Breaking News

କେନ୍ଦୁବାଡି ପଞ୍ଚାୟତରେ ଦୁତୀୟ ପର୍ଯ୍ୟାୟ ଜନ ଅଭିଯୋଗ ଶୁଣାଣି |   (13-Apr-2026)       ||      କୋଦଳା ମହାବିଦ୍ୟାଳୟ ରେ ମାତୃ ଭାଷା ର ଐତିହ୍ୟ ସମ୍ପର୍କ ରେ ପାଠ ଚକ୍ର |    (12-Apr-2026)       ||      ବିଦ୍ୟୁତ ଆଘାତ ରେ ବିଦ୍ୟୁତ କର୍ମଚାରୀ ଙ୍କ ମୃତ୍ୟୁ |    (12-Apr-2026)       ||      ବେଲଘର ବନାଞ୍ଚଳ ରେ ପୁଣି ହାତି ଆତଙ୍କ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      କ ନୂଆଙ୍ଗା ବ୍ଳକ ଶିକ୍ଷା ବିଭାଗ ଅଫିସିରେ 5ମାସ ହେଲା ବିଇଓ ପଦବୀ ଖାଲି ||   (12-Apr-2026)       ||      ଗୋଳନ୍ଥରା ଥାନା ପଞ୍ଚାମା ଅଞ୍ଚଳ ରେ ପାନ ବ୍ୟବସାୟୀ ଙ୍କୁ ନିର୍ମମ ହତ୍ୟା |   (12-Apr-2026)       ||      ଖଲ୍ଲିକୋଟ ନଗର କଂଗ୍ରେସ ସଭାପତି ହେଲେ ମନ ମଦନ ସାହୁ |   (11-Apr-2026)       ||      ବାଲିଗୁଡା ଆଦିବାସୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ +2ଅନ ଲାଇନ ଓ ଅଫଲାଇନ ମୂଲ୍ୟାୟନ କେନ୍ଦ୍ର ଅନୁଷ୍ଠିତ |    (11-Apr-2026)       ||      ଓଡ଼ିଆ ପକ୍ଷ ଉପଲକ୍ଷେ ରକ୍ତ ଦାନ ଶିବିର,   (11-Apr-2026)       ||      ବାର୍ଷିକ ବିବରଣୀ ପତ୍ର 2025-26ର ଅବଲୋକନ ଓ 2026-27ବର୍ଷ ପାଇଁ କାର୍ଯ୍ୟ ଯୋଜନା ପ୍ରସ୍ତୁତି କରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ||   (10-Apr-2026)       ||      ପୋଲସରା ପୌର ପରିଷଦ ପକ୍ଷରୁ ଓଡ଼ିଆ ପକ୍ଷ ଅବସର ରେ କଳାକାର ମାନଙ୍କୁ ସମ୍ବର୍ଦ୍ଧନା ଅନୁଷ୍ଠିତ ||   (10-Apr-2026)       ||      ପଶ୍ଚିମ ଓଡ଼ିଶାର ସିନେକଳାକାର ମାନେ ତାରା ତାରିଣୀ ଙ୍କ ପୀଠରେ କଲେ ପୂଜାର୍ଚନା |   (09-Apr-2026)       ||      ଟିକାବାଲି ବ୍ଲକରେ ଲକ୍ଷାଧିକ ଟଙ୍କାରେ ନିର୍ମିତ ପାନୀୟ ଜଳ ପ୍ରକଳ୍ପ ଅଟକ |   (09-Apr-2026)       ||      ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମ ହତ୍ୟା ||   (07-Apr-2026)       ||      ନୂଆଗଡ ଗ୍ରାମରେ ଚୋରି ଘଟଣାରେ ସାତ ଜଣ ଗିରଫ ||   (07-Apr-2026)       ||      ରୁପା ବ୍ୟବସାୟୀ ଙ୍କଆକ୍ରମଣ କରି ତାଙ୍କଠାରୁ 7କେଜିର ରୁପା ବେଗ ଧରି ଛୁ ମାରିଲେ ଦୁଇ ଲୁଟେରା |    (06-Apr-2026)       ||      ଓଡ଼ିଶା ସାହିତ୍ୟ ଏକାଡେମୀ ଏବଂ ଉତ୍କଳ ସଂସ୍କୃତି ବିଶ୍ୱ ବିଦ୍ୟାଳୟ ର ମିଳିତ ଆନୁକୂଲ୍ୟରେ ଓଡ଼ିଆ ପକ୍ଷ -2026 ପାଳନ ||   (06-Apr-2026)       ||      ରକ୍ତ ଚାପ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର    (06-Apr-2026)       ||     

ଘନ କୁହୁଡି ଯୋଗୁଁ ରାଜ ସୁନାଖଳା ପରିବା ମାର୍କେଟ ରେ ସିରିଜ ଦୁର୍ଘଟଣା |

01-Feb-2026

ଘନ କୁହୁଡି ଯୋଗୁଁ ରାଜସୁନାଖଳା ପରିବା ମାର୍କେଟଠାରେ ସିରିଜ ଦୁର୍ଘଟଣା,

ଓଡିଶା ଜନ ମତ ବ୍ୟୁରୋ,

 ବର୍ତ୍ତମାନ ସାରା ରାଜ୍ୟରେ ଶୀତ ର ତାପମାତ୍ରା କମିଯାଇ ଥିଲେବି ଘନ କୁହୁଡି ଜନ ଜୀବନକୁ ଅସ୍ତବେସ୍ତ କରୁଛି | ସେଇ ଘନ କୁହୁଡି ଯୋଗୁଁ ବିଭିନ୍ନ ସ୍ଥାନରେ ଗାଡ଼ି କୁ ଗାଡ଼ି ଧକା ହେଇ ଅନେକ ଧନ ଜୀବନ ନଷ୍ଟ କରୁ ଥିବାର ଦେଖିବାକୁ ମିଳିଛି। ଘନ କୁହୁଡି ଯୋଗୁଁ ରାଜସୁନାଖଳା ପରିବା ମାର୍କେଟ ଠାରେ ଏକ ସିରିଜ ଦୁର୍ଘଟଣା ଘଟିଛି। ସୂଚନା ଅନୁସାରେ ରବିବାର ଦିନ ପୂର୍ବାହ୍ନ ସମୟରେ ନୟାଗଡ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ରାଜସୁନାଖଳା ପରିବା ମାର୍କେଟ ଠାରେ ଏକ ଆଇ ଚର ଗାଡ଼ି ପରିବା ଅନ୍ୟ ଏକ ପିକ୍ ଅପ ଗାଡ଼ିକୁ କାଢ଼ୁ ଥିବା ସମୟରେ ଏକ ହାଇୱା ଗାଡ଼ି ଆଇ ଚର ଗାଡ଼ି କୁ ଧକା ଦେଇ ଥିଲା । ଫଳରେ ହାଇୱା ଗାଡ଼ିର ଆଗ ପାର୍ଶ୍ଵ ଭାଙ୍ଗି ଯାଇ ଥିବା ବେଳେ ଆଇ ଚର ଗାଡ଼ି ଓ ପିକ୍ ଅପ ଗାଡ଼ିର ଆଗ ପାର୍ଶ୍ଵ ସାମାନ୍ୟ ଭାଙ୍ଗି ଯାଇ ଥିବାର ଦେଖିବାକୁ ମିଳିଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି ହୋଇ ନ ଥିବା ଦେଖିବାକୁ ମିଳିଛି।ତେବେ ଏଈ ଘନ କୁହୁଡି ଯୋଗୁଁ ବହୁ ଦୁର୍ଘଟଣା ଘଟି ଜୀବନ ହାନି ହେଉଛି |

News Comment

You Might Also Like

BACK TO TOP