|   (09-Aug-2026)       ||      ଯାତ୍ରା ମଞ୍ଚ ରେ ଜୀବନ୍ତ ଅଭିନୟ ଦେଖି ଦର୍ଶକ ଫିଙ୍ଗିଲେ ଚେୟାର!|    (09-Aug-2026)       ||      ମିଥୁନ ଚକ୍ରବର୍ତ୍ତୀ ଙ୍କ ଅସ୍ତ୍ରୋ ପଚାର ସଫଳ ହେଲା ||   (09-Aug-2026)       ||      ସଂଘବଦ୍ଧ ଭାବେ କଲେଜ ଛାତ୍ର ଆକ୍ରମଣ ଘଟଣାରେ ପୋଲିସ ହାତ ଖାଲି |   (09-Aug-2026)       ||      ପୋଲସରା କଲେଜ ରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (09-Aug-2026)       ||      ଦୁଇ ଦଫା ଦାବି ନେଇ ତାତିଲେ ପେନସନ ଧାରୀ |    (09-Aug-2026)       ||     

ପୋଲସରା ରେ"ବେଟି ବଞ୍ଚାଅ ବେଟି ପଢାଅ `ତାଲିମ ଅନୁଷ୍ଠିତ ||

21-Jan-2026

ପୋଲସରାରେ `ବେଟି ବଚାଓ, ବେଟି ପଢାଓ` ତାଲିମ ଏବଂ ଶପଥ ପାଠ ||

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା ; 

 ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ସିଦିପିଓ ତିଳୋତ୍ତମା ରାଉତଙ୍କ  ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ  `ବେଟି ବଚାଓ, ବେଟି ପଢାଓ` ବ୍ଲକ ସ୍ତରୀୟ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।  ଶୁକ୍ରବାର ଦିନ ଆୟୋଜିତ ଏହି ସଚେତନତା କାର୍ଯ୍ୟକ୍ରମରେ ଅତିଥି ଭାବେ ଆଇନଜୀବୀ ତଥା ଜିଲ୍ଲା ରିସୋର୍ଚ୍ଚ  ପର୍ସନ (ଆରପି) ଦାଶରଥି ତ୍ରିପାଠୀ ଓ ଆଇନଜୀବୀ ତଥା ରିସୋର୍ଚ୍ଚ ପର୍ସନ ଜମିର ଅଲ୍ଲୀ ଖାନ, ୟୁନିୟନ ବ୍ୟାଙ୍କ ଅଫ୍ ଇଣ୍ଡିଆ ବ୍ରହ୍ମପୁର (ଆର୍ଥିକ ସାକ୍ଷରତା) ଦିଲୀପ କୁମାର ଦଳାଇ, ବାପୁଜୀ କନିଆରୀ (ବିଏଚ୍ଇ ଡବ୍ଲୁ, ହୁବକ୍ଟାବଟ),  ଶିକ୍ଷକ ଜିତେନ୍ଦ୍ର କୁମାର ମିଶ୍ର ଓ ଶିକ୍ଷକ ସମୀର କୁମାର ଦଳାଇ ପ୍ରମୁଖ ଯୋଗଦେଇ କିଶୋରୀ ବାଳିକାଙ୍କ ପାଇଁ ରହିଥିବା ବିଭିନ୍ନ ସାମ୍ବିଧାନିକ ପରିସରଭୁକ୍ତ ଅଧିକାର ଓ ଯୋଜନା, ସାମାଜିକ, ଅର୍ଥନୈତିକ ସମେତ ଆର୍ଥିକ ସାକ୍ଷରତା ସମ୍ପର୍କରେ  ପ୍ରାଞ୍ଜଳ ଭାବରେ  ଆଲୋକପାତ କରିଥିଲେ। ଏହି ଅବସରରେ ସାମୁହିକ ଭାବେ ସଚେତନତା ପାଠ କରାଯିବା ସହିତ ୩ ଜଣ କଲେଜର କିଶୋରୀ ଚମ୍ପିୟାନ ଛାତ୍ରୀଙ୍କୁ  ପ୍ରଶଂସାପତ୍ର ସହିତ ୧୦୦୦ ଟଙ୍କାର ପୁରସ୍କାର ରାଶି ଦିଆଯାଇଥିଲା। ସଭାକାର୍ଯ୍ୟ ସଂଯୋଜନା ଅଞ୍ଚଳ ପରିଦର୍ଶିକା ସୁରଭି କୁସୁମ ଦାସ କରିଥିବା ବେଳେ ଉପସ୍ଥିତ ଅନ୍ୟ ଅଞ୍ଚଳ ପରିଦର୍ଶିକା, ଅଙ୍ଗନୱାଡି କର୍ମୀଙ୍କ ସମେତ ସ୍ଥାନୀୟ ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ଓ ଆଞ୍ଚଳିକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ (ଆର.ଡବ୍ଲୁ.ଏଚ.ଏସ)ର ଛାତ୍ରୀମାନେ ଉପସ୍ଥିତ ଥିଲେ ।ଏଥିସହ କର୍ମଚାରୀମାନେ ଉପସ୍ଥିତ ରହି ସହଯୋଗ କରିଥିଲେ । ଶେଷରେ ପରିଦର୍ଶିକା ଦାସ କାର୍ଯ୍ୟାଳୟ ତରଫରୁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

News Comment

You Might Also Like

BACK TO TOP