Breaking News

ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||      ପଞ୍ଜିକୃତଚାଷୀ,ସମବାୟ ବ୍ୟଙ୍କ ରୁ ଋଣ ନେଇଥିବା ଚାଷୀ ମିଳୁଛି ସାର, ଅନ୍ୟଚାଷୀଙ୍କୁ ନାହିଁ |   (06-Aug-2026)       ||      ବାଲିଗୁଡା ଓ ସିପାଞ୍ଜିରୀ ଦଳ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ରେ ବିଜୟୀ |   (06-Aug-2026)       ||      ମ ରାମ ପୁର ରେ ବିଜେପି ମଣ୍ଡଳ ଉପ ସଭାପତି ଙ୍କୁ ନିର୍ମମ ହତ୍ୟା    (06-Aug-2026)       ||      କଲ୍ୟାଣ ସିଂହ ପୁର ଗାଁରେ ପଶିଲେ ଦୁଇ ହାତୀ ବ୍ୟାପକ କଲେ କ୍ଷୟ କ୍ଷତି ||   (06-Aug-2026)       ||      ଆରପାରିରେ ଗଜନୀ ର ଖଳନାୟକ ତଥା ମହାଭାରତ ର ଅଶ୍ୱସ୍ତମା ପ୍ରଦୀପ ରାୱାତ |    (06-Aug-2026)       ||      ସ୍କୁଲ କାନ୍ଥ ଭୁଷୁଡ଼ି 2ଛାତ୍ର ଗୁରତର , ମେଡିକାଲ ରେ ଚିକିତ୍ସିତ |   (06-Aug-2026)       ||      ଖଡ଼ିଆଳ ରାଜସ୍ବ ସହାୟକ ଙ୍କ ଉପରେ ତୁରନ୍ତ କାର୍ଯ୍ୟନୁଷ୍ଠାନ ନେଲେ ଜିଲ୍ଲା ପାଳ ||   (06-Aug-2026)       ||      ଭାରତ ରେ ଅଛି ଅଜବ ଗାଁ ଯେଉଁଠି ମହିଳା ମାନେ ପାଞ୍ଚଦିନ ଲୁଗା ପନ୍ଧନ୍ତି ନାହିଁ ||   (06-Aug-2026)       ||      କବିସୂର୍ଯ୍ୟ ନଗର ର ପୂର୍ବତନ ବିଧୟିକା ଙ୍କ ସ୍ମୃତିରେ ରକ୍ତଦାନ ଶିବିର ଅନୁଷ୍ଠିତ |    (06-Aug-2026)       ||      ରାଜ୍ୟ ଓଷ୍ଟା ସଙ୍ଘ ପକ୍ଷରୁ ପ୍ରତିବାଦ ସଭା |   (06-Aug-2026)       ||      ଭୟା ଭୟ ଅଗ୍ନି କାଣ୍ଡରେ କେଶପୁର ବଜାର ରେ ଜଳିଗଲା 4ଗୋଟି ଦୋକାନ |    (06-Aug-2026)       ||      କାନ୍ଧୁଣିଦେବୀ ଙ୍କୁ ଦର୍ଶନ କରି ଫେରିଲେ ମହାମହିମ ରାଷ୍ଟ୍ରପତି |   (05-Aug-2026)       ||      ଭୂମିହୀନ ଙ୍କୁ ଜମି ପଟା ଶିକ୍ଷା ଓ ସୁବିଧା ଦାବିରେ ସ୍ଵାସ୍ତ୍ୟ ଆଇଆରଳ ବୈଠକ |    (05-Aug-2026)       ||      ଖରିପଡ଼ିଆ କୋର କୋରା ରାସ୍ତାରେ 4ଫୁଟ ଉଚର ବନ୍ୟାଜଳ ପ୍ରବାହିତ |    (05-Aug-2026)       ||     

ଟ୍ରକ ଡ୍ରାଇଭର ଙ୍କ ବେପରୁଆ ଗାଡି ଚାଳନା କରି ଦୁଇଟି ବାଇକ କୁ ଧକ୍କା ଦେଲା, 5 ଜଣ ମୃତ ||

31-Jan-2026

ହଳଦିଆ ପଦର ଠାରେଟ୍ରକ ଦୁର୍ଘଟଣାରେ ୫ ଜଣଙ୍କ ଶୋଚନୀୟ ମୃତ୍ୟୁ, ଡ୍ରାଇଭର୍ ଫେରାର,

     ଓଡିଶା ଜନ ମତ ବ୍ୟୁରୋ,

ଗାଡି ଚାଳକ ଙ୍କ ବେପରୁଆ ଗାଡି ଚାଳନା ଯୋଗୁଁ ଗତକାଲି ମଧ୍ୟାହ୍ନରେ ହଳଦିଆପଦର ଓଭରବ୍ରିଜରେ ଏକ ହୃଦୟ ବିଦାରକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୫ଜଣ ଯୁବକଙ୍କ ଶୋଚନୀୟ ମୃତ୍ୟୁ ଘଟିଛି। ଏଥିରେ ଜଣେ ଗୁରୁତର ହୋଇଥିଲା ବେଳେ ଡ୍ରାଇଭର୍ ଫେରାରହୋଇ ଯାଇଛି  | ଗତ କାଲି ମଧ୍ୟାହ୍ନରେ ହଳଦିଆପଦର ଓଭରବ୍ରିଜରେ ଏକ ହୃଦୟ ବିଦାରକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୫ଜଣ ଯୁବକଙ୍କ ଶୋଚନୀୟ ମୃତ୍ୟୁ ଘଟିଛି। ସେହିପରି ଜଣେ ଗୁରୁତର ହୋଇ ମୃତ୍ୟୁ ସହ ସଂଗ୍ରାମ କରୁଥିବା ଦେଖିବାକୁ ମିଳିଛି। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହଗୁଡ଼ିକ ଜବତ କରିବ୍ୟବଚ୍ଛେଦ ପାଇଁ ପଠାଇଛି। ଆହତଙ୍କୁ ଉଦ୍ଧାର କରି ଏମକେସିଜି ମେଡିକାଲକୁ ଚିକିତ୍ସା ପାଇଁ ପଠାଇଛି। ଦୁର୍ଘଟଣା ପରେ ରାସ୍ତାରେ ଯାତାୟତ କରୁଥିବା ଗାଡ଼ିଗୁଡ଼ିକ ଅଟକି ରହିଥୁଲା ଯାହାଫଳରେ ରାସ୍ତା ଜାମ ହୋଇଯାଇଥିଲା | ପୁଲିସ ଟ୍ରାଫିକ କଣ୍ଟ୍ରାଲ କରିବା ସହ ଯାନବାହନ ଚଳାଚଳ ସ୍ବାଭାବିକ କରୁଛି। ଗତ କାଲି ଦୁଇଟି ବାଇକରେ ଆଗପଛ ହୋଇ ହଳଦିଆ ପଦର ପଟକୁ ଯାଉଥିଲାବେଳେ ଅନ୍ୟପଟେ ବିପରୀତ ଦିଗରୁ ଏକପରିବା ବୋଝେଇ ଟ୍ରକ (ଓଡି ୦୭ ଜେଡ ୭୨୫୯) ସହର ଭିତରକୁ ପ୍ରବେଶ କରୁଥିଲା। ତେବେ ଟ୍ରକ ଚାଳକ ଜଣଙ୍କ ବେପରୁଆ ଭାବେ ଗାଡ଼ି ଚାଳନା କରି ଆଗପଛ ହୋଇ ଯାଉଥିବା ଦୁଇଟି ବାଇକ ଉପରେ ମାଡ଼ି ଯାଇଥିଲା । ଯାହାଫଳରେ ବାଇକ ଚାଳକ ସମେତ ସେଥିରେ ବସିଥିବା  ଯୁବକଙ୍କ ମୃତ୍ୟୁ ଘଟିଥିଲା। ଘଟଣା ପରେ ଟ୍ରକ ଚାଳକ ଫେରାର ହୋଇଯାଇଥିବା ପୁଲିସ କହୁଛି |  ତେବେ ଘଟିଥିବା ଏହି ଦୁଃଖଦ ସଡ଼କ ଦୁର୍ଘଟଣାରେ ଏକାଧିକ ଲୋକଙ୍କ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ପ୍ରତି ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (CMRF) ରୁ ୪ ଲକ୍ଷ ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।  ଦୁର୍ଘଟଣାରେ ସମସ୍ତ ଆହତଙ୍କ ପାଇଁସର୍ବୋତ୍ତମ ଚିକିତ୍ସା ସେବା ସୁନିଶ୍ଚିତ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି  |

News Comment

You Might Also Like

BACK TO TOP