Breaking News

ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା    (07-Aug-2026)       ||      ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||   (07-Aug-2026)       ||      ଖଲ୍ଲିକୋଟ ପାଚିକା ସହାୟିକା ଙ୍କ ତାଲିମ ଶିବିର ଅନୁଷ୍ଠିତ!|    (07-Aug-2026)       ||      ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||      ପଞ୍ଜିକୃତଚାଷୀ,ସମବାୟ ବ୍ୟଙ୍କ ରୁ ଋଣ ନେଇଥିବା ଚାଷୀ ମିଳୁଛି ସାର, ଅନ୍ୟଚାଷୀଙ୍କୁ ନାହିଁ |   (06-Aug-2026)       ||      ବାଲିଗୁଡା ଓ ସିପାଞ୍ଜିରୀ ଦଳ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ରେ ବିଜୟୀ |   (06-Aug-2026)       ||      ମ ରାମ ପୁର ରେ ବିଜେପି ମଣ୍ଡଳ ଉପ ସଭାପତି ଙ୍କୁ ନିର୍ମମ ହତ୍ୟା    (06-Aug-2026)       ||      କଲ୍ୟାଣ ସିଂହ ପୁର ଗାଁରେ ପଶିଲେ ଦୁଇ ହାତୀ ବ୍ୟାପକ କଲେ କ୍ଷୟ କ୍ଷତି ||   (06-Aug-2026)       ||      ଆରପାରିରେ ଗଜନୀ ର ଖଳନାୟକ ତଥା ମହାଭାରତ ର ଅଶ୍ୱସ୍ତମା ପ୍ରଦୀପ ରାୱାତ |    (06-Aug-2026)       ||      ସ୍କୁଲ କାନ୍ଥ ଭୁଷୁଡ଼ି 2ଛାତ୍ର ଗୁରତର , ମେଡିକାଲ ରେ ଚିକିତ୍ସିତ |   (06-Aug-2026)       ||      ଖଡ଼ିଆଳ ରାଜସ୍ବ ସହାୟକ ଙ୍କ ଉପରେ ତୁରନ୍ତ କାର୍ଯ୍ୟନୁଷ୍ଠାନ ନେଲେ ଜିଲ୍ଲା ପାଳ ||   (06-Aug-2026)       ||      ଭାରତ ରେ ଅଛି ଅଜବ ଗାଁ ଯେଉଁଠି ମହିଳା ମାନେ ପାଞ୍ଚଦିନ ଲୁଗା ପନ୍ଧନ୍ତି ନାହିଁ ||   (06-Aug-2026)       ||      କବିସୂର୍ଯ୍ୟ ନଗର ର ପୂର୍ବତନ ବିଧୟିକା ଙ୍କ ସ୍ମୃତିରେ ରକ୍ତଦାନ ଶିବିର ଅନୁଷ୍ଠିତ |    (06-Aug-2026)       ||      ରାଜ୍ୟ ଓଷ୍ଟା ସଙ୍ଘ ପକ୍ଷରୁ ପ୍ରତିବାଦ ସଭା |   (06-Aug-2026)       ||      ଭୟା ଭୟ ଅଗ୍ନି କାଣ୍ଡରେ କେଶପୁର ବଜାର ରେ ଜଳିଗଲା 4ଗୋଟି ଦୋକାନ |    (06-Aug-2026)       ||     

ଅନୁଭବ ମଜାନ୍ତି ବର୍ଷା ପ୍ରିୟ ଦର୍ଶନୀ ଙ୍କୁ ଦେଇଥିବା ଯୌତୁକ ନିର୍ଯ୍ୟାତନା ରେ ହାଇକୋର୍ଟ ରୁ ଝଟକା |

01-Feb-2026

ଓଡ଼ିଶା ହାଇକୋର୍ଟ ଯୌତୁକ ନିର୍ଯ୍ୟାତନା ମାମଲାରେ ଅଭିନେତା ଅନୁଭବ ମହାନ୍ତିଙ୍କ ଆବେଦନ କୁ ଖାରଜ କଲେ |

     ଓଡିଶା ଜନ ମତ ବ୍ୟୁରୋ,

ଅଲିଉଡ ର ଚୁଳ ବୁଲି ନାୟିକା ବର୍ଷା ପ୍ରୟଦର୍ଶିନୀ ଙ୍କୁତାଙ୍କ ପୂର୍ବତନ ସ୍ୱାମୀ ଅନୁଭବ ମହାନ୍ତି ନିର୍ଯ୍ୟାତନା ଦେବା ଅଭିଯୋଗ ରେ  ତଳ କୋର୍ଟର ଚାର୍ଜଫ୍ରେମ ବିରୁଦ୍ଧରେ ଓଡ଼ିଶା ଉଚ୍ଚ  ନ୍ୟାୟାଳୟର ଦ୍ୱାରସ୍ତ ହୋଇଥିଲେ  ଓଲିଉଡର ଲୋକପ୍ରିୟ ଅଭିନେତା ଅନୁଭବ ମହାନ୍ତି I କିନ୍ତୁ ସେଠି ତାଙ୍କୁ  ଝଟକା ଲାଗିଛି I ଅନୁଭବ ମହାନ୍ତିଙ୍କ ଆବେଦନକୁ ଖାରଜ କରିଛନ୍ତି ଓଡ଼ିଶା ଉଚ୍ଚ ନ୍ୟାୟାଳୟ । ତଳ କୋର୍ଟର ଚାର୍ଜଫ୍ରେମକୁ କାୟମ ରଖି ତାଙ୍କ ବିରୋଧରେ ଯୌତୁକ  ନିର୍ଯାତନା ମାମଲା ଚଲାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ଓଡ଼ିଶା ଉଚ୍ଚ ନ୍ୟାୟାଳୟ।ଅନୁଭବ ଓ ତାଙ୍କ ସହଯୋଗୀ ଖଗେଶ୍ଵରଙ୍କ ବିରୁଦ୍ଧରେ ଚାଲିବ ମାମଲା | ୨୦୨୪ ଜୁନ୍ ମାସରେ ଅନୁଭବଙ୍କ ପୂର୍ବତନ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ନିର୍ଯାତନା ନେଇ ପୁରୀଘାଟ ଥାନାରେ ମାମଲା ରୁଜୁ ହୋଇଥିଲା । ଏହା ଆଗରୁ ଅଭିନେତ୍ରୀବର୍ଷା ପ୍ରିୟଦର୍ଶିନୀଙ୍କ ଅଭିଯୋଗ କ୍ରମେ କଟକ ଜେଏମଏଫସି କୋର୍ଟ ଅନୁଭବଙ୍କ ବିରୋଧରେ ଏନବିଡବ୍ଲ୍ୟୁ ଜାରି କରିଥିଲେ । ଚାର୍ଜଫ୍ରେମ୍ ପାଇଁ ହାଜର- ନହୋଇ ଅଭି ନେତାବାରମ୍ବାର ସମୟ ମାଗି ଚାଲିଥିଲେ । ତେଣୁ ଶେଷରେ କୋର୍ଟ ଏନବିଡବ୍ଲ୍ୟୁ ଜାରି କରିଥିଲେ I ଓ୍ବାରେଣ୍ଟ ଜାରି କରି କରିବାକୁ କୋର୍ଟ ନିର୍ଦ୍ଦେଶ | ଦେଇଥିଲେ | ୨୦୨୪ ମେ` ୮ ତାରିଖରେ ଅଭିନେତା ଅନୁଭବଙ୍କ ନାମରେ ଚାର୍ଜଫ୍ରେମ୍ ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ I ଜେଏମଏଫସି ସ୍ୱତନ୍ତ୍ର କୋର୍ଟ ରେ ଅନୁଭବଙ୍କ ଡିସଚାର୍ଜ ପିଟିସନ ଖାରଜ ହୋଇଯାଇଥିଲା । ଘରୋଇ ହିଂସାକୁ ନେଇ ଅଭିନେତ୍ରୀ ବର୍ଷାଙ୍କ ତରଫରୁ ପୁରୀଘାଟ ଥାନାରେ ଏହି ମାମଲା ରୁଜୁ  କରାଯାଇଥିଲା । ତେବେ ବ୍ୟକ୍ତିଗତ କାରଣ ଦର୍ଶାଇ ଅନୁଭବ ସମୟ ମାଗିଥିବା ବେଳେ ଉକ୍ତ ଆବେଦନକୁ ଗ୍ରହଣ କରି କୋର୍ଟ  ଅନୁଭବଙ୍କୁ ସମୟ ଦେଇଥିଲେ । ବାରମ୍ବାର ସମୟ ମାଗିବା ସହ  କୋର୍ଟରେ ହାଜର ନ ହେବା ଯୋଗୁ ଶେଷରେ କୋର୍ଟ ଅନୁ ଭବଙ୍କ ବିରୋଧରେ ଏନବିଡବ୍ଲ୍ୟୁ ଜାରି କରିଥିଲେ । ଏନେଇ ଅନୁଭବ ହାଇକୋର୍ଟଙ୍କ ଦ୍ବାରସ୍ତ ହୋଇ ଏହାକୁ ଚ୍ୟାଲେଞ୍ଜ କରିଥିଲେ । ଜାମିନ  ବିହୀନ ଗିରଫ ପରଓ୍ବାନା (ଏନବିଡବ୍ଲ୍ୟୁ) ଉପରେ ।  ଏହା ଉପରେ ହାଇକୋର୍ଟ  ରୋକ ଲଗାଇଥିଲେ | ତେବେ ଏହାଉପରେ ଅନୁଭବ ପୁଣି ସର୍ବୋଚ୍ଚ ନ୍ୟାୟଳୟ ଯିବେ ନା  ସମାଧାନ କରିବେ ତାହା ହିଁ ସମୟ କହିବ୍ବ  |

News Comment

You Might Also Like

BACK TO TOP