Breaking News

ଖଲ୍ଲିକୋଟ ରେ ବିଶ୍ୱ ଆଦିବାସୀ ଦିବସ ପାଳିତ!|    (09-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ଉଦଘାଟିତ!|   (09-Aug-2026)       ||      ଯାତ୍ରା ମଞ୍ଚ ରେ ଜୀବନ୍ତ ଅଭିନୟ ଦେଖି ଦର୍ଶକ ଫିଙ୍ଗିଲେ ଚେୟାର!|    (09-Aug-2026)       ||      ମିଥୁନ ଚକ୍ରବର୍ତ୍ତୀ ଙ୍କ ଅସ୍ତ୍ରୋ ପଚାର ସଫଳ ହେଲା ||   (09-Aug-2026)       ||      ସଂଘବଦ୍ଧ ଭାବେ କଲେଜ ଛାତ୍ର ଆକ୍ରମଣ ଘଟଣାରେ ପୋଲିସ ହାତ ଖାଲି |   (09-Aug-2026)       ||      ପୋଲସରା କଲେଜ ରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (09-Aug-2026)       ||      ଦୁଇ ଦଫା ଦାବି ନେଇ ତାତିଲେ ପେନସନ ଧାରୀ |    (09-Aug-2026)       ||      ଖଲାଡ଼ି ଠାରେ " ବିଶ୍ୱ ଆଦିବାସୀ ମେଳା "ଅନୁଷ୍ଠିତ ||   (09-Aug-2026)       ||      ସ୍ବର୍ଗତ ରଞ୍ଜନ କୁମାର ଦଳେଇ ଙ୍କ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (09-Aug-2026)       ||      ସ୍ୱାମୀ କୁ ମାରିବା ପାଇଁ ପ୍ରେମିକ ଙ୍କ ପାଖକୁ ଭିଡିଓ କଲ ରେ ମେସେଜ କଲେ ସ୍ତ୍ରୀ |   (09-Aug-2026)       ||      କୃଷି ବିଭାଗ ତରଫରୁ ବ୍ଲକ ସ୍ତରୀୟ ପ୍ରଶକ୍ଷିଣ ଶିବିର ଅନୁଷ୍ଠିତ ||   (09-Aug-2026)       ||      ବିନା ପୋଷାକ ରେ ଚଳ, ପ୍ରଚଳ କରୁଥିବା ଏକ ସହର, ବିଶ୍ୱାସ ଲାଗୁନଥିଲେ ବି ସତ୍ୟ |    (09-Aug-2026)       ||      ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||      ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||     

ବେଗୁନିଆପଡା ବ୍ଲକରେ ସାଧାରଣ ତନ୍ତ୍ର ଦିବସ ପାଳିତ ||

27-Jan-2026

ବେଗୁନିଆପଡା ବ୍ଲକ ରେ ସାଧାରଣତନ୍ତ୍ର ଦିବସ ପାଳିତ,

ଓଡିଶା ଜନ ମତ, ବେଗୁନିଆପଡା, ସୂର୍ଯ୍ୟ ନାରାୟଣ ବଡୁ, 

ଭାରତର 77 ତମ ସାଧାରଣତନ୍ତ୍ର ଦିବସ ବେଗୁନିଆପଡା ବ୍ଲକ ର ବିଭିନ୍ନ ସ୍ଥାନ ରେ ପାଳିତ ହୋଇଯାଇଛି । ବ୍ଲକ କାର୍ଯ୍ୟାଳୟ ପରିସରରେ କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିବା ବେଳେ ବ୍ଲକ ଅଧ୍ୟକ୍ଷା ରେଣୁ ଗୌଡ଼, ବିଡ଼ିଓ ଦିବ୍ୟ ରଞ୍ଜନ ବିଶ୍ୱାଳ, ଏ ବିଡ଼ିଓ ନିରଞ୍ଜନ ବେହେରା, ସହକାରୀ ନିର୍ବାହୀ ଯନ୍ତ୍ରୀ ପ୍ରଦୀପ କୁମାର ସାହୁ ଙ୍କ ସମେତ ବ୍ଲକ କର୍ମଚାରୀ ନିକଟସ୍ଥ ବିଦ୍ୟାଳୟ ର ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ ।କୋଦଳା ଥାନା ର ଥାନା ଅଧିକାରୀ ସୁବାଷ ଚନ୍ଦ୍ର ବେହେରା ପତାକା ଉତ୍ତୋଳନ କରିଥିବା ବେଳେ, ସମସ୍ତ ଥାନା କର୍ମକର୍ତ୍ତା ଉପସ୍ଥିତ ଥିଲେ, ବେଗୁନିଆପଡା ଥାନା ଓ ବେଗୁନିଆପଡା ଗ୍ରାମ ପଂଚାୟତ କାର୍ଯ୍ୟାଳୟରେ ଏସ ଆଇ ଜଗଦିଶ ପଣ୍ଡା ପତାକା ଉତ୍ତୋଳନ କରିଥିବା ବେଳେ ଥାନାରେ ସମସ୍ତ ଥାନା କର୍ମଚାରୀ । କାଳିମେଘି ପଞ୍ଚାୟତ ରେ ସରପଞ୍ଚ ଅର୍ଚନା ତ୍ରିପାଠୀ ପତାକା ଉତ୍ତୋଳନ କରିଥିଲେ! ସେହିପରି ଓଡିଶା ଆଦର୍ଶ ବିଦ୍ୟାଳୟ ରେ କୋଦଳା ତହସିଲଦାର ସସ୍ମିତା ଶତପଥି ଉପସ୍ଥିତ ରହି ପତାକାଉତ୍ତୋଳନ କରିଥିବା ବେଳେ ଅଧକ୍ଷ ମିଲନ ପୁରୋହିତ ଙ୍କ ସମେତ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ ଉପସ୍ଥିତ ରହିଥିଲେ । କେବଳ ସ୍ୱାଧୀନତା ଦିବସ କିମ୍ବା ସାଧାରଣ ତନ୍ତ୍ର ଦିବସ ପାଳନ କରିଦେଲେ ହେବ ନାହିଁ ଏଥିପାଇଁ ନିଜର ଦାୟିତ୍ୱ ଓ କର୍ତ୍ତବ୍ୟ ବିଷୟରେ ସଚେତନ ରହିବା ସହ ପାଳନ କରିବା ପାଇଁ ଚେଷ୍ଟା ଜାରିରହିବା ଆବଶ୍ୟକ ବୋଲି ଅତିଥି ମାନେ ମତବ୍ୟକ୍ତ କରିଥିଲେ । ସେହିପରି ସମସ୍ତ ପଂଚାୟତ କାର୍ଯ୍ୟାଳୟ, ବିଦ୍ୟାଳୟ ଗୁଡିକ ମଧ୍ୟ ପାଳନ କରାଯାଇଛି ।

News Comment

You Might Also Like

BACK TO TOP