Breaking News

ଗଜପତି ଜିଲ୍ଲା ନୁଆଁ ଗଡ଼ ପଞ୍ଚାୟତ ରେ ଜିଲ୍ଲପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (10-Aug-2026)       ||      ଜଣେ ମହିଳା ତାଙ୍କ ଲମ୍ବା କେଶ ପାଇଁ ଗିନିଜ ବୁକ ଅଫ ରେକର୍ଡ କରିଛନ୍ତି |   (10-Aug-2026)       ||      ଦ୍ୱତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ ||   (10-Aug-2026)       ||      ଖଲ୍ଲିକୋଟ ରେ ପାଚିକା, ସହାୟିକା ଙ୍କ ତାଲିମ ଶିବିର ଆୟୋଜିତ |   (10-Aug-2026)       ||      ପୂର୍ବତନ ରାଷ୍ଟ୍ରପତି ଭି ଭି ଗିରି ଙ୍କ 132ତମ ଜୟନ୍ତୀ ପାଳିତ |    (10-Aug-2026)       ||      ବାଲିଗୁଡା ବ୍ଲକ ଓଏହାର ସମସ୍ତ ଶୈବ ପୀଠରେ ଶ୍ରାବଣ ଦ୍ୱତୀୟ ସୋମବାର ରେ ଜଳାଭିଷେକ,|   (10-Aug-2026)       ||      ସାପ କାମୁଡା ରେ ଦୁଇ ମାସ ଶିଶୁ ମୃତ, ବାପା ଗୁରୁତର |    (10-Aug-2026)       ||      ଲକ୍ଷାଧିକ ଟଙ୍କା, ସୁନା ଓ ଅନ୍ୟନ୍ୟ ସାମଗ୍ରୀ କୁ କେସିଙ୍ଗା ର ଏକ ଘରୁ ଚୋରି କଲେ ଚୋର |    (10-Aug-2026)       ||      ଶ୍ରୀକ୍ଷେତ୍ରପୋଢୁଆଁ ଯାତ୍ରାର ଅନ୍ୟତମ ପ୍ରବର୍ତ୍ତକ ସରୋଜ ନାୟକ ସମ୍ବର୍ଦ୍ଧିତ ||   (10-Aug-2026)       ||      କ୍ରୀଡା ଶିକ୍ଷକଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା |   (10-Aug-2026)       ||      ଜମି ମାଲିକ ନଆସିଲେ ମଧ୍ୟ ଭାଗ ଚାଷୀ ପଞ୍ଜିକରଣ କରିପାରିବେ ||   (10-Aug-2026)       ||      ପୋଲସରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (10-Aug-2026)       ||      ହଜି ଯାଇଥିବା ସାମାନ କୁ ଫେରାଇ ମାନବିକତାଦେଖାଇଲେ ପୋଲିସ |    (10-Aug-2026)       ||      ଖଲ୍ଲିକୋଟ ରେ ବିଶ୍ୱ ଆଦିବାସୀ ଦିବସ ପାଳିତ!|    (09-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ଉଦଘାଟିତ!|   (09-Aug-2026)       ||      ଯାତ୍ରା ମଞ୍ଚ ରେ ଜୀବନ୍ତ ଅଭିନୟ ଦେଖି ଦର୍ଶକ ଫିଙ୍ଗିଲେ ଚେୟାର!|    (09-Aug-2026)       ||      ମିଥୁନ ଚକ୍ରବର୍ତ୍ତୀ ଙ୍କ ଅସ୍ତ୍ରୋ ପଚାର ସଫଳ ହେଲା ||   (09-Aug-2026)       ||      ସଂଘବଦ୍ଧ ଭାବେ କଲେଜ ଛାତ୍ର ଆକ୍ରମଣ ଘଟଣାରେ ପୋଲିସ ହାତ ଖାଲି |   (09-Aug-2026)       ||      ପୋଲସରା କଲେଜ ରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (09-Aug-2026)       ||      ଦୁଇ ଦଫା ଦାବି ନେଇ ତାତିଲେ ପେନସନ ଧାରୀ |    (09-Aug-2026)       ||     

ପୋଲିସ ଏସ ଆଇ ପରୀକ୍ଷା ର ଅଭିଯୁକ୍ତ ନଅ ଜଣ ଙ୍କ ଜାମିନ ଆବେଦନ ତାରିଖ ଘୁଞ୍ଚିଲା |

23-Jan-2026

ପୋଲିସ ଏସ ଆଇ ପରୀକ୍ଷା ଦୁର୍ନୀତି, ୯ ଜଣଙ୍କ ଜାମିନ ଆବେଦନର ଶୁଣାଣି ଘୁଞ୍ଚିଲା ,

     ଓଡିଶା ଜନ ମତ ବ୍ୟୁରୋ,

ପୋଲିସ ଏସଆଇ ପରୀକ୍ଷା ମହାଘୋଟାଲା ଦୁର୍ନୀତି ମାମଲାରେ  ହାଇକୋର୍ଟରେ ଅଭିଯୁକ୍ତ ମୁନା ମହାନ୍ତିଙ୍କ ଅନ୍ତରୀଣ ଜାମିନ ଆବେଦନ
ର ଶୁଣାଣି ଆଜି ଥିବାବେଳେ ତାହା ମାର୍ଚ୍ଚ ୧୬ ତାରିଖକୁ ଘୁଞ୍ଚିଛି। ଏହି ମାମଲାର ସମସ୍ତ ଅଭିଯୁକ୍ତଙ୍କ ଜାମିନ ଉପରେ ଶୁଣାଣି ଗୋଟିଏ ଦିନ ହେବ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ଜାମିନ ଆବେଦନ କରିଥିଲେ ଅଭିଯୁକ୍ତ। ଯାହାକୁ ଆସନ୍ତା ମାର୍ଚ୍ଚ ୧୬ ତାରିଖକୁ ଘୁଞ୍ଚାଇ ଦେଇଛନ୍ତି ହାଇକୋର୍ଟ। ତାଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ କର୍ତ୍ତୃ ପକ୍ଷଙ୍କୁ ନିର୍ଦ୍ଦେଶ  ଦେଇଛନ୍ତି ହାଇକୋର୍ଟ । ।ସବୁ ଅଭିଯୁକ୍ତଙ୍କ ଜାମିନ ଆବେଦନ ଉପରେ ଶୁଣାଣି ଏକା ସାଙ୍ଗରେ ହେବ ବୋଲି କୋର୍ଟ କହିଛନ୍ତି। । ତେବେ ସିବିଆଇ ଓଡ଼ିଶାପୁଲିସସବ-ଇନ୍ସପେକ୍ଟର ( ଏସଆଇ) ନିଯୁକ୍ତି ଦୁର୍ନୀତି ମାମଲାରେ ୧୬ ଜଣ ଜଣଙ୍କ ନାଆଁରେ ପ୍ରାଥମିକ ଚାର୍ଜସିଟ୍ ଦାଖଲ କରିଛି। ଏଥିରେ କିଙ୍ଗପିନ୍‌ ଶଙ୍କର ପୃଷ୍ଟି, ରିଙ୍କୁ ମହାରଣା, ସୌମ୍ୟା ପ୍ରିୟଦର୍ଶିନୀ, ସୁରେଶ ନାୟକ ଓ ମୁନ୍ନା ମହାନ୍ତିଙ୍କ ନାମ ରହିଛି। ଏହି ସଂଖ୍ୟା ଆଗକୁବଢ଼ିପାରେ ବୋଲି କୁହାଯାଇଛି। ଏମାନଙ୍କ ମଧ୍ୟରୁ ୯ ଜଣଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରି
ଥିଲା। ସିବିଆଇ ପକ୍ଷରୁ ୭ଜଣଙ୍କୁ ଗିରଫ କୋର୍ଟ ଚାଲାଣ କରାଯାଇଥିଲା। ନଭେମ୍ବର ୨୦ ତାରିଖରେ ସିବିଆଇ ଏହି ମାମଲାର ତଦନ୍ତଭାର ନେଇଥିଲା। ମୁଖ୍ୟମନ୍ତ୍ରୀଙ୍କ ସୁପାରିଶ ପରେ କେନ୍ଦ୍ର ସରକାର ଏସଆଇ ନିଯୁକ୍ତି ପରୀକ୍ଷା ଦୁର୍ନୀତିର ସିବିଆଇ ତଦନ୍ତକୁ ଅନୁମୋଦନ କରିଥିଲେ ।

News Comment

You Might Also Like

BACK TO TOP