Breaking News

କୋଦଳା ମହାବିଦ୍ୟାଳୟ ରେ ମାତୃ ଭାଷା ର ଐତିହ୍ୟ ସମ୍ପର୍କ ରେ ପାଠ ଚକ୍ର |    (12-Apr-2026)       ||      ବିଦ୍ୟୁତ ଆଘାତ ରେ ବିଦ୍ୟୁତ କର୍ମଚାରୀ ଙ୍କ ମୃତ୍ୟୁ |    (12-Apr-2026)       ||      ବେଲଘର ବନାଞ୍ଚଳ ରେ ପୁଣି ହାତି ଆତଙ୍କ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      କ ନୂଆଙ୍ଗା ବ୍ଳକ ଶିକ୍ଷା ବିଭାଗ ଅଫିସିରେ 5ମାସ ହେଲା ବିଇଓ ପଦବୀ ଖାଲି ||   (12-Apr-2026)       ||      ଗୋଳନ୍ଥରା ଥାନା ପଞ୍ଚାମା ଅଞ୍ଚଳ ରେ ପାନ ବ୍ୟବସାୟୀ ଙ୍କୁ ନିର୍ମମ ହତ୍ୟା |   (12-Apr-2026)       ||      ଖଲ୍ଲିକୋଟ ନଗର କଂଗ୍ରେସ ସଭାପତି ହେଲେ ମନ ମଦନ ସାହୁ |   (11-Apr-2026)       ||      ବାଲିଗୁଡା ଆଦିବାସୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ +2ଅନ ଲାଇନ ଓ ଅଫଲାଇନ ମୂଲ୍ୟାୟନ କେନ୍ଦ୍ର ଅନୁଷ୍ଠିତ |    (11-Apr-2026)       ||      ଓଡ଼ିଆ ପକ୍ଷ ଉପଲକ୍ଷେ ରକ୍ତ ଦାନ ଶିବିର,   (11-Apr-2026)       ||      ବାର୍ଷିକ ବିବରଣୀ ପତ୍ର 2025-26ର ଅବଲୋକନ ଓ 2026-27ବର୍ଷ ପାଇଁ କାର୍ଯ୍ୟ ଯୋଜନା ପ୍ରସ୍ତୁତି କରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ||   (10-Apr-2026)       ||      ପୋଲସରା ପୌର ପରିଷଦ ପକ୍ଷରୁ ଓଡ଼ିଆ ପକ୍ଷ ଅବସର ରେ କଳାକାର ମାନଙ୍କୁ ସମ୍ବର୍ଦ୍ଧନା ଅନୁଷ୍ଠିତ ||   (10-Apr-2026)       ||      ପଶ୍ଚିମ ଓଡ଼ିଶାର ସିନେକଳାକାର ମାନେ ତାରା ତାରିଣୀ ଙ୍କ ପୀଠରେ କଲେ ପୂଜାର୍ଚନା |   (09-Apr-2026)       ||      ଟିକାବାଲି ବ୍ଲକରେ ଲକ୍ଷାଧିକ ଟଙ୍କାରେ ନିର୍ମିତ ପାନୀୟ ଜଳ ପ୍ରକଳ୍ପ ଅଟକ |   (09-Apr-2026)       ||      ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମ ହତ୍ୟା ||   (07-Apr-2026)       ||      ନୂଆଗଡ ଗ୍ରାମରେ ଚୋରି ଘଟଣାରେ ସାତ ଜଣ ଗିରଫ ||   (07-Apr-2026)       ||      ରୁପା ବ୍ୟବସାୟୀ ଙ୍କଆକ୍ରମଣ କରି ତାଙ୍କଠାରୁ 7କେଜିର ରୁପା ବେଗ ଧରି ଛୁ ମାରିଲେ ଦୁଇ ଲୁଟେରା |    (06-Apr-2026)       ||      ଓଡ଼ିଶା ସାହିତ୍ୟ ଏକାଡେମୀ ଏବଂ ଉତ୍କଳ ସଂସ୍କୃତି ବିଶ୍ୱ ବିଦ୍ୟାଳୟ ର ମିଳିତ ଆନୁକୂଲ୍ୟରେ ଓଡ଼ିଆ ପକ୍ଷ -2026 ପାଳନ ||   (06-Apr-2026)       ||      ରକ୍ତ ଚାପ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର    (06-Apr-2026)       ||      କଳମ୍ବ ରେ ଦୁତୀୟ ପର୍ଯ୍ୟାୟ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଅନୁଷ୍ଠିତ |   (06-Apr-2026)       ||     

ଚନ୍ଦ୍ର ଭାଗା ରେ ଲକ୍ଷା ଧିକ ଶ୍ରଦ୍ଧାଳୁ ବୁଡ଼ ପକାଇଲେ |

25-Jan-2026

ଲକ୍ଷାଧିକ ଶ୍ରଦ୍ଧାଳୁଙ୍କଚନ୍ଦ୍ର ଭାଗାରେ ଭିଡ, 
(ରାତି ୪ଟା୪୧ରେ ତିନି ଠାକୁରଙ୍କ ମହାସ୍ନାନ,

ଓଡିଶା ଜନ ମତ ବ୍ୟୁରୋ,

ରବିବାର ମାଘ ସପ୍ତମୀ ବୁଡ । ଭୋର ୪ଟା୪୧ରୁ ଚନ୍ଦ୍ର ଭାଗା ତୀର୍ଥ ପୁଷ୍କରିଣୀରେ ବୁଡ଼ ପକାଇବା ପାଇଁ ଶନିବାର ଅପରାହ୍ନରୁ ଚନ୍ଦ୍ରଭାଗା ମେଳା ପଡ଼ିଆ ଓ ବେଳାଭୂମିରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ଭିଡ ଜମିଥିବା ଦେଖିବାକୁ ମିଳିଛି । ଏହି ଦିନ ଚନ୍ଦ୍ରଭାଗା ତୀର୍ଥରେ ସ୍ନାନ କଲେ ସମସ୍ତ ପାପ କ୍ଷୟ ହୋଇ ମୁକ୍ତି ମିଳିଥାଏ  ବୋଲି ଶ୍ରଦ୍ଧାଳୁ ମାନଙ୍କର ବିଶ୍ଵାସ ରହିଛି। ଦୁରଦୂରାନ୍ତରୁ ଆସିଥିବା ଶ୍ରଦ୍ଧାଳୁ ମାନେ ମେଳାପଡି ଆରେବାଉଁଶ କଣି ଓ ପାଲ ପକାଇ ଛୋଟ ଛୋଟ କୁଡ଼ିଆରେ ବିଶ୍ରାମ ନେଉଛନ୍ତି। ମାଟି ହାଣ୍ଡିରେ ଭାତ, ଡାଲମା,  ରୋଷେଇରେ ଚାରିଆଡ଼େ ବାସ୍ନା ଚହଟିବାରେ ଲାଗିଛି । ରୋଷେଇ ସାରି କୁଡ଼ିଆରେ ଶୁଭ ମୁହୂର୍ତ୍ତକୁ ଅପେକ୍ଷା କରି ରହି ଛନ୍ତି ଶ୍ରଦ୍ଧାଳୁ ମାନେ। ଶ୍ରୀ ଶ୍ରୀତ୍ରିବେଣୀ ଶ୍ୱର  ଇଷାଣେଶ୍ବର, ଦକ୍ଷିଣେଶ୍ବର ଦେବଙ୍କ ଚଳନ୍ତି ପ୍ରତିମା ସ୍ନାନ ପରେ ଅପେକ୍ଷାରତ ଶ୍ରଦ୍ଧାଳୁ ତୀର୍ଥ ଜଳରେ ବୁଡ଼ ପକାଇବେ । ମେଳାପଡିଆ ବ୍ୟାରିକେଡ଼ ଯୋଗୁଁ ଆବଦ୍ଧ ହୋଇଥିବାରୁ ଶ୍ରଦ୍ଧାଳୁମାନେ ନିରାଶ ହୋଇଥିଲେ । ସଂଧ୍ୟାରେ ତୀର୍ଥ ପୁଷ୍କରିଣୀ ଠାରୁ ୩କିମି ଦୂରରେ ପୁରୀ ଓ ଭୁବନେଶ୍ଵର ଆଡୁ ଆସୁଥିବା ସମସ୍ତ ଯାନବାହାନ ପାକିଂ ଫଳରେ ଶ୍ରଦ୍ଧାଳୁ ମାନେ ଅସନ୍ତୋଷ ପ୍ରକାଶ କରିଥିଲେ । ମେଳାପଡିଆରେ ସାସ୍ଥ୍ୟ ସେବା ଶିବିର, ଅସ୍ଥାୟୀ ଶୈଚାଳୟ, ପାନୀୟ ଜଳ, ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ, ବିଭିନ୍ନ ଅନୁଷ୍ଠାନ ଓ ସୂଚନା ପ୍ରସାରଣ ବିଭାଗ ପକ୍ଷରୁ ଶନିବାର ସାରା ରାତି ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇ ଥିଲା । ଶାନ୍ତି ଶୃଙ୍ଖଳା ନିମନ୍ତେ କୋଣାର୍କ ଓ ଚନ୍ଦ୍ରଭାଗାରେ ୩୪ ପ୍ଲାଟୁନ ଫୋର୍ସ, ୩ଶହ ସେଛାସେବୀ ନିୟୋଜିତ ହୋଇଛନ୍ତି। ପରେ ଆଜି ସକାଳେ ଲକ୍ଷ ଲକ୍ଷ ଲୋକ ସ୍ନାନ, ପରେ ପ୍ରଭୁ ସୂର୍ଯ୍ୟ ନାରାୟଣ ଙ୍କୁ ଦର୍ଶନ କରି ତାଙ୍କର ଅପାର କରୁଣା ଲାଭ କରିଥିଲେ  |ଓ ତିନି ଠାକୁରଙ୍କୁ ଦର୍ଶନ କରିବ୍ରହ୍ମଣ ଙ୍କୁ ଅର୍ଣ୍ଣ, ବସ୍ତ୍ର, କଂସା ଦାନ କରିଥିଲେ |ଏବଂ ପରେ ମାଟି ହାଣ୍ଡିରେ କ୍ଷୀରିକରିଖାଇ ହାଣ୍ଡି ଭାଙ୍ଗି ଥିଲେ | ସବୁ ପରେ ଜଗତର ନାଥ ଜାଗନ୍ନାଥ ଙ୍କୁ ଦର୍ଶନ କରିବା ପାଈଁ ପୁରୀ ଯାଇଥିଲେ |

News Comment

You Might Also Like

BACK TO TOP