Breaking News

ଭରସାମ୍ୟ ହରାଇ ଓଲଟିଲା ମାଛ ବୋଝେଇ ଅଟୋ |    (20-Apr-2026)       ||      ଦାନ ପୁର ଉଚ୍ଛ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଙ୍କୁ ବିଦାୟ ସମ୍ବର୍ଦ୍ଧନା |   (19-Apr-2026)       ||      କନ୍ଧ ମାଳ ଜିଲ୍ଲରେ ମାଳ, ମାଳ ସାମ୍ବାଦିକ, କିଏ ଅସଲି ଆଉ କିଏ ନକଲି |   (19-Apr-2026)       ||      ଦୁଇ ପଡୋଶୀଙ୍କ ଗଣ୍ଡଗୋଳ ରେବଳୀ ପଡିଲେ ଯୁବକ |    (19-Apr-2026)       ||      ପୋଲସରା ମାଳ ତେନ୍ତୁଳିଆ ରେ ଯୁବକ ଙ୍କୁ ଅପହରଣ ପରେ ହତ୍ୟା ଅଭିଯୁକ୍ତ ଗିରଫ |    (19-Apr-2026)       ||      ବେଲ ଘର ରେ ପୁଣି ଏକ ଦନ୍ତା ହାତୀର ମୃତ୍ୟୁ, ବର୍ତମାନ ସୁଦ୍ଧା ମଲେଣି 3ହାତୀ |   (19-Apr-2026)       ||      ଜଗନ୍ନାଥ ପୁର ପଞ୍ଚାୟତ ରେ ବରିଷ୍ଟ ବ୍ୟକ୍ତି ଙ୍କୁ ଆକ୍ରମଣ , ଥାନାରେ ଏତଲା |    (18-Apr-2026)       ||      ଇତିହାସ ବିଭାଗ ରେ ଶେଷବର୍ଷ ର ଛାତ୍ରଛାତ୍ରୀ ଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ଅନୁଷ୍ଠିତ |   (18-Apr-2026)       ||      କନ୍ଧମାଳ ଜିଲ୍ଲା ପାଳ ଦାରିଙ୍ଗି ବାଡ଼ି ବ୍ଳକର ବିଭିନ୍ନ ଦୁର୍ଗମ ଅଞ୍ଚଳର ପ୍ରକଳ୍ପ ତଦାରଖା କଲେ |    (18-Apr-2026)       ||      ପୋଖରୀରେ ବୁଡି ଯୁବକ ମେତ୍ୟୁ |    (17-Apr-2026)       ||      ପୋଲସରା ରେ ବିଜୁ ବାବୁଙ୍କୁ ଭକ୍ତି ପୁତ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ |    (17-Apr-2026)       ||      ବିଜୁବାବୁ ଥିଲେ ଜଣେ ମହାନ ଜନ ନାୟକ ତଥା ଓଡ଼ିଶାର ଗର୍ବ ଗୌରବ |    (17-Apr-2026)       ||      ପୋଲିସ ପେଟ୍ରୋଲିଙ୍ଗ ସମୟ ରେ କାଠ ପଟା ବୋଝେଇ ମିନିଟ୍ରକ ଜବତ, ତିନି ଗିରଫ |   (17-Apr-2026)       ||      ପିକଅପ ଭେନ କୁ ଧକ୍କା ଦେଈ ବାଇକ ଚାଳକ ମୃତ ||   (16-Apr-2026)       ||      ରଙ୍ଗେଈଲୁଣ୍ଡା ବ୍ଳକର 17ଜଣ ସିଆରସିସି ମାନସିକ ଚାପର ଵଶବର୍ତ୍ତୀ ହୋଈ ବିଇଓ ଙ୍କୁ ଦେଲେ ସାମୁହିକ ଇସ୍ତଫାପତ୍ର |   (16-Apr-2026)       ||      ବାଇକ ଧକ୍କା ରେ ବରିଷ୍ଟ ନାଗରିକ ମୃତ |    (16-Apr-2026)       ||      ବାଇକ ଧକ୍କା ରେ ବରିଷ୍ଟ ନାଗରିକ ମୃତ |    (16-Apr-2026)       ||      ଗୋଶାଣୀ ନୂଆଙ୍ଗା ଥାନା ତରଫରୁ ବ୍ରହ୍ମପୁର ରେଳଷ୍ଟେସନ ନିକଟରେ 21କେଜି ଗଞ୍ଜେଇ, ଏକ ଅଟୋ ସହ ତିନି ଜଣକୁ ଗିରଫକଲା ପୋଲିସ |   (16-Apr-2026)       ||      ନାବାଳିକା କୁ ବସ ମଧ୍ୟରେ ଅସଦାଚରଣ କରି ରିଟାୟଡ଼ ଅଧ୍ୟାପକ ଗିରଫ |    (16-Apr-2026)       ||      ପୋଲସରା ଥାନା ପାତି ଗଡ଼ ଗ୍ରାମରେ ଚୋରିକରିବାକୁ ଆସିଥିବା ବୃଦ୍ଧାଙ୍କୁ କଲେ ଆକ୍ରମଣ |    (16-Apr-2026)       ||     

କବିସୂର୍ଯ୍ୟନଗର ଥାନା ଗୋଲା ମୁଣ୍ଡୁଳା ଗ୍ରାମରେ ଟ୍ରାକ୍ଟର ଓଲଟି ଶ୍ରମିକ ମୃତ |

31-Jan-2026

ଟ୍ରାକ୍ଟର ଓଲଟି ଶ୍ରମିକ ମୃତ୍ୟୁ 

ଓଡିଶା ଜନ ମତ,କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର:-

କବିସୂର୍ଯ୍ୟ ନଗର ଥାନା ଅନ୍ତର୍ଗତ ଗୋଲାମୁଣ୍ଡୁଳା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଯାହାକି ଉକ୍ତ ଗାଡ଼ିରେ ଶ୍ରମିକ ଭାବେ କାମ କରୁଥିବା ରମେଶ ଚନ୍ଦ୍ର ପ୍ରଧାନ ଗାଡ଼ି ଚଳାଇବା ବେଳେ ଅସାବଧାନତା ବଶତଃ ବାଘୁଆ ନଦୀ କୂଳ ଶ୍ମଶାନ ଘାଟରେ ଓଲଟି ପଡିଥିଲା। ଫଳରେ  ଗୁରୁତର ଅବସ୍ଥାରେ ତାଙ୍କୁ ଗାଁ ଲୋକେ ଡାକ୍ତରଖାନାକୁ ନେଇଥିଲେ। କିନ୍ତୁ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଅନଭିଜ୍ଞ ରମେଶ ଟ୍ରାକ୍ଟର ରେ ଗୁଡ଼ି ନେଇ ଉକ୍ତ ସ୍ଥାନରେ ଢାଳିବାକୁ ଯାଇ ଏହି ଭଳି ଘଟଣା ର ସମୁଖୀନ ହୋଇ ମୃତ୍ୟୁ ବରଣ କରିଥିବା ଜଣାପଡ଼ିଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗାଡ଼ି ଜବତ କରିବା ସହ ଡାକ୍ତରଖାନାରେ ପହଞ୍ଚି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣା ର ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP