Breaking News

ଜମି ମାଲିକ ନଆସିଲେ ମଧ୍ୟ ଭାଗ ଚାଷୀ ପଞ୍ଜିକରଣ କରିପାରିବେ ||   (10-Aug-2026)       ||      ପୋଲସରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (10-Aug-2026)       ||      ହଜି ଯାଇଥିବା ସାମାନ କୁ ଫେରାଇ ମାନବିକତାଦେଖାଇଲେ ପୋଲିସ |    (10-Aug-2026)       ||      ଖଲ୍ଲିକୋଟ ରେ ବିଶ୍ୱ ଆଦିବାସୀ ଦିବସ ପାଳିତ!|    (09-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ଉଦଘାଟିତ!|   (09-Aug-2026)       ||      ଯାତ୍ରା ମଞ୍ଚ ରେ ଜୀବନ୍ତ ଅଭିନୟ ଦେଖି ଦର୍ଶକ ଫିଙ୍ଗିଲେ ଚେୟାର!|    (09-Aug-2026)       ||      ମିଥୁନ ଚକ୍ରବର୍ତ୍ତୀ ଙ୍କ ଅସ୍ତ୍ରୋ ପଚାର ସଫଳ ହେଲା ||   (09-Aug-2026)       ||      ସଂଘବଦ୍ଧ ଭାବେ କଲେଜ ଛାତ୍ର ଆକ୍ରମଣ ଘଟଣାରେ ପୋଲିସ ହାତ ଖାଲି |   (09-Aug-2026)       ||      ପୋଲସରା କଲେଜ ରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (09-Aug-2026)       ||      ଦୁଇ ଦଫା ଦାବି ନେଇ ତାତିଲେ ପେନସନ ଧାରୀ |    (09-Aug-2026)       ||      ଖଲାଡ଼ି ଠାରେ " ବିଶ୍ୱ ଆଦିବାସୀ ମେଳା "ଅନୁଷ୍ଠିତ ||   (09-Aug-2026)       ||      ସ୍ବର୍ଗତ ରଞ୍ଜନ କୁମାର ଦଳେଇ ଙ୍କ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (09-Aug-2026)       ||      ସ୍ୱାମୀ କୁ ମାରିବା ପାଇଁ ପ୍ରେମିକ ଙ୍କ ପାଖକୁ ଭିଡିଓ କଲ ରେ ମେସେଜ କଲେ ସ୍ତ୍ରୀ |   (09-Aug-2026)       ||      କୃଷି ବିଭାଗ ତରଫରୁ ବ୍ଲକ ସ୍ତରୀୟ ପ୍ରଶକ୍ଷିଣ ଶିବିର ଅନୁଷ୍ଠିତ ||   (09-Aug-2026)       ||      ବିନା ପୋଷାକ ରେ ଚଳ, ପ୍ରଚଳ କରୁଥିବା ଏକ ସହର, ବିଶ୍ୱାସ ଲାଗୁନଥିଲେ ବି ସତ୍ୟ |    (09-Aug-2026)       ||      ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||     

ବସ ଚକା ତଳେ ପଡି ମହିଳାଙ୍କ ମୃତ୍ୟୁ |

26-Jan-2026

ବସ୍ ଚକା ତଳେ ପଡି ମହିଳାଙ୍କ ମୃତ୍ୟୁ,

ଓଡିଶା ଜନ ମତ  କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର,

ମର୍ମନ୍ତୁଦ ଦୁର୍ଘଟଣା ର ସମୁଖୀନ ହୋଇ କମଳା ଡାକୁଆ ନାମ୍ନୀ ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ଗାଙ୍ଗପୁର ଥାନା ଅଞ୍ଚଳର ମହିଳା ଜଣକ ନିଜ ଝିଅ ଘର ପୋଲସରା ଥାନା ଅନ୍ତର୍ଗତ ମଧୁପଲୀ ଯିବା ପାଇଁ ଆସ୍କା ବସଷ୍ଟାଣ୍ଡ ରେ ଅପେକ୍ଷା କରିଥିବା ବେଳେ କନକ ଦୁର୍ଗା ନାମକ ଏକ ଘରୋଇ ବସ୍ ଚକା ତଳେ ପଡି ଯାଇଥିଲେ ଓ ଘଟଣାସ୍ଥଳରେ ହିଁ ତାଙ୍କର ପ୍ରାଣବାୟୁ ଉଡି ଯାଇଥିଲା। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ବସ୍ ଜବତ କରିଛନ୍ତି ଓ ଶବ ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣା ର ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP