Breaking News

ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||      ଅଭିନେତ୍ରୀ ତ୍ରିଶା ଙ୍କୁ କଟୁ ଦିଅର୍ଥ ବୋଧକ ଶବ୍ଦ କହିବା ଉଦୟ ନିଧି ଷ୍ଟାଲିନ ଙ୍କୁ ମହିଳା ମାନେ କଲେ କଟୁ ସମାଲୋଚନା |   (07-Aug-2026)       ||      ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା    (07-Aug-2026)       ||      ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||   (07-Aug-2026)       ||      ଖଲ୍ଲିକୋଟ ପାଚିକା ସହାୟିକା ଙ୍କ ତାଲିମ ଶିବିର ଅନୁଷ୍ଠିତ!|    (07-Aug-2026)       ||      ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||      ପଞ୍ଜିକୃତଚାଷୀ,ସମବାୟ ବ୍ୟଙ୍କ ରୁ ଋଣ ନେଇଥିବା ଚାଷୀ ମିଳୁଛି ସାର, ଅନ୍ୟଚାଷୀଙ୍କୁ ନାହିଁ |   (06-Aug-2026)       ||      ବାଲିଗୁଡା ଓ ସିପାଞ୍ଜିରୀ ଦଳ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ରେ ବିଜୟୀ |   (06-Aug-2026)       ||      ମ ରାମ ପୁର ରେ ବିଜେପି ମଣ୍ଡଳ ଉପ ସଭାପତି ଙ୍କୁ ନିର୍ମମ ହତ୍ୟା    (06-Aug-2026)       ||      କଲ୍ୟାଣ ସିଂହ ପୁର ଗାଁରେ ପଶିଲେ ଦୁଇ ହାତୀ ବ୍ୟାପକ କଲେ କ୍ଷୟ କ୍ଷତି ||   (06-Aug-2026)       ||      ଆରପାରିରେ ଗଜନୀ ର ଖଳନାୟକ ତଥା ମହାଭାରତ ର ଅଶ୍ୱସ୍ତମା ପ୍ରଦୀପ ରାୱାତ |    (06-Aug-2026)       ||      ସ୍କୁଲ କାନ୍ଥ ଭୁଷୁଡ଼ି 2ଛାତ୍ର ଗୁରତର , ମେଡିକାଲ ରେ ଚିକିତ୍ସିତ |   (06-Aug-2026)       ||      ଖଡ଼ିଆଳ ରାଜସ୍ବ ସହାୟକ ଙ୍କ ଉପରେ ତୁରନ୍ତ କାର୍ଯ୍ୟନୁଷ୍ଠାନ ନେଲେ ଜିଲ୍ଲା ପାଳ ||   (06-Aug-2026)       ||      ଭାରତ ରେ ଅଛି ଅଜବ ଗାଁ ଯେଉଁଠି ମହିଳା ମାନେ ପାଞ୍ଚଦିନ ଲୁଗା ପନ୍ଧନ୍ତି ନାହିଁ ||   (06-Aug-2026)       ||      କବିସୂର୍ଯ୍ୟ ନଗର ର ପୂର୍ବତନ ବିଧୟିକା ଙ୍କ ସ୍ମୃତିରେ ରକ୍ତଦାନ ଶିବିର ଅନୁଷ୍ଠିତ |    (06-Aug-2026)       ||     

ହିଲ ପାଟଣା ଖିର ମାଲିକ ହତ୍ୟା ମାମଲାରେ 5ଅଭିଯୁକ୍ତ ଙ୍କୁ ଆଜୀବନ ଜେଲ |

01-Feb-2026

ବହୁଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲା୫ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ, 

       ଓଡିଶା ଜନ ମତ ବ୍ୟୁରୋ,

 ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପ ଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପା ପାଇଛି। ବ୍ରହ୍ମପୁର ଅତିରିକ୍ତ ଜିଲାଜଜ୍ –୩ ବିବସ୍ଵତ ଗୌତମ ମାମଲାର ବିଚାର କରି ମାମଲାରେ ସମ୍ପୃକ୍ତ ୫ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ ଜେଲ ଦ ଦଣ୍ଡାଦେଶ ଶୁଣାଇଛନ୍ତି। ସେମାନେ ହେଲେ ଗୋଷାଣି ନୂଆଗାଁ ଥାନା ଅଞ୍ଚଳର । ରୂପେଶ ପାଢ଼ୀ(୩୦), ଶ୍ରୀନୁ ପାତ୍ର(୩୮), ଦିଗପହଣ୍ଡି ଥାନା ଅନ୍ତର୍ଗତ ଭୀଷ୍ମଗିରି ବନ୍ଧସାହିର ରଞ୍ଜିତ କୁମାର ସାହୁ ଓରଫ ନାକା ( ୨୯) ଶିବ ମହାକୁଡ଼ (१५) ୯) ଓ ଅନ୍ୟ ଏକ ମାମଲାରେ ଗିରଫ ହୋଇ ଢେଙ୍କାନାଳ ଜେଲରେ ଥିବା ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ବେଢ଼ାବନ୍ଧ ସାହିର ଶଙ୍କର ସାହୁ( ୩୧ ) । ଏପରିକି ପ୍ରତ୍ୟେକ ଅଭିଯୁକ୍ତ ୧୩ ହଜାର ଟଙ୍କା ଲେଖାଏ ଜରିମାନା ଦେବାକୁ ବିଚାରପତି ନିର୍ଦ୍ଦେଶ ଦେଇଛନ୍ତି । ଜରିମାନା ଅନାଦାୟ ଅଧିକ ୧୮ ମାସ ଲେଖାଏ ଜେଲ ଭୋଗିବେ ବୋଲି ରାୟରେ ଉଲ୍ଲେଖ ରହିଛି। ୨୦୨୦ ଜୁନ ୧୨ ତାରିଖ ବିଳମ୍ବିତ ରାତିରେ ହେରିଟେଜ କମ୍ପାନୀର କ୍ଷୀର ବ୍ୟବସାୟୀ ଲମ୍ବୋଦରଙ୍କୁ ହିଲପାଟଣାସ୍ଥିତ ତାଙ୍କ ଗୋଦାମରେ ହତ୍ୟା କରାଯାଇଥିଲା । ଅଭିଯୁକ୍ତମାନେ ଲୁଟ୍ ଉଦ୍ଦେଶ୍ୟରେ ଆସିଥିଲେ । ଘରେ ଲୁଟେରାଙ୍କ ଶବ୍ଦ ଶୁଣି ଲମ୍ବୋଦର ନିଦରୁ ଉଠି ପଡିଥିବା ବେଳେ ସେମାନେ ଧରାପଡିଯିବା ଭୟରେ ତାଙ୍କୁ ହତ୍ୟା କରିଥିଲେ। ଗୋଦାମ ମ୍ୟାନେଜର ଭି. ବିନୟ ଏ ନେଇ ଥାନାରେ ଅଭିଯୋଗ କରିଥିଲେ । ପୋଲିସ ନଂ.୮୭/୨୦ରେ ମାମଲା ରୁଜୁ କରି ତଦନ୍ତ କରିଥିଲା। ପର୍ଯ୍ୟାୟ କ୍ରମେ ଅଭିଯୁକ୍ତ ରୂପେଶ, ଶ୍ରୀନୁ, ରଞ୍ଜିତ, ଶିବଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରିଥିଲା। ମୁଖ୍ୟ ଅଭିଯୁକ୍ତ ଶଙ୍କର ଫେରାର ଥିବାବେଳେ ଢେଙ୍କାନାଳରେ ଏକ ଡକାୟତି ଘଟଣାରେ ଗିରଫ ହୋଇ ଜେଲ ଯାଇଥିଲେ । ବ୍ରହ୍ମପୁର ପୋଲିସ ତାଙ୍କୁ ରିମାଣ୍ଡରେ ଆଣି ଏସଡିଜେଏମ୍ କୋର୍ଟରେ ହାଜର କରି ଲମ୍ବୋଦର ହତ୍ୟା ମାମଲାରେ ଜଡ଼ିତ କରିଥିଲା । ଉକ୍ତ ମାମଲାର ବିଚାର ବେଳେ ଳେ ୪୧ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ଗିରଫ ପରଠାରୁ ବ୍ରହ୍ମପୁର ମଣ୍ଡଳ । କାରାଗାରରେ ବିଚାରାଧୀନ ବନ୍ଦୀ ଥିବା ୪ ଅଭିଯୁକ୍ତଙ୍କୁ କୋର୍ଟକୁ ଅଣାଯାଇଥିଲା। ଢେ ଜେଲରେ ଥିବା ମୁଖ୍ୟ ଅଭିଯୁକ୍ତଙ୍କୁ ମଧ୍ୟ ଭିସି ମାଧ୍ଯମରେ ହାଜର କରାଯାଇଥିଲା। ସରକାରଙ୍କ ପକ୍ଷରୁ କ୍ୟାଡର ପିପି ବିଶ୍ୱଜିତ ବରାଳ ମାମଲା ପରିଚାଳନା କରିଥିଲେ। ଢେଙ୍କାନାଳ

News Comment

You Might Also Like

BACK TO TOP