Breaking News

ଗଜପତି ଜିଲ୍ଲା ନୁଆଁ ଗଡ଼ ପଞ୍ଚାୟତ ରେ ଜିଲ୍ଲପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (10-Aug-2026)       ||      ଜଣେ ମହିଳା ତାଙ୍କ ଲମ୍ବା କେଶ ପାଇଁ ଗିନିଜ ବୁକ ଅଫ ରେକର୍ଡ କରିଛନ୍ତି |   (10-Aug-2026)       ||      ଦ୍ୱତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ ||   (10-Aug-2026)       ||      ଖଲ୍ଲିକୋଟ ରେ ପାଚିକା, ସହାୟିକା ଙ୍କ ତାଲିମ ଶିବିର ଆୟୋଜିତ |   (10-Aug-2026)       ||      ପୂର୍ବତନ ରାଷ୍ଟ୍ରପତି ଭି ଭି ଗିରି ଙ୍କ 132ତମ ଜୟନ୍ତୀ ପାଳିତ |    (10-Aug-2026)       ||      ବାଲିଗୁଡା ବ୍ଲକ ଓଏହାର ସମସ୍ତ ଶୈବ ପୀଠରେ ଶ୍ରାବଣ ଦ୍ୱତୀୟ ସୋମବାର ରେ ଜଳାଭିଷେକ,|   (10-Aug-2026)       ||      ସାପ କାମୁଡା ରେ ଦୁଇ ମାସ ଶିଶୁ ମୃତ, ବାପା ଗୁରୁତର |    (10-Aug-2026)       ||      ଲକ୍ଷାଧିକ ଟଙ୍କା, ସୁନା ଓ ଅନ୍ୟନ୍ୟ ସାମଗ୍ରୀ କୁ କେସିଙ୍ଗା ର ଏକ ଘରୁ ଚୋରି କଲେ ଚୋର |    (10-Aug-2026)       ||      ଶ୍ରୀକ୍ଷେତ୍ରପୋଢୁଆଁ ଯାତ୍ରାର ଅନ୍ୟତମ ପ୍ରବର୍ତ୍ତକ ସରୋଜ ନାୟକ ସମ୍ବର୍ଦ୍ଧିତ ||   (10-Aug-2026)       ||      କ୍ରୀଡା ଶିକ୍ଷକଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା |   (10-Aug-2026)       ||      ଜମି ମାଲିକ ନଆସିଲେ ମଧ୍ୟ ଭାଗ ଚାଷୀ ପଞ୍ଜିକରଣ କରିପାରିବେ ||   (10-Aug-2026)       ||      ପୋଲସରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (10-Aug-2026)       ||      ହଜି ଯାଇଥିବା ସାମାନ କୁ ଫେରାଇ ମାନବିକତାଦେଖାଇଲେ ପୋଲିସ |    (10-Aug-2026)       ||      ଖଲ୍ଲିକୋଟ ରେ ବିଶ୍ୱ ଆଦିବାସୀ ଦିବସ ପାଳିତ!|    (09-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ଉଦଘାଟିତ!|   (09-Aug-2026)       ||      ଯାତ୍ରା ମଞ୍ଚ ରେ ଜୀବନ୍ତ ଅଭିନୟ ଦେଖି ଦର୍ଶକ ଫିଙ୍ଗିଲେ ଚେୟାର!|    (09-Aug-2026)       ||      ମିଥୁନ ଚକ୍ରବର୍ତ୍ତୀ ଙ୍କ ଅସ୍ତ୍ରୋ ପଚାର ସଫଳ ହେଲା ||   (09-Aug-2026)       ||      ସଂଘବଦ୍ଧ ଭାବେ କଲେଜ ଛାତ୍ର ଆକ୍ରମଣ ଘଟଣାରେ ପୋଲିସ ହାତ ଖାଲି |   (09-Aug-2026)       ||      ପୋଲସରା କଲେଜ ରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (09-Aug-2026)       ||      ଦୁଇ ଦଫା ଦାବି ନେଇ ତାତିଲେ ପେନସନ ଧାରୀ |    (09-Aug-2026)       ||     

ଡକ୍ଟର ପୂର୍ଣ୍ଣ ଚନ୍ଦ୍ର ଦାଶ ଜେରିଆଟ୍ରିକ ସୋସାଇଟି ଅଫ ଇଣ୍ଡିଆର ସଭାପତି |

24-Jan-2026

ଡାକ୍ତର ପୂର୍ଣ୍ଣଚନ୍ଦ୍ର ଦାଶ ଜେରିଆଟ୍ରିକ୍ ସୋସାଇଟି ଅଫ୍ ଇଣ୍ଡିଆର ସଭାପତି

ଓଡିଶା ଜନମତ,ବାଲିଗୁଡା, ତା, ୨୪/୦୧:

ସଞ୍ଜୟ କୁମାର ପାଣିଗ୍ରାହୀ :

 କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟର ପୁରାତନ ଛାତ୍ର ତଥା ସ୍ଥାନୀୟ ବାସିନ୍ଦା ସ୍ବର୍ଗତ ଡାକ୍ତର ବୃନ୍ଦାବନ ଚନ୍ଦ୍ର ଦାଶଙ୍କ ପୁଅ ବରିଷ୍ଠ ଭେଷଜ ବିଶେଷଜ୍ଞ ପ୍ରଫେସର ଡା.ପୂର୍ଣ୍ଣଚନ୍ଦ୍ର ଦାଶ ଜେରିଆଟ୍ରିକ୍ ସୋସାଇଟି ଅଫ୍ ଇଣ୍ଡିଆର ଜାତୀୟ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ଜାତୀୟ ମୁଖ୍ୟାଳୟରେ ଅନୁଷ୍ଠିତ ଏକ ବୈଠକରେ ସମସ୍ତ କାର୍ଯ୍ୟନିର୍ବାହୀ କମିଟି ସଦସ୍ୟଙ୍କ ସର୍ବ ସମ୍ମତି କ୍ରମେ ଡାକ୍ତର ଦାଶଙ୍କ ନାମ ଅନୁମୋଦନ ଲାଭ କରିଛି। ସେ ଏସ୍‌ସିବି ମେଡିକାଲ୍ କଲେଜ ଓ ହସ୍ପିଟାଲ୍‌ର ମେଡିସିନ୍ ବିଭାଗର ପୂର୍ବତନ ବିଭାଗୀୟ ମୁଖ୍ୟ ଭାବେ ଅବସର ନେଇଥିବା ବେଳେ ଦୀର୍ଘ ୪୨ ବର୍ଷ ହେଲା ରୋଗୀଙ୍କ ସେବା ଓ ଡାକ୍ତରୀ ଶିକ୍ଷା ଦାନ
କାର୍ଯ୍ୟରେ ନିୟୋଜିତ ହୋଇ ଉଚ୍ଚ ପ୍ରଶଂସିତ ହେବା ସହ ହାଇଟେକ୍ ଅଧ୍ଯକ୍ଷ ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି। ୧୯୯୯ ମସିହାରୁ ଜେରିଆଟ୍ରିକ୍ ସୋସାଇଟି ଅଫ୍ ଇଣ୍ଡିଆରେ ବିଭିନ୍ନ ପଦବିରେ ସେ କାର୍ଯ୍ୟ କରି ଆସୁଛନ୍ତି । ବର୍ତ୍ତମାନ ସେ ପୂର୍ବାଞ୍ଚଳ ଶାଖାର ଅଧ୍ୟକ୍ଷ ଏବଂ ଓଡ଼ିଶା ରାଜ୍ୟ ଶାଖାର ଅଧ୍ଯକ୍ଷ ଦାୟିତ୍ବରେ ମଧ୍ଯ ରହିଛନ୍ତି। ପ୍ରଥମ ଓଡ଼ିଆ ବିଶେଷଜ୍ଞ ଭାବେ ଡାକ୍ତର ଦାଶ ଜେରିଆଟ୍ରିକ୍ ସୋସାଇଟି ଅଫ୍ ଇଣ୍ଡିଆର ଜାତୀୟ ସଭାପତି ଭାବେ ନିର୍ବାଚିତ ହୋଇ ଥିବାରୁ ସବୁ ମହଲରୁ ଶୁଭେଚ୍ଛାର ସୁଅ ଛୁଟି ଥୂବା ବେଳେ ଏହି ଅଞ୍ଚଳ ପାଇଁ ଗୌରବ ଆଣି ଦେଇଥିବାରୁ ହାଇସ୍କୁଲ ପ୍ରଧାନ ଶିକ୍ଷକ ମନୋଜ କୁମାର ରଥଙ୍କ ସମେତ ବହୁ ବୁଦ୍ଧିଜୀବୀ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି

News Comment

You Might Also Like

BACK TO TOP