Breaking News

କୃଷି ବିଭାଗ ତରଫରୁ ବ୍ଲକ ସ୍ତରୀୟ ପ୍ରଶକ୍ଷିଣ ଶିବିର ଅନୁଷ୍ଠିତ ||   (09-Aug-2026)       ||      ବିନା ପୋଷାକ ରେ ଚଳ, ପ୍ରଚଳ କରୁଥିବା ଏକ ସହର, ବିଶ୍ୱାସ ଲାଗୁନଥିଲେ ବି ସତ୍ୟ |    (09-Aug-2026)       ||      ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||      ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||      ସବୁ ବାଦ, ବିବାଦ ର ଅବସାନ ଘଟାଇ ବିଜୟ ଙ୍କ ବିରୋଧ ରେ ଦେଇଥିବା କୋର୍ଟ ମାମଲା କୁ ପତ୍ନୀ ସଂଗୀତାକଲେ ପ୍ରତ୍ୟାହାର |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||     

ମାରଣାସ୍ତ୍ର ଦେଖାଇ ଭୟଭୀତ କରି ଘର ଭାଙ୍ଗିଲେ, ଗାଁରୁ ବାସନ୍ଦ ସହ ମାରିବାକୁ ଧମକ ଦେଲେ ||

02-Feb-2026

ମାରଣାସ୍ତ୍ର ଦେଖାଇ ଭୟଭୀତ କରି ଘର ଭାଙ୍ଗିଲେ : ପରିବାରକୁ ଗାଁ ରୁ ବାଛନ୍ଦ ସହ ମାରିବାକୁ ଧମକ

ଓଡିଶା ଜନମତ,ବାଲିଗୁଡ଼ା,ତା, ୦୨/୦୨:

ସଞ୍ଜୟ କୁମାର ପାଣିଗ୍ରାହୀ:-

  ସଂଘବଦ୍ଧ ଭାବେ ଘରେ ପଶି ମାରଣାସ୍ତ୍ର ଦେଖାଇ ଭୟଭୀତ କରି ରାତି ଅଧରେ ଗୋଟିଏ ପରିବାରକୁ ଘରୁ ତଢ଼ିବା ସହ ନିର୍ମାଣାଧିନ ଗୋଟିଏ ଘରକୁ ଭାଙ୍ଗିଲେ ଦୁର୍ବୃତ୍ତ । ବେସାହାରା ପରିବାର ଏବେ ଥାନାର ଦ୍ବାରସ୍ଥ ହୋଇଥିବା ଦେଖିବାକୁ ମିଳିଛି । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡର ଦୁର୍ଗମ ଅଞ୍ଚଳ କୋଟଗଡ଼ ବ୍ଲକ୍ ଅନ୍ତର୍ଗତ ସୁବର୍ଣ୍ଣଗିରୀ ପଞ୍ଚାୟତର ବାଣ୍ଡିଗୁଡ଼ା ଗ୍ରାମରେ । ସୂଚନା ପ୍ରକାରେ ଗତ ୨୮ ତାରିଖ ଦିନ ବାଣ୍ଡିଗୁଡ଼ା ଗ୍ରାମର ବିଶ୍ବନାଥ ବଳିୟାରସିଂ ରାତ୍ରି ଭୋଜନ ପରେ ନିଜ ପରିବାର ସହ ଘରେ ଶୋଇଥିବା ବେଳେ ସେହି ଗ୍ରାମରେ ରହୁଥିବା ବିଶ୍ୱନାଥଙ୍କ ଦାଦା ପୁଅ ଭାଇ ଓ କିଛି ଲୋକ ସଂଘବଦ୍ଧ ଭାବେ ବିଶ୍ଵନାଥଙ୍କ ଘରେ ପଶି ମାରଣାସ୍ତ୍ର ଦେଖାଇ ପରିବାର ଲୋକଙ୍କୁ ଭୟଭୀତ କରିବା ସହ ତାଙ୍କୁ ଘରୁ ତଡ଼ି ଦେଇଥିଲେ । ପରେ ତାଙ୍କର ଆଉ ଏକ ନିର୍ମାଣଧୀନ ଘରକୁ ଭାଙ୍ଗି ଦେଇଥିଲେ । ଏଥିସହିତ ଗାଁ କୁ ଆସିଲେ ସମସ୍ତଙ୍କୁ ଜୀବନରୁ ମାରିଦେବାକୁ ମଧ୍ୟ ଧମକ ଦେଇଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ । ଏବେ ବେସାହାରା ପରିବାର ବର୍ଗ ଭୟଭୀତ ଅବସ୍ଥାରେ ଥିବା ସହ ଥାନାର ଦ୍ବାରସ୍ଥ ହୋଇଥିବା ଦେଖିବାକୁ ମିଳିଛି । ପରିବାର ପକ୍ଷରୁ କୋଟଗଡ଼ ଥାନାରେ ଲିଖିତ ଅଭିଯୋଗ ପରେ ଏନେଇ କୋଟଗଡ଼ ଥାନା କେସ୍ ନଂ-୧୮/୨୦୨୬ ରେ ପାଞ୍ଚଜଣ ଅଭିଯୁକ୍ତଙ୍କ ନାମରେ ମାମଲା ରୁଜୁ କରି ପୋଲିସ୍ ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି । ସେପଟେ ଆମ ପୂର୍ବ ପୁରୁଷ ସମୟରୁ ଆମେ ଏଠାରେ ବସବାସ କରିବା ସହ ଚାଷବାସ କରି ଆମେ ପରିବାର ପ୍ରତିପୋଷଣ କରୁଥିଲୁ । କିନ୍ତୁ ଆମ ଭାଇ ଗୁଙ୍କୁଲୁଟୁ ବଳିୟାରସିଂ ଆମ ଜାଗା ଛଡ଼ାଇ ନେବାକୁ ଚକ୍ରାନ୍ତ କରି କିଛି ଗ୍ରାମବାସୀଙ୍କୁ ଏକଜୁଟ କରି ଆମକୁ ଗାଁ ରୁ ତଡ଼ିଦେଇଛି ବୋଲି କହିଛନ୍ତି ବିଶ୍ବନାଥ ବଳିୟାରସିଂ । ଆମେ ଏବେ କୁଆଡେ଼ ଯିବୁ, କୋଉଠି ରହିବୁ,ଆମକୁ ନ୍ୟାୟ ଦିଅନ୍ତୁ ବୋଲି ପରିବାର ଲୋକେ ପ୍ରଶାସନକୁ ନିବେଦନ କରିଛନ୍ତି।

News Comment

You Might Also Like

BACK TO TOP