Breaking News

ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||      ପଞ୍ଜିକୃତଚାଷୀ,ସମବାୟ ବ୍ୟଙ୍କ ରୁ ଋଣ ନେଇଥିବା ଚାଷୀ ମିଳୁଛି ସାର, ଅନ୍ୟଚାଷୀଙ୍କୁ ନାହିଁ |   (06-Aug-2026)       ||      ବାଲିଗୁଡା ଓ ସିପାଞ୍ଜିରୀ ଦଳ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ରେ ବିଜୟୀ |   (06-Aug-2026)       ||      ମ ରାମ ପୁର ରେ ବିଜେପି ମଣ୍ଡଳ ଉପ ସଭାପତି ଙ୍କୁ ନିର୍ମମ ହତ୍ୟା    (06-Aug-2026)       ||      କଲ୍ୟାଣ ସିଂହ ପୁର ଗାଁରେ ପଶିଲେ ଦୁଇ ହାତୀ ବ୍ୟାପକ କଲେ କ୍ଷୟ କ୍ଷତି ||   (06-Aug-2026)       ||      ଆରପାରିରେ ଗଜନୀ ର ଖଳନାୟକ ତଥା ମହାଭାରତ ର ଅଶ୍ୱସ୍ତମା ପ୍ରଦୀପ ରାୱାତ |    (06-Aug-2026)       ||      ସ୍କୁଲ କାନ୍ଥ ଭୁଷୁଡ଼ି 2ଛାତ୍ର ଗୁରତର , ମେଡିକାଲ ରେ ଚିକିତ୍ସିତ |   (06-Aug-2026)       ||      ଖଡ଼ିଆଳ ରାଜସ୍ବ ସହାୟକ ଙ୍କ ଉପରେ ତୁରନ୍ତ କାର୍ଯ୍ୟନୁଷ୍ଠାନ ନେଲେ ଜିଲ୍ଲା ପାଳ ||   (06-Aug-2026)       ||      ଭାରତ ରେ ଅଛି ଅଜବ ଗାଁ ଯେଉଁଠି ମହିଳା ମାନେ ପାଞ୍ଚଦିନ ଲୁଗା ପନ୍ଧନ୍ତି ନାହିଁ ||   (06-Aug-2026)       ||      କବିସୂର୍ଯ୍ୟ ନଗର ର ପୂର୍ବତନ ବିଧୟିକା ଙ୍କ ସ୍ମୃତିରେ ରକ୍ତଦାନ ଶିବିର ଅନୁଷ୍ଠିତ |    (06-Aug-2026)       ||      ରାଜ୍ୟ ଓଷ୍ଟା ସଙ୍ଘ ପକ୍ଷରୁ ପ୍ରତିବାଦ ସଭା |   (06-Aug-2026)       ||      ଭୟା ଭୟ ଅଗ୍ନି କାଣ୍ଡରେ କେଶପୁର ବଜାର ରେ ଜଳିଗଲା 4ଗୋଟି ଦୋକାନ |    (06-Aug-2026)       ||      କାନ୍ଧୁଣିଦେବୀ ଙ୍କୁ ଦର୍ଶନ କରି ଫେରିଲେ ମହାମହିମ ରାଷ୍ଟ୍ରପତି |   (05-Aug-2026)       ||      ଭୂମିହୀନ ଙ୍କୁ ଜମି ପଟା ଶିକ୍ଷା ଓ ସୁବିଧା ଦାବିରେ ସ୍ଵାସ୍ତ୍ୟ ଆଇଆରଳ ବୈଠକ |    (05-Aug-2026)       ||      ଖରିପଡ଼ିଆ କୋର କୋରା ରାସ୍ତାରେ 4ଫୁଟ ଉଚର ବନ୍ୟାଜଳ ପ୍ରବାହିତ |    (05-Aug-2026)       ||     

ମହାରାଷ୍ଟ୍ର ରେ ଅଜିତ ପାୱାର ଙ୍କ ମୃତ୍ୟୁ ପରେ ଆଜି ଉପମୁଖ୍ୟମନ୍ତ୍ରୀ ହେବେ ସୁନେତ୍ରା |

31-Jan-2026

ମହାରାଷ୍ଟ୍ର ରେ ଅଜିତ ପାୱାର ଙ୍କ ମୃତ୍ୟୁପରେ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥନେବେସୁନେତ୍ରା,

     ଓଡିଶା ଜନ ମତ ବ୍ୟୁରୋ,

ବିମାନ ଦୁର୍ଘଟଣା ରେ ମୃତ୍ୟୁ ବରଣ କରିଥିବା ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ହୋଇଥିବା ଅଜିତ ପୱାରଙ୍କ ଏହି ଦୁଃଖଦ ଘଟଣା ପରେ ଜଣେ ଉପମୁଖ୍ୟ ମନ୍ତ୍ରୀ ଦେବାକୁ ପଡିବ, ତେଣୁ  ଅଜିତ ପାୱାର ଙ୍କ ସ୍ତ୍ରୀ ଙ୍କ ନାମ ଘୋଷଣା ସରିଛି | ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ପତ୍ନୀ ସୁନେତ୍ରା ପାଓ୍ବାର । ଶନିବାର ସନ୍ଧ୍ୟା ୫ଟାରେ ସୁନେତ୍ରା ଶପ‌ଥ ନେବେ । ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ଦାୟିତ୍ଵ ସହ ଅଜିତ ପୱାରଙ୍କ ଦାୟିତ୍ଵରେ ଥିବା ଅବକାରୀ ଏବଂ କ୍ରୀଡ଼ା ବିଭାଗ ସମ୍ଭାଳିବେ । କିନ୍ତୁ ଅର୍ଥ ବିଭାଗ ଅସ୍ଥାୟୀ ଭାବରେ ମୁଖ୍ୟମନ୍ତ୍ରୀ ଫଡନାଭିସଙ୍କ ପାଖରେ ରହିବ । ମାର୍ଚ୍ଚ ମାସରେ ବଜେଟ ଅଧୂ ବେଶନ ହେବାକୁ ଥିବାରୁ ଅର୍ଥ ବିଭାଗ ଟି ଫଡନାଭିସଙ୍କ ପାଖରେ ରହିବ । କିନ୍ତୁ ପରେ ଏନସିପିକୁ ଯିବ । ଫେବୃଆରୀ ୭ ତାରିଖରେ ହେବାକୁ ଥିବା ପୁଣେ ଜିଲ୍ଲା ପରିଷଦ ନିର୍ବାଚନ ପୂର୍ବରୁ ଦଳର ଦିଗ ନିର୍ଣ୍ଣୟ କରିବା ପାଇଁ ଦଳର ବରିଷ୍ଠ ନେତାମାନେ ସୁନେତ୍ରା ପାଓ୍ବାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ଦେବାକୁ ପ୍ରସ୍ତାବ ଦେଇଥିଲେ । ପ୍ରସ୍ତାବ ପରେ ପାଓ୍ବାର ପରିବାର ମଧ୍ୟରେ ଆଲୋଚନା ହୋଇଥିଲା । ଦୁଇପୁଅଙ୍କର ରାଜନୀତିରେ ପରିପକ୍ବତା ନଥିବାରୁ ସେମାନଙ୍କ କଥା ବିଚାର କରାଯାଇ ନଥୁଲା । ଆଲୋଚନା ପରେ ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ଭୂମିକା ଗ୍ରହଣ କରିବାକୁ ରାଜି ହୋଇଥିଲେ । ଶନିବାର ସନ୍ଧ୍ୟାରେ ଶପଥ ଗ୍ରହଣ ସମାରୋହ ହେବ । ଏନସିପି କାର୍ଯ୍ୟାଳୟରେ ସାମ୍ବାଦିକମାନ‌ଙ୍କ ସ‌ହ ଆଲୋଚନା କରି ଦଳର ବରିଷ୍ଠ ନେତା ଭୁଜବଳ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍ କହିଛନ୍ତି ଯେ ଯଦି ତାଙ୍କର ଉପମୁଖ୍ୟମନ୍ତ୍ରୀ ଭାବରେ ଶପ‌ଥ ଗ୍ରହଣ ଉତ୍ସବ ଶନିବାର ଦିନ ହୁଏ ତେବେ ତାଙ୍କର କୌଣସି ଆପତ୍ତି ନାହିଁ । ତେବେ ଆଜି ଅଜିତ ଙ୍କ ସହଧର୍ମଣୀ ଉପମୁଖ୍ୟ ମନ୍ତ୍ରୀ ଭାବେ ଶପଥ ନେବେ  |

News Comment

You Might Also Like

BACK TO TOP