Breaking News

ଜଣେ ମହିଳା ତାଙ୍କ ଲମ୍ବା କେଶ ପାଇଁ ଗିନିଜ ବୁକ ଅଫ ରେକର୍ଡ କରିଛନ୍ତି |   (10-Aug-2026)       ||      ଦ୍ୱତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ ||   (10-Aug-2026)       ||      ଖଲ୍ଲିକୋଟ ରେ ପାଚିକା, ସହାୟିକା ଙ୍କ ତାଲିମ ଶିବିର ଆୟୋଜିତ |   (10-Aug-2026)       ||      ପୂର୍ବତନ ରାଷ୍ଟ୍ରପତି ଭି ଭି ଗିରି ଙ୍କ 132ତମ ଜୟନ୍ତୀ ପାଳିତ |    (10-Aug-2026)       ||      ବାଲିଗୁଡା ବ୍ଲକ ଓଏହାର ସମସ୍ତ ଶୈବ ପୀଠରେ ଶ୍ରାବଣ ଦ୍ୱତୀୟ ସୋମବାର ରେ ଜଳାଭିଷେକ,|   (10-Aug-2026)       ||      ସାପ କାମୁଡା ରେ ଦୁଇ ମାସ ଶିଶୁ ମୃତ, ବାପା ଗୁରୁତର |    (10-Aug-2026)       ||      ଲକ୍ଷାଧିକ ଟଙ୍କା, ସୁନା ଓ ଅନ୍ୟନ୍ୟ ସାମଗ୍ରୀ କୁ କେସିଙ୍ଗା ର ଏକ ଘରୁ ଚୋରି କଲେ ଚୋର |    (10-Aug-2026)       ||      ଶ୍ରୀକ୍ଷେତ୍ରପୋଢୁଆଁ ଯାତ୍ରାର ଅନ୍ୟତମ ପ୍ରବର୍ତ୍ତକ ସରୋଜ ନାୟକ ସମ୍ବର୍ଦ୍ଧିତ ||   (10-Aug-2026)       ||      କ୍ରୀଡା ଶିକ୍ଷକଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା |   (10-Aug-2026)       ||      ଜମି ମାଲିକ ନଆସିଲେ ମଧ୍ୟ ଭାଗ ଚାଷୀ ପଞ୍ଜିକରଣ କରିପାରିବେ ||   (10-Aug-2026)       ||      ପୋଲସରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (10-Aug-2026)       ||      ହଜି ଯାଇଥିବା ସାମାନ କୁ ଫେରାଇ ମାନବିକତାଦେଖାଇଲେ ପୋଲିସ |    (10-Aug-2026)       ||      ଖଲ୍ଲିକୋଟ ରେ ବିଶ୍ୱ ଆଦିବାସୀ ଦିବସ ପାଳିତ!|    (09-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ଉଦଘାଟିତ!|   (09-Aug-2026)       ||      ଯାତ୍ରା ମଞ୍ଚ ରେ ଜୀବନ୍ତ ଅଭିନୟ ଦେଖି ଦର୍ଶକ ଫିଙ୍ଗିଲେ ଚେୟାର!|    (09-Aug-2026)       ||      ମିଥୁନ ଚକ୍ରବର୍ତ୍ତୀ ଙ୍କ ଅସ୍ତ୍ରୋ ପଚାର ସଫଳ ହେଲା ||   (09-Aug-2026)       ||      ସଂଘବଦ୍ଧ ଭାବେ କଲେଜ ଛାତ୍ର ଆକ୍ରମଣ ଘଟଣାରେ ପୋଲିସ ହାତ ଖାଲି |   (09-Aug-2026)       ||      ପୋଲସରା କଲେଜ ରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (09-Aug-2026)       ||      ଦୁଇ ଦଫା ଦାବି ନେଇ ତାତିଲେ ପେନସନ ଧାରୀ |    (09-Aug-2026)       ||      ଖଲାଡ଼ି ଠାରେ " ବିଶ୍ୱ ଆଦିବାସୀ ମେଳା "ଅନୁଷ୍ଠିତ ||   (09-Aug-2026)       ||     

ବୁଗୁଡ଼ା ବ୍ଳକ ଭାମାଶ୍ୟାଲି ଉର୍ଣ୍ଣିତ ଉଚ୍ଚ ବିଦ୍ୟାଳୟ ର ବାର୍ଷିକ ଉତ୍ସବ ଅନୁଷ୍ଠିତ ||

24-Jan-2026

*ଭାମଶ୍ୟାଳୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ର ବାର୍ଷିକ ଉତ୍ସବ*,

 ଓଡିଶା ଜନ ମତ ବ୍ୟୁରୋ, ବୁଗୁଡ଼ା ୨୪/୧ :

 ବୁଗୁଡ଼ା ବ୍ଳକ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ର ବାର୍ଷିକ ଉତ୍ସବ ରେ ପ୍ରଧାନ ଶିକ୍ଷକ ଜି. ନାଗେଶ୍ୱର ରାଓ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ମହାର୍ଘ୍ୟ ଉତ୍ସବ ରେ ତହସିଲଦାର ଶ୍ରୀ ତାପସ ରାଉତ ମୁଖ୍ୟ ଅତିଥି, ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ଚିନ୍ମୟ ମହାପାତ୍ର ମୁଖ୍ୟ ବକ୍ତା ଓ ସମ୍ମାନିତ ଅତିଥି ଭାବେ ବରିଷ୍ଠ ସମାଜସେବୀ ଡ଼ଃ କୁମୁଦ ଚନ୍ଦ୍ର ବେହେରା, ସି.ଆର.ସି.ସି ଶ୍ରୀମତୀ ସୁନିତା ପାଣିଗ୍ରାହୀ , ସରପଞ୍ଚ ଶ୍ରୀଯୁକ୍ତ ସଞ୍ଜୟ ବିଶ୍ୱାଳ, ସମିତି ସଭ୍ୟା ଶ୍ରୀମତୀ ଗାୟତ୍ରୀ ପ୍ରଧାନ, ନାଏବ ସରପଞ୍ଚ ଶ୍ରୀଯୁକ୍ତ ଦିଲ୍ଲୀପ କୁମାର ନାହାକ ଓ ୱାର୍ଡ ମେମ୍ବର ଉମା କାନ୍ତ ବଢ଼େଇ ଯୋଗ ଦେଇ ବିଦ୍ୟାର୍ଥୀ ଙ୍କ ଶୈକ୍ଷିକ  ବିକାଶ, ଶାରୀରିକ ଓ ମାନସିକ ତଥା ଆତ୍ମିକ ଉନ୍ନତି ସମ୍ପର୍କ ରେ ଦୃଷ୍ଟିପାତ କରିଥିଲେ । ଅତିଥି ମାନଙ୍କ ଦ୍ଵାରା ବିଦ୍ୟାର୍ଥୀ ଙ୍କୁ ପୁରସ୍କାର ବିତରଣାନ୍ତେ ଭବ୍ୟ ସାଂସ୍କୃତିକ କାର୍ଯ୍ୟ କ୍ରମ ରେ ପରିବେଶ ମୁଖରିତ ହୋଇଥିଲା । ଏହି କାର୍ଯ୍ୟକ୍ରମ କୁ ବାସୁଦାସ ପ୍ରଧାନ ଓ ସୁବଳ କହଁର କାର୍ଯ୍ୟକ୍ରମ କୁ ସଂଯୋଜନା କରିଥିଲେ। ଅତିଥି ମାନଙ୍କ ଦ୍ଵାରା ଛାତ୍ର ଛାତ୍ରୀ ମାନଙ୍କୁ ଟ୍ରଫି ଓ ମାନ ପତ୍ର ବଣ୍ଟନ କରା ଯାଇଥିଲା । ସହକାରୀ ଶିକ୍ଷକ ଶ୍ରୀ ପୀତବାସ ସାହୁ ଅତିଥି ପରିଚୟ ପ୍ରଦାନ କଲା ବେଳେ ସହକାରୀ ଶିକ୍ଷୟିତ୍ରୀ ସୁଶ୍ରୀ ପ୍ରିୟଦର୍ଶିନୀ ପ୍ରଧାନ ଧନ୍ୟବାଦ୍ ଅର୍ପଣ କରିଥିଲେ । ବିଦ୍ୟାଳୟ ର ଶିକ୍ଷକ ଓ  ଶିକ୍ଷୟିତ୍ରୀ ସହଯୋଗ ପୂର୍ବକ ଉତ୍ସବ କୁ ଶ୍ରୀସମୃଦ୍ଧ କରିଥିଲେ।

News Comment

You Might Also Like

BACK TO TOP