Breaking News

ପୋଲସରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (10-Aug-2026)       ||      ହଜି ଯାଇଥିବା ସାମାନ କୁ ଫେରାଇ ମାନବିକତାଦେଖାଇଲେ ପୋଲିସ |    (10-Aug-2026)       ||      ଖଲ୍ଲିକୋଟ ରେ ବିଶ୍ୱ ଆଦିବାସୀ ଦିବସ ପାଳିତ!|    (09-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ଉଦଘାଟିତ!|   (09-Aug-2026)       ||      ଯାତ୍ରା ମଞ୍ଚ ରେ ଜୀବନ୍ତ ଅଭିନୟ ଦେଖି ଦର୍ଶକ ଫିଙ୍ଗିଲେ ଚେୟାର!|    (09-Aug-2026)       ||      ମିଥୁନ ଚକ୍ରବର୍ତ୍ତୀ ଙ୍କ ଅସ୍ତ୍ରୋ ପଚାର ସଫଳ ହେଲା ||   (09-Aug-2026)       ||      ସଂଘବଦ୍ଧ ଭାବେ କଲେଜ ଛାତ୍ର ଆକ୍ରମଣ ଘଟଣାରେ ପୋଲିସ ହାତ ଖାଲି |   (09-Aug-2026)       ||      ପୋଲସରା କଲେଜ ରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (09-Aug-2026)       ||      ଦୁଇ ଦଫା ଦାବି ନେଇ ତାତିଲେ ପେନସନ ଧାରୀ |    (09-Aug-2026)       ||      ଖଲାଡ଼ି ଠାରେ " ବିଶ୍ୱ ଆଦିବାସୀ ମେଳା "ଅନୁଷ୍ଠିତ ||   (09-Aug-2026)       ||      ସ୍ବର୍ଗତ ରଞ୍ଜନ କୁମାର ଦଳେଇ ଙ୍କ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (09-Aug-2026)       ||      ସ୍ୱାମୀ କୁ ମାରିବା ପାଇଁ ପ୍ରେମିକ ଙ୍କ ପାଖକୁ ଭିଡିଓ କଲ ରେ ମେସେଜ କଲେ ସ୍ତ୍ରୀ |   (09-Aug-2026)       ||      କୃଷି ବିଭାଗ ତରଫରୁ ବ୍ଲକ ସ୍ତରୀୟ ପ୍ରଶକ୍ଷିଣ ଶିବିର ଅନୁଷ୍ଠିତ ||   (09-Aug-2026)       ||      ବିନା ପୋଷାକ ରେ ଚଳ, ପ୍ରଚଳ କରୁଥିବା ଏକ ସହର, ବିଶ୍ୱାସ ଲାଗୁନଥିଲେ ବି ସତ୍ୟ |    (09-Aug-2026)       ||      ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||     

ବାଲିଗୁଡା ରେ ଉପଖଣ୍ଡ ସ୍ତରୀୟ 77ତମ ସାଧାରଣ ତନ୍ତ୍ର ଦିବସ ପାଳିତ ||

26-Jan-2026

ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ ମହୋତ୍ସବ ପାଳନ

ଓଡିଶା ଜନମତ, ବାଲିଗୁଡା,ତା, ୨୬/୦୧:

ସଞ୍ଜୟ କୁମାର ପାଣିଗ୍ରାହୀ :

 କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ଉପଖଣ୍ଡ ସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ ବିପୁଳ ଉତ୍ସାହ ଓ ଉଦ୍ଦୀପନା ର ସହ ପାଳନ ହୋଇଯାଇଛି l ଏହି ଅବସରରେ ପ୍ରତ୍ୟୁଷରୁ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସମଗ୍ର ସହରରେ ରାମଧୁନ ପରିବେଷଣ କରାଯାଇଥିଲା l ସକାଳ ୭ ଘଣ୍ଟ ସମୟରେ ସହରର ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ଜାତୀୟ ପତାକା ଉତ୍ତୋଳନ ହୋଇଥିଲା l ପରେ ପରେ ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ତରଫରୁ ଜାତିର ପିତା ମହାତ୍ମା ଗାନ୍ଧୀ ଓ ନେହେରୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟାର୍ପଣ କରାଯାଇଥିଲା l ସ୍ଥାନୀୟ ମିନି ଷ୍ଟାଡିୟମ ଠାରେ ଆୟୋଜିତ ଉତ୍ସବରେ ସ୍ଥାନୀୟ ଉପ ଜିଲ୍ଲାପାଳ ତଥା ଉତ୍ସବ ପାଳନ କମିଟିର ସଭାପତି ଶ୍ରୀମତୀ ପ୍ରଣୀତା ଦାଶ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହିତ ସମ୍ମିଳିତ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ କରି ଦେଶ ସ୍ଵାଧୀନ ପାଇଁ ଶହୀଦ୍ ହୋଇଥିବା ସ୍ଵାଧୀନତା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ଜାତି ଉଦ୍ଦେଶ୍ୟରେ ରେ ଅଭିଭାଷଣ ପ୍ରଦାନ କରିଥିଲେ l ପରେ ପରେ ବିଭିନ୍ନ ପେରେଡ ଓ ପ୍ରତିଯୋଗିତାରେ କୃତକାର୍ଯ୍ୟ କରିଥିବା ପ୍ରତିଯୋଗୀ ମାନଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ୱାରା ମାନପତ୍ର ସହ ପୁରସ୍କୃତ କରାଯାଇଥିଲା l ମଧ୍ୟାହ୍ନରେ ଉପଖଣ୍ଡ ଚିକିତ୍ସାଳୟ ଠାରେ ଅନ୍ତଃରୋଗୀଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ୱାରା ଫଳ ବଣ୍ଟନ, ସ୍ଥାନୀୟ କାରାଗାରର ଅନ୍ତେବାସୀଙ୍କୁ ମିଷ୍ଟାନ୍ନ ବଣ୍ଟନ ଓ ବନବାସୀ ସେବା ସମିତି ର ଅନ୍ତେବାସୀଙ୍କୁ ଫଳ ବଣ୍ଟନ କରାଯାଇଥିଲା । ଏହି ସମସ୍ତ ଉତ୍ସବରେ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଅଧିକାରୀ ତଥା ଉପଖଣ୍ଡ ଉତ୍ସବ ପାଳନ କମିଟିର ସମ୍ପାଦକ ଶିବ ଶଙ୍କର ସମରଥ, ଯୁଗ୍ମ ସମ୍ପାଦକ ତୀର୍ଥବାସୀ ଘଡେ଼ଇ ଙ୍କ ତତ୍ଵାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମ ରେ ସହକାରୀ କର୍ମଚାରୀ ଅଭିମନ୍ୟୁ ପ୍ରଧାନ, ରଶ୍ମି ରଞ୍ଜନ ମହାରଣା, ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ |

News Comment

You Might Also Like

BACK TO TOP