Breaking News

ଦୁଇ ଦଫା ଦାବି ନେଇ ତାତିଲେ ପେନସନ ଧାରୀ |    (09-Aug-2026)       ||      ଖଲାଡ଼ି ଠାରେ " ବିଶ୍ୱ ଆଦିବାସୀ ମେଳା "ଅନୁଷ୍ଠିତ ||   (09-Aug-2026)       ||      ସ୍ବର୍ଗତ ରଞ୍ଜନ କୁମାର ଦଳେଇ ଙ୍କ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (09-Aug-2026)       ||      ସ୍ୱାମୀ କୁ ମାରିବା ପାଇଁ ପ୍ରେମିକ ଙ୍କ ପାଖକୁ ଭିଡିଓ କଲ ରେ ମେସେଜ କଲେ ସ୍ତ୍ରୀ |   (09-Aug-2026)       ||      କୃଷି ବିଭାଗ ତରଫରୁ ବ୍ଲକ ସ୍ତରୀୟ ପ୍ରଶକ୍ଷିଣ ଶିବିର ଅନୁଷ୍ଠିତ ||   (09-Aug-2026)       ||      ବିନା ପୋଷାକ ରେ ଚଳ, ପ୍ରଚଳ କରୁଥିବା ଏକ ସହର, ବିଶ୍ୱାସ ଲାଗୁନଥିଲେ ବି ସତ୍ୟ |    (09-Aug-2026)       ||      ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||      ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||      ସବୁ ବାଦ, ବିବାଦ ର ଅବସାନ ଘଟାଇ ବିଜୟ ଙ୍କ ବିରୋଧ ରେ ଦେଇଥିବା କୋର୍ଟ ମାମଲା କୁ ପତ୍ନୀ ସଂଗୀତାକଲେ ପ୍ରତ୍ୟାହାର |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||     

କାଜୁ ଗଛରୁ ନିଖୋଜ ମହିଳା ଙ୍କ ଗଳିତ ଶବ ଉଦ୍ଧାର,

28-Jan-2026

କାଜୁ ଗଛରୁ ନିଖୋଜ ମହିଳାଙ୍କ ଗଳିତ ଶବ ଠାବ

ଓଡିଶା ଜନମତ,କନ୍ଧମାଳ,ତା, ୨୮/୦୧: 

ସଞ୍ଜୟ କୁମାର ପାଣିଗ୍ରାହୀ:

 ନିଖୋଜ ମହିଳାଙ୍କ ଗଳିତ ଶବ ଠାବ । ମୃତ୍ୟୁର କାରଣ ଏଯାବତ୍ ସ୍ପଷ୍ଟ ହୋଇନଥିବା ବେଳେ ମୃତ ମହିଳା ଜଣକ ରାୟଗଡ଼ା ଜିଲ୍ଲାର ଡିମିରିଗୁଡ଼ା ଗ୍ରାମର ସମ୍ବରୀ ମାଝୀ ହେଇଥିବା ସୂଚନା ମିଳିଛି । ସୂଚନା ପ୍ରକାରେ ଗତ ତିନିବର୍ଷ ତଳେ କନ୍ଧମାଳ ଜିଲ୍ଲା ବେଲଘର ଥାନା ଅନ୍ତର୍ଗତ ଝିରିପାଣି ପଞ୍ଚାୟତର ଦେସୁଘାଟୀ ଗ୍ରାମର ପ୍ରକାଶ ଜାନିଙ୍କୁ ବିବାହ କରିଥିଲେ ସମ୍ବରୀ l ଗତ ୧୧ ତାରିଖ ଦିନ ଉଭୟ ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ କୌଣସି କାରରୁ ବଚସା ହେବାପରେ ସମ୍ବରୀ ରାଗିଯାଇ ଘରଛାଡ଼ି କୁଆଡ଼େ ପଳେଇ ଯାଇଥିଲେ । ଦୀର୍ଘ ସମୟଧରି ଘରକୁ ନଫେରିବାରୁ ସ୍ବାମୀ ଓ ସମ୍ପର୍କୀୟ ବହୁ ଖୋଜା ଖୋଜି କରିବା ପରେ ସମ୍ବରୀଙ୍କ କୌଣସି ସନ୍ଧାନ ନପାଇ ଜାନୁଆରୀ ୧୮ ତାରିଖରେ ବେଲଘର ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲେ ସ୍ୱାମୀ ପ୍ରକାଶ ଜାନୀ । ମଙ୍ଗଳବାର ସନ୍ଧ୍ୟାରେ ଗାଁ ନିକଟସ୍ଥ ଜଙ୍ଗଲର ଏକ କାଜୁ ଗଛରେ ସମ୍ବରୀଙ୍କ ଝୁଲନ୍ତା ଗଳିତ ମୃତଦେହ ଦେଖିବା ପରେ ଗାଁ ଲୋକଙ୍କୁ ଜଣାଇବା ସହ ବେଲଘର ପୋଲିସକୁ ଜଣାଇଥିଲେ ପ୍ରକାଶ ଜାନୀ । ଖବରପାଇ ବୁଧବାର ଘଟଣାସ୍ଥଳରେ ବେଲଘର ପୋଲିସ୍ ପହଞ୍ଚି ଶବକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି । ସେପଟେ ଏହା ଆତ୍ମହତ୍ୟା ଏଥିରେ କୌଣସି ସନ୍ଦେହ ନାହିଁ ବୋଲି କହିଛନ୍ତି ମୃତ ମହିଳାଙ୍କ ସ୍ବାମୀ ପ୍ରକାଶ ଜାନୀ ।

News Comment

You Might Also Like

BACK TO TOP