Breaking News

ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||      ପଞ୍ଜିକୃତଚାଷୀ,ସମବାୟ ବ୍ୟଙ୍କ ରୁ ଋଣ ନେଇଥିବା ଚାଷୀ ମିଳୁଛି ସାର, ଅନ୍ୟଚାଷୀଙ୍କୁ ନାହିଁ |   (06-Aug-2026)       ||      ବାଲିଗୁଡା ଓ ସିପାଞ୍ଜିରୀ ଦଳ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ରେ ବିଜୟୀ |   (06-Aug-2026)       ||      ମ ରାମ ପୁର ରେ ବିଜେପି ମଣ୍ଡଳ ଉପ ସଭାପତି ଙ୍କୁ ନିର୍ମମ ହତ୍ୟା    (06-Aug-2026)       ||      କଲ୍ୟାଣ ସିଂହ ପୁର ଗାଁରେ ପଶିଲେ ଦୁଇ ହାତୀ ବ୍ୟାପକ କଲେ କ୍ଷୟ କ୍ଷତି ||   (06-Aug-2026)       ||      ଆରପାରିରେ ଗଜନୀ ର ଖଳନାୟକ ତଥା ମହାଭାରତ ର ଅଶ୍ୱସ୍ତମା ପ୍ରଦୀପ ରାୱାତ |    (06-Aug-2026)       ||      ସ୍କୁଲ କାନ୍ଥ ଭୁଷୁଡ଼ି 2ଛାତ୍ର ଗୁରତର , ମେଡିକାଲ ରେ ଚିକିତ୍ସିତ |   (06-Aug-2026)       ||      ଖଡ଼ିଆଳ ରାଜସ୍ବ ସହାୟକ ଙ୍କ ଉପରେ ତୁରନ୍ତ କାର୍ଯ୍ୟନୁଷ୍ଠାନ ନେଲେ ଜିଲ୍ଲା ପାଳ ||   (06-Aug-2026)       ||      ଭାରତ ରେ ଅଛି ଅଜବ ଗାଁ ଯେଉଁଠି ମହିଳା ମାନେ ପାଞ୍ଚଦିନ ଲୁଗା ପନ୍ଧନ୍ତି ନାହିଁ ||   (06-Aug-2026)       ||      କବିସୂର୍ଯ୍ୟ ନଗର ର ପୂର୍ବତନ ବିଧୟିକା ଙ୍କ ସ୍ମୃତିରେ ରକ୍ତଦାନ ଶିବିର ଅନୁଷ୍ଠିତ |    (06-Aug-2026)       ||      ରାଜ୍ୟ ଓଷ୍ଟା ସଙ୍ଘ ପକ୍ଷରୁ ପ୍ରତିବାଦ ସଭା |   (06-Aug-2026)       ||      ଭୟା ଭୟ ଅଗ୍ନି କାଣ୍ଡରେ କେଶପୁର ବଜାର ରେ ଜଳିଗଲା 4ଗୋଟି ଦୋକାନ |    (06-Aug-2026)       ||      କାନ୍ଧୁଣିଦେବୀ ଙ୍କୁ ଦର୍ଶନ କରି ଫେରିଲେ ମହାମହିମ ରାଷ୍ଟ୍ରପତି |   (05-Aug-2026)       ||      ଭୂମିହୀନ ଙ୍କୁ ଜମି ପଟା ଶିକ୍ଷା ଓ ସୁବିଧା ଦାବିରେ ସ୍ଵାସ୍ତ୍ୟ ଆଇଆରଳ ବୈଠକ |    (05-Aug-2026)       ||      ଖରିପଡ଼ିଆ କୋର କୋରା ରାସ୍ତାରେ 4ଫୁଟ ଉଚର ବନ୍ୟାଜଳ ପ୍ରବାହିତ |    (05-Aug-2026)       ||      ଟ୍ରାଫିକ ସମସ୍ୟା ଯୋଗୁଁ ବାଲିମେଳା ଦୈନିକ ବଜାର ରେ ଯାତ୍ରୀ ହନ୍ତସନ୍ତ |   (05-Aug-2026)       ||      ରାଷ୍ଟ୍ରପତି ଙ୍କ ଭବନ ରେ ଶୋଭା ପାଇବ ତିନି ରଥର ତିନି ଚକ, ସମ୍ମତି ଦେଲେ ମହାମହିମ |    (05-Aug-2026)       ||     

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଙ୍କ 6ଦିନିଆ ଓଡିଶା ଗ୍ରସ୍ତ |

02-Feb-2026

ମହାମହିମ ଭାରତ ରାଷ୍ଟ୍ରପତି ଙ୍କ ଛ ଦିନିଆ ଓଡିଶା ଗ୍ରସ୍ତ,

   ଓଡିଶା ଜନ ମତ ବ୍ୟୁରୋ,

6ଦିନିଆ ଓଡିଶା ଗ୍ରସ୍ତ ରେ ଆସିବେ ମହାମହିମ ରାଷ୍ଟ୍ରପତି  ଦ୍ରୌପଦୀ ମୁର୍ମୁ ।  ସେ ବାୟୁସେନାର ଏକ ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ଵରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଂଚିଛନ୍ତି । ମହାମହିମଙ୍କ ସ୍ଵାଗତ ପାଇଁ ରାଜ୍ୟପାଳ ହରିବାବୁ କମ୍ଭବପତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିଜେପିର ବରିଷ୍ଠ ନେତା ଏବଂ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀ  ବିମାନ ବନ୍ଦରରେ ପହଂଚି ଥିଲେ । | ମହାମହିମ ଆଜି ଲୋକଭବନରେ  ରାତ୍ରିଯାପନ କରିବେ । ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା  ଅନୁଯାୟୀ, ୩ ତାରିଖ ସକାଳେ ବିଜୁ  ପଟ୍ଟନାୟକ ବିମାନବନ୍ଦରରୁ ବାୟୁସେନା ହେଲିକପ୍ଟର ଯୋଗେ ଯାଜପୁର ନୂଆ ପ୍ରଶାସନିକ ଭବନ ଗ୍ରାଉଣ୍ଡ ହେଲିପ୍ୟାଡ୍ ରେ ଅବତରଣ କରିବେ । ସେଠାରୁ ମା’ ବିରଜାଙ୍କ ଦର୍ଶନ ପାଇଁ ଯିବେ । ପ୍ରାୟ ଦେଢ଼ ଘଂଟା ଧରି ମନ୍ଦିରରେ ପୂଜାର୍ଚ୍ଚନା କରିବେ । ସେଠାରୁ ବାଲେଶ୍ଵର ଯାଇ ଫକୀରମୋହନବିଶ୍ଵବିଦ୍ୟାଳୟ ସମାବର୍ତନ ଉତ୍ସବରେ ଯୋଗଦେବେ । କାର୍ଯ୍ୟକ୍ରମ  ଶେଷ ପରେ ଅପରାହ୍ନ ପ୍ରାୟ ୩ଟା ୫୦ରେ ପୁରୀ ଅଭିମୁଖେ ବାହାରିବେ । ସନ୍ଧ୍ୟାରେ ପୁରୀରେ ପହଂଚି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଆଳତି ଦର୍ଶନ ସହଓଡ଼ିଶାରେ ମହାମହିମପିଣ୍ଡଦାନ କରିବେ । ପୁରୀ ଲୋକଭବନରେ ରାତ୍ରିଯାପନ କରିବାର କାର୍ଯ୍ୟକ୍ରମ  ରହିଛି। ଫେବ୍ରୁଆରି ୪ ତାରିଖ ସକାଳ ୯ଟାରେ ପୁରୀ ହେଲିପ୍ୟାଡ୍  ରୁ ବାହାରି | ପୂର୍ବାହ୍ଣ ୧୦ଟା ୪୦ରେ ମୟୂରଭଞ୍ଜଜିଲ୍ଲା ରାଇରଙ୍ଗପୁର ହେଲିପ୍ୟାଡ୍ ରେ -- ପହଂଚି ମହୁଲଡିହା ସ୍ଥିତ ହଲିଡେ ହୋମ୍‌ର ଉଦ୍‌ଘାଟନ କରିବେ । ରାଇରାଙ୍ଗପୁର ମହୁଲଡିହାସ୍ଥିତ ସରକାରୀବାଳିକା ଉଚ୍ଚମାଧ୍ଯମିକ ବିଦ୍ୟାଳୟରେ ଭଞ୍ଜବୀର ସୁନାରାମ ସୋରେନ୍‌ ଙ୍କ ପ୍ରତି ମୂର୍ତି ଉନ୍ମୋଚନ କରିବେ । ସେଠାରେ କ୍ରୀଡ଼ା କମ୍ପ୍ଲେକ ଲୋକାର୍ପଣ ସହ ଭଚୁଆଲ୍  ମାଧ୍ୟମରେ ରାଜ୍ୟର ଭିନ୍ନ ପ୍ରକଳ୍ପର ଲୋକାର୍ପଣ କରିବେ । ୬ ତାରିଖରେ ମୟୂରଭଞ୍ଜ ଜିଲ୍ଲାର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ପରେ ଅପରାହ୍ନରେ ଭୁବନେଶ୍ଵର ଫେରିବା ସହ ହୋଟେଲ ମେ’ ଫେୟାରରେ ଆୟୋଜିତ ହେବାକୁ ଥିବା ଏକ କାର୍ଯ୍ୟକ୍ରମରେ ଯୋଗଦେବେ । ୭ତାରିଖ ସକାଳୁ । ଭୁବନେଶ୍ୱରରୁ ଛତିଶଗଡ଼ ଅଭିମୁଖେ ସ୍ୱତନ୍ତ୍ର ବାୟୁସେନା ବିମାନ ଯୋଗେ ଯାତ୍ରା କରିବେ ବୋଲି ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟରୁ ସୂଚନା ମିଳିଛି ।

News Comment

You Might Also Like

BACK TO TOP