Breaking News

ଲକ୍ଷାଧିକ ଟଙ୍କା, ସୁନା ଓ ଅନ୍ୟନ୍ୟ ସାମଗ୍ରୀ କୁ କେସିଙ୍ଗା ର ଏକ ଘରୁ ଚୋରି କଲେ ଚୋର |    (10-Aug-2026)       ||      ଶ୍ରୀକ୍ଷେତ୍ରପୋଢୁଆଁ ଯାତ୍ରାର ଅନ୍ୟତମ ପ୍ରବର୍ତ୍ତକ ସରୋଜ ନାୟକ ସମ୍ବର୍ଦ୍ଧିତ ||   (10-Aug-2026)       ||      କ୍ରୀଡା ଶିକ୍ଷକଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା |   (10-Aug-2026)       ||      ଜମି ମାଲିକ ନଆସିଲେ ମଧ୍ୟ ଭାଗ ଚାଷୀ ପଞ୍ଜିକରଣ କରିପାରିବେ ||   (10-Aug-2026)       ||      ପୋଲସରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (10-Aug-2026)       ||      ହଜି ଯାଇଥିବା ସାମାନ କୁ ଫେରାଇ ମାନବିକତାଦେଖାଇଲେ ପୋଲିସ |    (10-Aug-2026)       ||      ଖଲ୍ଲିକୋଟ ରେ ବିଶ୍ୱ ଆଦିବାସୀ ଦିବସ ପାଳିତ!|    (09-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ଉଦଘାଟିତ!|   (09-Aug-2026)       ||      ଯାତ୍ରା ମଞ୍ଚ ରେ ଜୀବନ୍ତ ଅଭିନୟ ଦେଖି ଦର୍ଶକ ଫିଙ୍ଗିଲେ ଚେୟାର!|    (09-Aug-2026)       ||      ମିଥୁନ ଚକ୍ରବର୍ତ୍ତୀ ଙ୍କ ଅସ୍ତ୍ରୋ ପଚାର ସଫଳ ହେଲା ||   (09-Aug-2026)       ||      ସଂଘବଦ୍ଧ ଭାବେ କଲେଜ ଛାତ୍ର ଆକ୍ରମଣ ଘଟଣାରେ ପୋଲିସ ହାତ ଖାଲି |   (09-Aug-2026)       ||      ପୋଲସରା କଲେଜ ରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (09-Aug-2026)       ||      ଦୁଇ ଦଫା ଦାବି ନେଇ ତାତିଲେ ପେନସନ ଧାରୀ |    (09-Aug-2026)       ||      ଖଲାଡ଼ି ଠାରେ " ବିଶ୍ୱ ଆଦିବାସୀ ମେଳା "ଅନୁଷ୍ଠିତ ||   (09-Aug-2026)       ||      ସ୍ବର୍ଗତ ରଞ୍ଜନ କୁମାର ଦଳେଇ ଙ୍କ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (09-Aug-2026)       ||      ସ୍ୱାମୀ କୁ ମାରିବା ପାଇଁ ପ୍ରେମିକ ଙ୍କ ପାଖକୁ ଭିଡିଓ କଲ ରେ ମେସେଜ କଲେ ସ୍ତ୍ରୀ |   (09-Aug-2026)       ||      କୃଷି ବିଭାଗ ତରଫରୁ ବ୍ଲକ ସ୍ତରୀୟ ପ୍ରଶକ୍ଷିଣ ଶିବିର ଅନୁଷ୍ଠିତ ||   (09-Aug-2026)       ||      ବିନା ପୋଷାକ ରେ ଚଳ, ପ୍ରଚଳ କରୁଥିବା ଏକ ସହର, ବିଶ୍ୱାସ ଲାଗୁନଥିଲେ ବି ସତ୍ୟ |    (09-Aug-2026)       ||      ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||     

ପୋଲସରା ରେ ପ୍ରଧାନମନ୍ତ୍ରୀ ସ୍ୱନିଧି ଯାଜନାରେ ରୁଣଓ କ୍ରେଡିଟ କାର୍ଡ ବଣ୍ଟନ | ;

25-Jan-2026

ପୋଲସରାରେ ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାରେ ଋଣ ଓ କ୍ରେଡିଟ୍ କାର୍ଡ୍ ବଣ୍ଟନ।
_____________________________________
ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା

ତା  ୨୫/୦୯/୨୦୨୬:

ପୋଲସରା ପୌର ପରିଷଦ କାର୍ଯ୍ୟାଳୟ ସଭାଗୃହରେ ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନା ଅଧୀନରେ ଋଣ ଓ କ୍ରେଡିଟ୍ କାର୍ଡ୍ ବଣ୍ଟନ ହୋଇଯାଇଛି। ଏଥିରେ ନଗରପାଳ ସଂଗୀତା ବେହେରା, ସାଂସଦ ପ୍ରତିନିଧି ସୀମାଞ୍ଚଳ ସାହୁ, ଉପନଗରପାଳ ସନ୍ତୋଷ କୁମାର ବେହେରାଙ୍କ ସମେତ ସି.ଓ. ଅନିତା ଅସୁ°- ମାଳି ସାହୁ, ଡି ଏମ୍ ଏମ୍ ୟୁ ଶ୍ରବଣ କୁମାର, କନିଷ୍ଠ ଯନ୍ତ୍ରୀ ସ୍ୱାଗତିକା ମହାନ୍ତି ଓ ମୁଖ୍ୟ କିରାଣୀ ପ୍ରଦୀପ୍ତ କୁମାର ସାହୁଙ୍କ ସମେତ ସମସ୍ତ କାଉନସିଲରମାନେ ଉପସ୍ଥିତ ଥିଲେ।ଏହି ଅବସରରେ ମୋଟ ପଞ୍ଜିକୃତ ୨୭୬ ଜଣ ବୁଲାବିକାଳି  ବ୍ୟବସାୟୀଙ୍କ ମଧ୍ୟରୁ ୧୯୮ ଜଣ ବ୍ୟାପାରୀମାନଙ୍କୁ ସ୍ୱାବଲମ୍ବୀ ହେବାପାଇଁ ଆର୍ଥିକ ଋଣ ଦିଆଯିବାସହିତ ୫୦  ହଜାର  ଋଣ ପାଇଥିବା ବ୍ୟକ୍ତିମାନଙ୍କୁ କ୍ରେଡିଟ୍ କାର୍ଡ୍  ଦିଆଯାଇଥିଲା। ଏଥିସହ ଏହି ଅତି ମହତ୍ୱାକାଂକ୍ଷୀ ଯୋଜନା ଯୋଗ୍ୟ ଲୋକଙ୍କ ନିକଟରେ ସଠିକ ଭାବେ ପହଞ୍ଚିପାରିବ ସେଥିପାଇଁ ସାଂସଦ ପ୍ରତିନିଧି ବୁଝାଇଥିଲେ। ସଭା ପରିଚାଳନା ଏବଂ  ଧନ୍ୟବାଦ ଅର୍ପଣ ଭଗବାନ ପ୍ରଧାନ ଦେଇଥିଲେ।

News Comment

You Might Also Like

BACK TO TOP