Breaking News

ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା    (07-Aug-2026)       ||      ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||   (07-Aug-2026)       ||      ଖଲ୍ଲିକୋଟ ପାଚିକା ସହାୟିକା ଙ୍କ ତାଲିମ ଶିବିର ଅନୁଷ୍ଠିତ!|    (07-Aug-2026)       ||      ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||      ପଞ୍ଜିକୃତଚାଷୀ,ସମବାୟ ବ୍ୟଙ୍କ ରୁ ଋଣ ନେଇଥିବା ଚାଷୀ ମିଳୁଛି ସାର, ଅନ୍ୟଚାଷୀଙ୍କୁ ନାହିଁ |   (06-Aug-2026)       ||      ବାଲିଗୁଡା ଓ ସିପାଞ୍ଜିରୀ ଦଳ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ରେ ବିଜୟୀ |   (06-Aug-2026)       ||      ମ ରାମ ପୁର ରେ ବିଜେପି ମଣ୍ଡଳ ଉପ ସଭାପତି ଙ୍କୁ ନିର୍ମମ ହତ୍ୟା    (06-Aug-2026)       ||      କଲ୍ୟାଣ ସିଂହ ପୁର ଗାଁରେ ପଶିଲେ ଦୁଇ ହାତୀ ବ୍ୟାପକ କଲେ କ୍ଷୟ କ୍ଷତି ||   (06-Aug-2026)       ||      ଆରପାରିରେ ଗଜନୀ ର ଖଳନାୟକ ତଥା ମହାଭାରତ ର ଅଶ୍ୱସ୍ତମା ପ୍ରଦୀପ ରାୱାତ |    (06-Aug-2026)       ||      ସ୍କୁଲ କାନ୍ଥ ଭୁଷୁଡ଼ି 2ଛାତ୍ର ଗୁରତର , ମେଡିକାଲ ରେ ଚିକିତ୍ସିତ |   (06-Aug-2026)       ||      ଖଡ଼ିଆଳ ରାଜସ୍ବ ସହାୟକ ଙ୍କ ଉପରେ ତୁରନ୍ତ କାର୍ଯ୍ୟନୁଷ୍ଠାନ ନେଲେ ଜିଲ୍ଲା ପାଳ ||   (06-Aug-2026)       ||      ଭାରତ ରେ ଅଛି ଅଜବ ଗାଁ ଯେଉଁଠି ମହିଳା ମାନେ ପାଞ୍ଚଦିନ ଲୁଗା ପନ୍ଧନ୍ତି ନାହିଁ ||   (06-Aug-2026)       ||      କବିସୂର୍ଯ୍ୟ ନଗର ର ପୂର୍ବତନ ବିଧୟିକା ଙ୍କ ସ୍ମୃତିରେ ରକ୍ତଦାନ ଶିବିର ଅନୁଷ୍ଠିତ |    (06-Aug-2026)       ||      ରାଜ୍ୟ ଓଷ୍ଟା ସଙ୍ଘ ପକ୍ଷରୁ ପ୍ରତିବାଦ ସଭା |   (06-Aug-2026)       ||      ଭୟା ଭୟ ଅଗ୍ନି କାଣ୍ଡରେ କେଶପୁର ବଜାର ରେ ଜଳିଗଲା 4ଗୋଟି ଦୋକାନ |    (06-Aug-2026)       ||     

କୋଦଳା ରେ 24ପ୍ରହର ନାମ ଯଂଜ୍ଞ |

31-Jan-2026

କୋଦଳା ରେ 24 ପ୍ରହର ନାମଯଜ୍ଞ,
 ଓଡିଶା ଜନ ମତ,କୋଦଳା  ସୂର୍ଯ୍ୟ ନାରାୟଣ ବଡୁ 

-ପ୍ରତ୍ୟକ ବର୍ଷ ଭଳି ଚଳିତ ବର୍ଷ କୋଦଳା ଏନଏସି ୱାର୍ଡ ନ 13 ଗୌରାଡେଇ ପୁର ଠାରେ ଅନୁଷ୍ଠିତ ହେଉଛି ! ଶୁକ୍ରବାର ପୂର୍ବାହ୍ନ ରୁ ଗ୍ରାମର ମହିଳା ଓ ପୁରୁଷ ମନ୍ଦିର ନିକଟରୁ ଜଳକୁମ୍ଭ ଧରି ନାମ ମଣ୍ଡପ ନିକଟରେ ପହଞ୍ଚିବା ପରେ ସେଠାରେ ପୂଜାର୍ଚନା ସହିତ ଅଧିବାସ କରି ନାମ ସଂକୀର୍ତ୍ତନ କାର୍ଯ୍ୟ ଆରମ୍ଭ ହୋଇଥିଲା ! ଗ୍ରାମର ମହିଳା ମାନଙ୍କ ନାମ ମଣ୍ଡଳୀ ସହିତ ନିକଟ ଅଞ୍ଚଳ ର ମହିଳା ଓ ପୁରୁଷ ସଂକୀର୍ତ୍ତନ ମଣ୍ଡଳୀ ଙ୍କ ଦ୍ୱାରା ପ୍ରହର ପ୍ରହର ବ୍ୟାପି ମହା ଆଡମ୍ବର ସହକାରେ ନାମ ପରିବେଷଣ ହେଉଛି!   ପ୍ରତ୍ୟକ ସନ୍ଧ୍ୟାରେ ଭକ୍ତଙ୍କ ଗହଳି ଦେଖିବାକୁ ମିଳୁଥିବା ବେଳେ ଗ୍ରାମରେ ଅଧ୍ୟାତ୍ମିକ ପରିବେଶ ସୃଷ୍ଟି ହେଉଛି ! ଗ୍ରାମବାସୀଙ୍କ ସହଯୋଗ ରେ ଅନ୍ନଜଜ୍ଞ ର  ସୁ ବନ୍ଦୋବସ୍ତ କରାଯାଉଥିବା ବେଳେ ରବିବାର ଦିବା 10 ଘଣ୍ଟା ସମୟ ରେ ନାମ କାର୍ଯ୍ୟ ଉଦଯାପିତ ହେବବୋଲି ଗ୍ରାମବାସୀ ପ୍ରକାଶ କରିଛନ୍ତି !

News Comment

You Might Also Like

BACK TO TOP